Posted inଖେଳ

ମାର୍ଚ୍ଚ ୨୨ରୁ ଆଇପିଏଲ୍‌: ଏହି ଦୁଇ ଦଳ ମଧ୍ୟରେ ଖେଳାଯିବ ପ୍ରଥମ ମ୍ୟାଚ୍‌

ନୂଆଦିଲ୍ଲୀ,୬।୩: ଇଣ୍ଡିଆନ୍‌ ପ୍ରିମିୟମ୍‌ ଲିଗ୍‌ ୨୦୨୨ କାର୍ଯ୍ୟସୂଚୀ ରବିବାର ପ୍ରକାଶ ପାଇଛି। ମାର୍ଚ୍ଚ ୨୬ରେ ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ପ୍ରଥମ ମ୍ୟାଚ୍‌ ଚେନ୍ନାଇ ସୁପର୍‌ କିଙ୍ଗ୍ସ ଏବଂ କୋଲକତା ନାଇଟ୍‌ ରାଇଡର୍ସ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ୍‌ ସନ୍ଧ୍ୟା ୭.୩୦ରେ ଆରମ୍ଭ ହେବ। ଶେଷ ଲିଗ୍‌ ମ୍ୟାଚ୍‌ ମେ ୨୨ ସନ୍ଧ୍ୟା ୭.୩୦ରେ ଓ୍ବାଙ୍ଖେଡେ ଷ୍ଟାଡିୟମରେ ଖେଲାଯିବ। ଏହି ମ୍ୟାଚ୍‌ର୍ସେନରାଇଜର୍ସ ହାଇଦ୍ରାବାଦ୍‌ ଏବଂ ପଞ୍ଜାବ କିଙ୍ଗ୍ସ ପରସ୍ପରକୁ ଭେଟିବେ।

 

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୦୦ ଅନ୍ତର୍ଜାତୀୟ ଗୋଲ୍‌ ଦେବାରେ ରୋନାଲ୍ଡୋ ବିଶ୍ୱର ୨ୟ ଖେଳାଳି

ନୂଆଦିଲ୍ଲୀ, ୯।୯: ପର୍ତ୍ତୁଗାଲ ଷ୍ଟାର୍‌ କ୍ରିଷ୍ଟିଆନୋ ରୋନାଲ୍ଡୋ ବିଶ୍ୱର ୨ୟ ପୁରୁଷ ଫୁଟ୍‌ବଲ୍‌ ଖେଳାଳି ଭାବେ ୧୦୦ ଅନ୍ତର୍ଜାତୀୟ ଗୋଲ୍‌ ସ୍କୋର କରିବାର ସୌଭାଗ୍ୟ ଲାଭ...

ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜ ଜିତିଲା ଇଂଲଣ୍ଡ

କାର୍ଡିଫ, ୨୬ା୬ (ଏପି)-ବର୍ଷାରେ ପ୍ରଭାବିତ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଇଂଲଣ୍ଡ ୫ ଉଇକେଟରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଏଥିସହିତ ଦଳ ୨-୦ରେ ଅଗ୍ରଣୀ...

ଯୁବିଙ୍କୁ ବ୍ୟାଟିଂ ଶିଖାଇଥିଲେ ସିଦ୍ଧୁ

ବିଶ୍ୱ କ୍ରିକେଟରେ ଯୁବରାଜ ସିଂ (ଯୁବି) ଜଣେ ଲୋକପ୍ରିୟ ଖେଳାଳି। ପୂର୍ବତନ କ୍ରିକେଟର ଯୁଗରାଜ ସିଂଙ୍କ ପୁଅ ଯୁବିଙ୍କୁ ନଭଜୋତ ସିଂ ସିଦ୍ଧୁଙ୍କ ଘରକୁ ବ୍ୟାଟିଂ...

ଅଲିମ୍ପିକ୍ସ ମୋଟୋ ଉନ୍ମୋଚିତ

ଟୋକିଓ,୧୭।୨(ଏଏଫ୍‌ପି)- ଆସନ୍ତା ଜୁଲାଇ- ଅଗଷ୍ଟରେ ଆୟୋଜନ ହେବାକୁ ଯାଉଥିବା ଅଲିମ୍ପିକ୍ସର ଟୋକିଓ ଆୟୋଜକମାନେ ଏକ ମୋଟୋ ଉନ୍ମୋଚନ କରିଛନ୍ତି। ବିଶ୍ୱ ଭାତୃତ୍ୱ ତଥା ଭାଇଚାରାକୁ ଦୃଷ୍ଟିରେ...

ବାୟୋ ବବଲ୍‌ ଏକ ଚ୍ୟାଲେଞ୍ଜ, କିନ୍ତୁ ଭାରତୀୟ ଖେଳାଳି ଅଧିକ ସହନଶୀଳ: ଗାଙ୍ଗୁଲି

କୋଲକାତା, ୬।୪ (ପି.ଟି.) : ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ତଥା ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ବାୟୋ ବବଲ୍‌ (ଖେଳାଳିଙ୍କ ପାଇଁ...

ହାତକୁ ଦି’ ହାତ ହେଲେ ଏହି କ୍ରିକେଟର୍‌

ଅକଲାଣ୍ଡ,୨୩।୫: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନ୍‌ସିପ୍‌ର ଫାଇନାଲ ଆସନ୍ତା ମାସରେ ଖେଳାଯିବ। ୧୮ରୁ ୨୨ ଜୁନ ମଧ୍ୟରେ ଖୋଯିବାକୁ ଥିବା ଏହି...

ସିଂହକୁ କ୍ଷୀର ପିଆଉଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ସ୍ତ୍ରୀ

ଆଇପିଏଲ୍‌ର ୧୩ ତମ ସିଜନ ଶେଷ ହେବା ପରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ତାଙ୍କ ପରିବାର ଏବଂ କିଛି ସାଙ୍ଗମାନଙ୍କ...

ଦିଲ୍ଲୀ ଛାଡ଼ି ଉତ୍ତରାଖଣ୍ଡ ପାଇଁ ଖେଳିବେ ଉନ୍ମୁକ୍ତ ଚାନ୍ଦ

ନୂଆଦିଲ୍ଲୀ, ୩।୯- ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ବିଜୟୀ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଉନ୍ମୁକ୍ତ ଚାନ୍ଦ ଚଳିତ ଘରୋଇ ସିଜନରେ ନୂଆ ଦଳ...

Advertisement
Archives

Model This Week