Posted inଖେଳ

ଆଇପିଏଲ ୨୦୨୩ ପରେ ଅବସର ନେବେ କି ଧୋନୀ: ଚହର କଲେ ଖୁଲାସା

ଚେନ୍ନାଇ,୨୦।୩: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ରେ ଏମଏସ ଧୋନୀଙ୍କ ଭବିଷ୍ୟତକୁ ଅନେକ ଚର୍ଚ୍ଚା ହେଉଛି। ଆଇପିଏଲ୍‌ ୨୦୨୩ ଧୋନୀଙ୍କ ଶେଷ ଆଇପିଏଲ୍‌ ହେବ ବୋଲି ଚର୍ଚ୍ଚା ହେଉଛି। ଧୋନୀ ମଧ୍ୟ ପୂର୍ବରୁ ନିଶ୍ଚିତ କରିଛନ୍ତି ଯେ, ଚେନ୍ନାଇର ଜନତାଙ୍କ ସମ୍ମୁଖରେ ସେ ନିଜ ଶେଷ ଆଇପିଏଲ୍‌ ମ୍ୟାଚ୍‌ ଖେଳିବେ। ଚେନ୍ନାଇ ସୁପର କିଙ୍ଗ୍ସ ସହିତ ତାଙ୍କ ଭବିଷ୍ୟତ ବିଷୟରେ କୌଣସି ଠୋସ ଖବର ନାହିଁ। ନିକଟରେ ସିଏସକେ ଫାଷ୍ଟ ବୋଲର ଦୀପକ ଚହରଙ୍କୁ ଏହି ବିଷୟ ବିଷୟରେ ପଚରାଯାଇଥିଲା ଏବଂ ଏହି ପ୍ରଶ୍ନର ତାଙ୍କର ଏକ ମଜାଦାର ଉତ୍ତର ଥିଲା।
ଚହର ଏକ ସାକ୍ଷାତକାରରେ କହିଛନ୍ତି, ଆଇପିଏଲରେ ଧୋନୀଙ୍କର ଏହା ଶେଷ ବର୍ଷ ହେବ ବୋଲି କେହି କହି ନାହାଁନ୍ତି। ଅନ୍ତତଃ ପକ୍ଷେ ସେ ଏହା କହି ନାହାଁନ୍ତି। ଆଶା କରେ ସେ ଅଧିକ ଖେଳିବେ। ଆମେ ସେପରି କୌଣସି ଖବର ଜାଣି ନାହୁଁ, ଆମେ ଚାହୁଁଛୁ ଯେ ସେ ଯେତେ ସମ୍ଭବ ଖେଳନ୍ତୁ। ଧୋନ ନିଜେ ଜାଣନ୍ତି କେତେବେଳେ ତାଙ୍କୁ ଅବସର ନେବାକୁ ପଡିବ। ସେ ଟେଷ୍ଟ ଏବଂ ଅନ୍ତର୍ଜାତୀୟ କ୍ରିକେଟରେ ମଧ୍ୟ ସେମିତି ନିଷ୍ପତ୍ତି ନେଇଥିଲେ। ତାଙ୍କ ନିଷ୍ପତ୍ତି ବିଷୟରେ ଅନ୍ୟ କେହି ଜାଣନ୍ତି ନାହିଁ, ସେ ନିଜେ ହିଁ କେବଳ ଜାଣନ୍ତି। ମୁଁ ଆଶା କରୁଛି ସେ ଖେଳିବା ଜାରି ରଖନ୍ତୁ। ତାଙ୍କ ନେତୃତ୍ୱରେ ଖେଳିବା ଏକ ସୌଭାଗ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ିଆରେ ଏମିତି କ’ଣ କଲେ ବିରାଟ ହସ ରୋକି ପାରିଲେନି ଅନୁଷ୍କା, କ୍ୟାମେରାରେ କଏଦ ହେଲା…

ନୂଆଦିଲ୍ଲୀ,୨୯।୩: କ୍ରିକେଟ ପଡ଼ିଆରେ ବିରାଟ କୋହଲିଙ୍କ ଚପଳତା ଏବଂ ଫଇଲ୍ଡିଂ ଦକ୍ଷତାକୁ ପ୍ରାୟତଃ ମାନଦଣ୍ଡ ଭାବରେ ଉଦ୍ଧୃତ କରାଯାଏ; ତଥାପି, IPL 2026 ର ପ୍ରଥମ ମ୍ୟାଚରେ,…

ବିମାନବନ୍ଦରରେ କେମିତି ପାଇବେ ଚାକିରି? ଜାଣନ୍ତୁ କ’ଣ ପଢ଼ିଲେ ମିଳିବ ଏହି ସୁଯୋଗ, କେତେ ପାଇବେ ଦରମା…

ନୂଆଦିଲ୍ଲୀ,୨୯ା୩: ବିମାନବନ୍ଦରରେ ଚାକିରି ପାଇବା ଅନେକ ଯୁବତୀ ଯୁବକଙ୍କ ସ୍ବପ୍ନ। ବିମାନବନ୍ଦରରେ କାମ କଲେ ଅନେକ ସୁବିଧା ମିଳିଥାଏ। ଯେଉଁଥିରେ ଭଲ ଦରମା, ବୃତ୍ତିଗତ ପରିବେଶ, ସ୍ମାର୍ଟ…

ଏକାବେଳେ ତିନି ତିନି ଜଣଙ୍କୁ ଆକ୍ରମଣ କଲା ଭାଲୁ, ଜଣଙ୍କ ପରେ ଜଣଙ୍କୁ….

ଉଦଳା,୨୯।୩:(ସନ୍ତୋଷ କୁମାର ବାଛିନୀ): ସକାଳୁ ଶୌଚ ପାଇଁ  ଯାଇଥିଲେ, ହେଲେ ଅଚାନକ ଆକ୍ରମଣ କଲା ଭାଲୁ। ଭାଲୁ ଆକ୍ରମଣରେ ୩ ଗୁରୁତର ହୋଇଛନ୍ତି॥ କପ୍ତିପଦା ବନାଞ୍ଚଳ ତାଳଗଡି…

ସକାଳୁ ସକାଳୁ ଭଞ୍ଜନଗରରେ ଘଟିଛି ଏମିତି କିଛି ଅଘଟଣ: ଜଣଙ୍କୁ ହାଣିଲେ, ଆଉ ଜଣଙ୍କୁ…

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ କୋକଲବା ନିକଟରେ ଜଣେ ଯୁବକଙ୍କୁ ରବିବାର ପ୍ରତ୍ୟୁଷରେ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ…

ଶେଷ ହେବ ଯୁଦ୍ଧ! ନିଜ ଦେଶ ସହ ୟୁରୋପରେ ଇରାନ ଯୁଦ୍ଧକୁ ନେଇ ଟ୍ରମ୍ପଙ୍କୁ କରାଗଲାଣି ଘୋର ବିରୋଧ

ଓ୍ବାଶିଂଟନ,୨୯।୩: ଗତ ୩୦ ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଚାଲିଛି। ସମଗ୍ର ମଧ୍ୟପ୍ରାଚ୍ୟ ଯୁଦ୍ଧରେ ବୁଡ଼ି ରହିଛି। ସାରା ବିଶ୍ୱରେ ଉତ୍ତେଜନାର ବାତାବରଣ…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ରେମଣ୍ଡର ପୂର୍ବତନ ଅଧ୍ୟକ୍ଷ ବିଜୟପତ ସିଂଘାନିଆଙ୍କ ପରଲୋକ, ପଛରେ ଛାଡି ଗଲେ ଏତେ କୋଟି ଟଙ୍କାର ସମ୍ପତ୍ତି

ମୁମ୍ବାଇ,୨୯।୩: ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ଜଣେ ପ୍ରବୀଣ ଶିଳ୍ପପତି ବିଜୟପତ ସିଂଘାନିଆଙ୍କର ଶନିବାର ସାରେ ମୁମ୍ବାଇରେ ୮୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ…

ଓକିଲ ସଂଘ ନିର୍ବାଚନ: ସଭାପତି ହେଲେ ନିର୍ବାଚନ କେଶରୀ ଭୋଇ…

ଜି.ଉଦୟଗିରି,୨୯।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): ସ୍ଥାନୀୟ ଜେଏମଏଫସି କୋର୍ଟ ପରିସରରେ ଶନିବାର ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଛି। ଆଇନଜୀବୀ ରାମାରାଓ ନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri