Posted inଖେଳ

ଆଇପିଏଲରେ ଖେଳିବେନି ଏହି ସବୁ ଖେଳାଳି, ସାମ୍ନାକୁ ଆସିଲା ଲିଷ୍ଟ

ନୂଆଦିଲ୍ଲୀ,୧୪।୩: ମାର୍ଚ୍ଚ ୨୨ରୁ ଆଇପିଏଲ ଆରମ୍ଭ ହେବ । ଏହାପୂର୍ବରୁ ଜଣଙ୍କ ପରେ ଜଣେ ଖେଳାଳି ବ୍ୟକ୍ତିଗତ କାରଣ ଦର୍ଶାଇ ଟୁର୍ନାମେଣ୍ଟରୁ ଓହରି ଯାଉଛନ୍ତି। ଏବେ ହ୍ୟାରୀ ବ୍ରୁକ ଏହି ତାଲିକାରେ ଯୋଡି ହୋଇଛନ୍ତି। ଜେଜେ ମା’ଙ୍କ ମୃତ୍ୟୁ ଯୋଗୁ ସେ ଆଇପିଏଲରୁ ନିଜର ନାଁ ପ୍ରତ୍ୟାହାର କରି ନେଇଥିବା ଜଣାପଡିଛି। ଆଇପିଏଲ ନିଲାମ ବେଳେ ଦିଲ୍ଲୀ କ୍ୟାପିଟାଲ୍ସ ବ୍ରୁକଙ୍କୁ ୪ କୋଟି ଟଙ୍କାରେ କିଣିଥିଲା।

ଏହା ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସର ଓପନର ଡେଭୋନ କନୱେ ଆହତ ସମସ୍ୟା ଯୋଗୁ ଆଇପିଏଲରୁ ବାଦ୍‌ ପଡିଥିବା ବେଳେ ଗୁଜରାଟ ଟାଇଟନ୍ସ ପାଇଁ ଖେଳୁଥିବା ମହମ୍ମଦ ଶାମି ମଧ୍ୟ ନ ଖେଳିବା ଜଣାପଡିଛି। ଗୋଇଠି ସମସ୍ୟା ଯୋଗୁ ଶାମିଙ୍କ ସର୍ଜରୀ ହୋଇଛି। କୋଲକାତା ନାଇଟ ରାଇଡର୍ସର ଦୁଇ ଖେଳାଳି ଜେସନ ରୟ ଓ ଗସ ଅଟକିନସନ ମଧ୍ୟ ଆଇପିଏଲରୁ ଓହରି ଯାଇଛନ୍ତି। ସେହିପରି ରାଜସ୍ଥାନ ରୟାଲ୍ସର ପ୍ରମୁଖ ସଦସ୍ୟ ପ୍ରସିଦ୍ଧ କ୍ରିଷ୍ଣା ମଧ୍ୟ ଆଇପିଏଲ ଖେଳିବେ ନାହିଁ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri