ଆଇପିଏଲ ୨୦୨୨: ଅରେଞ୍ଜ-ପର୍ପଲ କ୍ୟାପ ରେସ୍‌ରେ ଅଛନ୍ତି କେଉଁ ଖେଳାଳି ଜାଣନ୍ତୁ

ମୁମ୍ବାଇ,୧୭।୫: ଆଇପିଏଲ ୨୦୨୨ର ୬୪ତମ ମ୍ୟାଚ୍‌ ପରେ ଦିଲ୍ଲୀ କ୍ୟାପିଟାଲ୍ସର ଚାଇନାମାନ ସ୍ପିନର କୁଲଦୀପ ଯାଦବ ଏବଂ ପଞ୍ଜାବ କିଙ୍ଗ୍ସର ଓପନର୍‌ ଶିଖର ଧାୱନର ଅରେଞ୍ଜ୍‌ ଏବଂ ପର୍ପଲ କ୍ୟାପ ଦୌଡ଼ରେ ଟପ-୪ରେ ପ୍ରବେଶ କରିଛନ୍ତି। ଶିଖର ଏହି ସିଜନରେ ୧୩ଟି ମ୍ୟାଚରୁ ୪୨୧ ରନ ସଂଗ୍ରହ କରିଥିବାବେଳେ କୁଲଦୀପ ମଧ୍ୟ ସମାନ ସଂଖ୍ୟକ ମ୍ୟାଚରେ ୨୦ ଉଇକେଟ ନେଇ ଚତୁର୍ଥ ସ୍ଥାନରେ ମଧ୍ୟ ପହଞ୍ଚିଛନ୍ତି। ରାଜସ୍ଥାନ ରୟାଲ୍ସର ଜୋସ ବଟଲର୍‌ ୧୩ଟି ମ୍ୟାଚରେ ୬୨୭ ରନ କରି ଅରେଞ୍ଜ୍‌ କ୍ୟାପ ରେସ୍‌ର ଶୀର୍ଷରେ ରହିଛନ୍ତି। କେଏଲ ରାହୁଲ ୧୩ଟି ମ୍ୟାଚ ପରେ ୪୬୯ ରନ ସହ ଦୁଇ ନମ୍ବରରେ ଅଛନ୍ତି। ୧୧ଟି ମ୍ୟାଚରେ ୪୨୭ ରନ ସହ ଦିଲ୍ଲୀ କ୍ୟାପିଟାଲର ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ଣ୍ଣର ତୃତୀୟ ସ୍ଥାନରେ ଅଛନ୍ତି।
ଏଥିସହିତ, ଆରଆର ଲେଗ-ସ୍ପିନର ୟୁଜଭେନ୍ଦ୍ର ଚହଲ ପର୍ପଲ କ୍ୟାପ ନିଜ ପାଖରେ ରହିଛନ୍ତି। ଚହଲ ୧୩ଟି ମ୍ୟାଚରୁ ୨୪ଟି ଉଇକେଟ ନେଇଛନ୍ତି। ହସରଙ୍ଗା ୨୩ଟି ଉଇକେଟ ନେଇଥିବା ବେଳେ ପଞ୍ଜାବ କିଙ୍ଗ୍ସର କାଗିସୋ ରାବାଡା ୧୨ଟି ମ୍ୟାଚରେ ୨୨ଟି ଉଇକେଟ ନେଇ ତୃତୀୟ ସ୍ଥାନରେ ଅଛନ୍ତି। କୁଲଦୀପ ମଧ୍ୟ ସମାନ ସଂଖ୍ୟକ ମ୍ୟାଚରେ ୨୦ ଉଇକେଟ ନେଇ ଚତୁର୍ଥ ସ୍ଥାନରେ ମଧ୍ୟ ପହଞ୍ଚିଛନ୍ତି। ୧୩ଟି ମ୍ୟାଚରେ ୧୮ ଉଇକେଟ ନେଇ ମହମ୍ମଦ ଶାମି ପଞ୍ଚମ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri