Posted inଖେଳ

ଆଇପିଏଲ ୬୪ତମ ମ୍ୟାଚ: ଆଜି ଡିସି-ପିବିକେଏସ୍‌ ଲଢେଇ

ଧର୍ମଶାଳା,୧୭।୫: ଆଇପିଏଲ ୨୦୨୩ର ୬୪ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌)କୁ ଭେଟିବ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)। ବୁଧବାର ସନ୍ଧ୍ୟା ୭:୩୦ରେ ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମ, ଧର୍ମଶାଳା ଠାରେ ଖେଳାଯିବ । ପ୍ଲେ ଅଫ ଦୃଷ୍ଟିରୁ ପଞ୍ଜାବ ପାଇଁ ଏହି ମ୍ୟାଚ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହେବ, କାରଣ ଦିଲ୍ଲୀ ପୂର୍ବରୁ ଏଲିମିନେଟ ହୋଇସାରିଛି। ହେଲେ ବି ଦିଲ୍ଲୀ ମଧ୍ୟ ମ୍ୟାଚ ଜିତିବାକୁ ଯଥାସମ୍ଭବ ଚେଷ୍ଟା କରିବ। ଉଭୟ ଦଳ ଏହି ସିଜନରେ ନିଜର ୧୩ତମ ଲିଗ ମ୍ୟାଚ ଖେଳିବେ। ଏହାପୂର୍ବରୁ ଉଭୟ ଦଳ ମୁହାଁମୁହିଁ ହୋଇଥିଲେ ଯେଉଁଥିରେ ପଞ୍ଜାବ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପିକେଙ୍କ ବିଜୟଠୁ ଭାଜପାର ହାର୍‌ କାହିଁକି ଚର୍ଚ୍ଚାରେ? ବାଙ୍କୀପୁର ଫଳାଫଳର ପ୍ରଭାବ ପଡ଼ିବ ଦିଲ୍ଲୀ ଗାଦି ଉପରେ!

ପାଟନା,୩।୮: ବାଙ୍କୀପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ରାଜନୀତିରେ ଏକ ନୂଆ କୌତୂହଳ ସୃଷ୍ଟି କରିଛି। ଆଜି ସକାଳ ପର୍ଯ୍ୟନ୍ତ ଯେଉଁ ବାଙ୍କୀପୁର ବିଧାନସଭା ଆସନକୁ ଭାଜପାର ଦୁର୍ଗ…

ପ୍ରଶାନ୍ତ କିଶୋରଙ୍କୁ ଜିତାଇଦେଲେ Gen-Z? ହେଲା ବଡ଼ ଖୁଲାସା…

ପାଟନା,୩।୮: ପାଟନାର ହାଇ-ପ୍ରୋଫାଇଲ୍ ବାଙ୍କୀପୁର ବିଧାନସଭା ଆସନରେ ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର ୧୯,୩୨୪ ଭୋଟ୍‌ରେ ବିଜୟ ହାସଲ କରିଛନ୍ତି। ୩୨ ରାଉଣ୍ଡ ଗଣତିରେ…

ମ୍ୟାଚ୍‌ ଫିକ୍ସଂ କରି ୮ ବର୍ଷ ବାସନ୍ଦ ହେଲେ ଏହି କ୍ରିକେଟର

ଦୁବାଇ,୩ା୮: ୟୁଏସ୍‌ଏ ଖେଳାଳି ବୋଦୁଗମ ଅଖିଳେଶ ରେଡ୍ଡୀ ଏକ ମ୍ୟାଚ୍‌ ଫିକ୍ସଂ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୮ ବର୍ଷ ଲାଗି ସମସ୍ତ ପ୍ରକାର କ୍ରିକେଟରୁ ବାସନ୍ଦ…

ରାଗିକି ଇସ୍ତଫା ଦେଲେ ୨ ବିଧାୟକ

ବେଙ୍ଗାଲୁରୁ,୩।୮: କର୍ନାଟକରେ କଂଗ୍ରେସ ସରକାରଙ୍କ କ୍ୟାବିନେଟ ବିସ୍ତାରକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଥିବାବେଳେ ନୂତନ ଭାବରେ ପ୍ରକାଶିତ ମନ୍ତ୍ରୀ ତାଲିକା ସେହି ବିଧାୟକମାନଙ୍କୁ ନିରାଶ କରିଛି…

ମୋଦିଙ୍କଠାରୁ ଆରମ୍ଭ କରି ଷ୍ଟାଲିନ: ଯେତେବେଳେ ରାଜନୀତିର ଦିଗ୍ଗଜ ନେତାଙ୍କ ‘ଚାଣକ୍ୟ’ ସାଜିଥିଲେ ପ୍ରଶାନ୍ତ କିଶୋର; ଆଜି ଦିଲ୍ଲୀକୁ କଲେ ଥରହର

ନୂଆଦିଲ୍ଲୀ,୩।୮: ଯେତେବେଳେ ଚାଣକ୍ୟ ସାଜିଥିଲେ ପ୍ରଶାନ୍ତ କିଶୋର: ଦିନେ ପରଦା ପଛରେ ରହି ନିର୍ବାଚନୀ ରଣନୀତି ତିଆରି କରୁଥିବା ପ୍ରଶାନ୍ତ କିଶୋର (PK) ଆଜି ନିଜେ ରାଜନୀତିର…

EPFOକୁ ନେଇ ଆସିଲା ବଡ଼ ଖବର: ସରକାର ବଢାଇଲେ…

ନୂଆଦିଲ୍ଲୀ,୩।୮: ବହୁ ଦିନ ଧରି ବିଭିନ୍ନ କର୍ମଚାରୀ ସଂଗଠନଗୁଡ଼ିକ EPS ଦରମା ସୀମା ବୃଦ୍ଧି ଦାବିକୁ ଅର୍ଥ ମନ୍ତ୍ରଣାଳୟ ସମ୍ପ୍ରତି ଅନୁମୋଦନ କରିଛି। ଏହି ନିଷ୍ପତ୍ତି କର୍ମଚାରୀମାନଙ୍କ…

ଟିମ ଇଣ୍ଡିଆର ବଦଳିଲେ କୋଚ୍‌, ଭାବୁକ ହୋଇ ଏମିତି କହିଦେଲେ ରୋହିତ, ପଢନ୍ତୁ…

ନୂଆଦିଲ୍ଲୀ,୩।୮: ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ରେ ବଡ଼ ପରିବର୍ତ୍ତନ ହୋଇଛି। ଫିଲ୍ଡିଂ କୋଚ ଟି. ଦିଲୀପଙ୍କ ଚୁକ୍ତି ଶେଷ ହୋଇଯାଇଛି। ଏଥର ବିସିସିଆଇ ତାଙ୍କ ଚୁକ୍ତିକୁ ନବୀକରଣ…

ମୁମ୍ବାଇରେ ଦିଗପହଣ୍ଡି ଦାଦନ ଶ୍ରମିକଙ୍କ ମୃତ୍ୟୁ; ବିଧାୟକ ଙ୍କ ହସ୍ତକ୍ଷେପ ପରେ ଅଣାଯାଉଛି ମୃତଦେହ, ଗାଁରେ ଶୋକାକୁଳ ପରିବେଶ 

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri