Posted inଖେଳ

ମାର୍ଚ୍ଚ ୨୬ରୁ ଆଇପିଏଲ୍‌

ନୂଆଦିଲ୍ଲୀ, ୨୪ା୨: ୧୦ଟି ଦଳକୁ ନେଇ ଇଣ୍ଡିଆନ ପ୍ରିମିୟର ଲିଗ୍‌-୧୫ (ଆଇପିଏଲ୍‌) ଆସନ୍ତା ମାର୍ଚ୍ଚ ୨୬ ଶନିବାର ମୁମ୍ବାଇଠାରେ ଆରମ୍ଭ ହେବ ଏବଂ ମେ ୨୯ରେ ଶେଷ ହେବ। ଟୁର୍ନାମେଣ୍ଟ ଆରମ୍ଭରେ ୪୦ ପ୍ରତିଶତ ଦର୍ଶକଙ୍କୁ ଅନୁମତି ରହିବ। ଗୁରୁବାର ଗଭର୍ନିଂ କାଉନ୍‌ସିଲ ବୈଠକ ପରେ ଆଇପିଏଲ୍‌ ଚେୟାରମ୍ୟାନ ବ୍ରିଜେଶ ପଟେଲ ଏହି ସୂଚନା ଦେଇଛନ୍ତି। ଏହି ବ୍ୟୟବହୁଳ ଟୁର୍ନାମେଣ୍ଟରେ ଏଥର ନୂଆ ଦଳ ଭାବେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ଓ ଗୁଜରାଟ ଟାଇଟାନ୍ସକୁ ସାମିଲ କରାଯାଇଛି। ଏଥର ମୋଟ ୭୪ଟି ମ୍ୟାଚ ମୁମ୍ବାଇସ୍ଥିତ ଓ୍ବାଙ୍ଖଡେ ଷ୍ଟାଡିୟମ ଓ ବ୍ରାବୋର୍ନ ଷ୍ଟାଡିୟମ ବ୍ୟତୀତ ନବି ମୁମ୍ବାଇର ଡିଓ୍ବାଇ ପାଟିଲ ଗ୍ରାଉଣ୍ଡ ଏବଂ ପୁଣେସ୍ଥିତ ଗାହେୁଞ୍ଜେ ଷ୍ଟାଡିୟମରେ ଖେଳାଯିବ। ମହାରାଷ୍ଟ୍ର ସରକାରଙ୍କ ଗାଇଡ୍‌ଲାଇନ୍‌ ଅନୁସାରେ ଦର୍ଶକମାନଙ୍କୁ ଅନୁମତି ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?