Posted inଖେଳ

ଆଇପିଏଲ୍‌ର ୧୬ତମ ସିଜନ୍‌ ପାଇଁ ପ୍ରକାଶ ପାଇଲା କାର୍ଯ୍ୟସୂଚୀ: ମାର୍ଚ୍ଚ ୩୧ରେ ଆରମ୍ଭ ମେ’ ୨୮ରେ ଶେଷ

ନୂଆଦିଲ୍ଲୀ,୧୭।୨: ଆଇପିଏଲର ୧୬ତମ ସିଜନ୍‌ ଲାଗି ବିସିସିଆଇ ଶୁକ୍ରବାର ମ୍ୟାଚ୍‌ର କାର୍ଯ୍ୟସୂଚୀ ତାଲିକା ପ୍ରକାଶ କରିଛି। ମାର୍ଚ୍ଚ ୩୧ତାରିଖରୁ ଆଇପିଏଲ୍‌ ମହାସମର ଆରମ୍ଭ ହେବ। ମେ’ ୨୮ରେ ଫାଇନାଲ ମ୍ୟାଚ ଖେଳାଯିବ ବୋଲି ତାଲିକାରେ ଉଲ୍ଲେଖ କରାଯାଇଛି। ଆଇପିଏଲ୍‌ର ପ୍ରଥମ ମ୍ୟାଚ୍‌ ମହେନ୍ଦ୍ର ସିଂହ ଧୋନିଙ୍କ ନେତୃତ୍ୱାଧିନ ଚେନ୍ନାଇ ସୁପର କିଙ୍ଗସ ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଗୁଜରାଟ ଟାଇଟନ୍ସ ମଧ୍ୟରେ ଖେଳାଯିବ।

ଟୁର୍ନାମେଣ୍ଟରେ ୧୦ଟି ଦଳ ୭୦ ଲିଗ୍‌ ମ୍ୟାଚ ଖେଳିବେ। ଗୋଟିଏ ଦଳ ୭ଟି ଘରୋଇ ଏବଂ ଅନ୍ୟ ୭ଟି ମ୍ୟାଚ ବାହାରେ ଖେଳିବେ। ମୋଟ ୧୨ଟି ସହରରେ ମ୍ୟାଚ ଖେଳାଯିବ। ଟିମ୍‌ର ହୋମଗ୍ରାଉଣ୍ଡ ବ୍ୟତୀତ ଗୌହାଟୀରେ ଏବଂ ଧର୍ମଶାଳାରେ ଏହି ମ୍ୟାଚ ଅନୁଷ୍ଠିତ ହେବ। ୫୨ ଦିନ ଧରି ଏହି ଟୁର୍ନାମେଣ୍ଟ ଚାଲିବ ବୋଲି ସୂଚନା ମିଳିଛି। ଅନ୍ୟପଟେ ବିସିସିଆଇ ଏପର୍ଯ୍ୟନ୍ତ ଆଇପିଏଲ୍‌ ୨୦୨୩ର ପ୍ଲେ ଅଫ୍‌ ମ୍ୟାଚ୍‌ର ତାରିଖ ଘୋଷଣା କରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri