ଲାଇଭ୍‌ ମ୍ୟାଚ୍‌ରେ ପ୍ରେମିକଙ୍କୁ ପ୍ରପୋଜ୍‌ କଲେ ଯୁବତୀ

ପୁଣେ,୫।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର (ଆରସିବି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ମଧ୍ୟରେ ଖେଳାଯାଇଥିବା ଆଇପିଏଲ ମ୍ୟାଚ ସମୟରେ ଏକ ପ୍ରେମ ଯୋଡି ଟିଭିରେ ସମଗ୍ର ବିଶ୍ୱର ଦୃଷ୍ଟି ଆକର୍ଷଣ କରିଥିଲେ। ଲାଇଭ ମ୍ୟାଚ ସମୟରେ ଷ୍ଟାଡିୟମରେ ଉପସ୍ଥିତ ଥିବା ଜଣେ ଯୁବତୀ ନିଆରା ଢଙ୍ଗରେ ନିଜ ପ୍ରେମ ପ୍ରକାଶ କରିଥିଲେ। ଯୁବତୀ ଜଣଙ୍କ ମୁଦି ପିନ୍ଧାଇ ପ୍ରେମିକଙ୍କୁ ପ୍ରପୋଜ କରିଥିଲେ। ଏହି ଯୋଡିଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ଚେନ୍ନାଇ ସୁପର କିଙ୍ଗ୍ସର ବ୍ୟାଟିଂ ସମୟର ଏକାଦଶ ଓଭରରେ ଏହି ଘଟଣା ଘଟିଥଲା। ସେହି ସମୟରେ ଦର୍ଶକଙ୍କ ମଧ୍ୟରେ ଉପସ୍ଥିତ ଥିବା ଯୁବତୀ ତାଙ୍କ ପ୍ରେମିକଙ୍କୁ ପ୍ରପୋଜ କରିଥିଲେ। ଯୁବତୀ ସମସ୍ତଙ୍କ ସାମ୍ନାରେ ଆଣ୍ଠୁମାଡି ପ୍ରେମିକଙ୍କୁ ମୁଦି ପିନ୍ଧାଇଥିଲେ। ଏହା ପରେ ଆରସିବି ଜର୍ସିରେ ଥିବା ଏହି ଯୁବକ ତାଙ୍କ ପ୍ରେମିକାଙ୍କ ପ୍ରସ୍ତାବକୁ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri