Posted inଖେଳ

ଅବଶିଷ୍ଟ ମ୍ୟାଚଗୁଡିକର କାର୍ଯ୍ୟସୂଚୀ ପ୍ରକାଶ: ଜାଣନ୍ତୁ କେବେ, କେଉଁଠାରେ ଖେଳାଯିବ ଆଇପିଏଲ ଫାଇନାଲ ମ୍ୟାଚ

ନୂଆଦିଲ୍ଲୀ,୨୫।୩: ଆଇପିଏଲ ୨୦୨୪ ସିଜିନ ଆରମ୍ଭ ହୋଇଛି । ଲୋକ ସଭା ନିର୍ବାଚନ ହେତୁ ବିସିସିଆଇ ଆଇପିଏଲର ୧୭ ତମ ସିଜିନର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ପ୍ରକାଶ କରି ନ ଥିଲା। କିନ୍ତୁ ବର୍ତ୍ତମାନ ବୋର୍ଡ ପରବର୍ତ୍ତୀ କାର୍ଯ୍ୟସୂଚୀ ପ୍ରକାଶ କରିଛି। ୧୭ତମ ସଂସ୍କରଣର ଫାଇନାଲ ମେ’ ୨୬ରେ ଚେନ୍ନାଇର ଚେପାକ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଏବଂ ଦ୍ୱିତୀୟ କ୍ୱାଲିଫାୟାର ମ୍ୟାଚ ମଧ୍ୟ ମେ ୨୪ରେ ଉକ୍ତ ସହରରେ ଖେଳାଯିବ। ଏଥି ସହିତ ପ୍ରଥମ କ୍ୱାଲିଫାୟାର ମ୍ୟାଚ ୨୧ ମେ’ ଏବଂ ଏଲିମେଟର ମ୍ୟାଚ ୨୨ ମେ’ରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ।

ବିସିସିଆଇ ପ୍ରଥମ ପର୍ଯ୍ୟାୟ ପାଇଁ ୨୧ଟି ମ୍ୟାଚର କାର୍ଯ୍ୟସୂଚୀ ଘୋଷଣା କରିଥିଲା, ଯାହାର ପ୍ରଥମ ମ୍ୟାଚ ମାର୍ଚ୍ଚ ୨୨ରେ ଖେଳାଯାଇଥିଲା । ଆଇପିଏଲ ୨୦୨୪ର ପ୍ରଥମ ପର୍ଯ୍ୟାୟର ଶେଷ ମ୍ୟାଚ ୭ ଏପ୍ରିଲରେ ଖେଳାଯିବ। ଏହି ସମୟ ମଧ୍ୟରେ ବୋର୍ଡ ପରବର୍ତ୍ତୀ କାର୍ଯ୍ୟସୂଚୀ ପ୍ରକାଶ କରିଛି। ଆଇପିଏଲ ୨୦୨୪ରେ ଜଡିତ ୧୦ଟି ଦଳକୁ ଦୁଇଟି ଦଳରେ ବିଭକ୍ତ କରାଯାଇଛି। ଗ୍ରୁପ ଏରେ ମୁମ୍ବାଇ ଇଣ୍ଡିଆନ୍ସ, କୋଲକାତା ନାଇଟ ରାଇଡର୍ସ, ରାଜସ୍ଥାନ ରୟାଲ୍ସ, ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ଥିବାବେଳେ ଗ୍ରୁପ ବିରେ ଚେନ୍ନାଇ ସୁପର କିଙ୍ଗ୍ସ, ସନରାଇଜର୍ସ ହାଇଦ୍ରାବାଦ, ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ, ପଞ୍ଜାବ କିଙ୍ଗସ୍‌ ଏବଂ ଗୁଜରାଟ ଟାଇଟାନ୍ସ ଅନ୍ତର୍ଭୁକ୍ତ। ଉଭୟ ଦଳର ସମସ୍ତ ଦଳ ମଧ୍ୟରେ ପ୍ରତ୍ୟେକ ଗୋଟିଏ ମ୍ୟାଚ ଖେଳାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ଭାରତ-ଶ୍ରୀଲଙ୍କା ମ୍ୟାଚ୍‌

ପାଲିକେଲ, ୨୭।୭: ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ସୀମିତ ଓଭର ସିରିଜ ଶନିବାରଠାରୁ ଆରମ୍ଭ ହେବ। ଭ୍ରମଣକାରୀ ଦଳ ନୂଆ କୋଚ୍‌ ଗୌତମ ଗମ୍ଭୀର...

୫୮ ବର୍ଷରେ ଅଲିମ୍ପିକ୍ସ ଡେବ୍ୟୁ କଲେ ଏହି ଖେଳାଳି

ସାଣ୍ଟିଆଗୋ,୨୬ା୭: ଚିଲିର ଟେବୁଲ ଟେନିସ୍‌ ଖେଳାଳି ଝେଙ୍ଗ ଝିୟିଙ୍ଗ ୫୮ ବର୍ଷ ବୟସରେ ଅଲିମ୍ପିକ୍ସ ପଦାର୍ପଣ କରିବାକୁ ଯାଉଛନ୍ତି। ଚାଇନାରେ ଜନ୍ମ ନେଇଥିବା ଏହି ଖେଳାଳି...

ଆଜି ନ୍ୟୁଜିଲାଣ୍ଡ ବିପକ୍ଷରୁ ଭାରତର ଅଭିଯାନ ଆରମ୍ଭ

ପ୍ୟାରିସ, ୨୭।୭ : ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ଅଭିଯାନ ଶନିବାର ଆରମ୍ଭ ହେବ। ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ମେଡାଲିଷ୍ଟ ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ...

୧୭ ଶୁଟରଙ୍କ ପଦାର୍ପଣ

ପ୍ୟାରିସ୍‌,୨୭।୭: ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ ଆରମ୍ଭ ହୋଇସାରିଥିବା ବେଳେ ଶନିବାର ଭାରତୀୟ ଶୁଟିଂ ଦଳ ଏହାର ଅଭିଯାନ ଆରମ୍ଭ କରିବ। ଭାରତ ଅଲିମ୍ପିକ୍ସରେ ସମୁଦାୟ ୩୫ଟି...

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର ୩ ଫର୍ମାଟର ଅଧିନାୟକ ହେବେ ଗିଲ! ଟି୨୦- ଦିନିକିଆ ପରେ ଏବେ…

ନୂଆଦିଲ୍ଲୀ,୨୬।୭: ଭାରତୀୟ କ୍ରିକେଟ ଟିମ୍‌ର ୨୪ ବର୍ଷୀୟ ଓପନର ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କୁ ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଦିନିକିଆ ଏବଂ ଟି୨୦ରେ ଭାରତର ଉପଅଧିନାୟକ...

ବାଂଲାଦେଶକୁ ହରାଇ ଫାଇନାଲରେ ଭାରତ

ଦାମ୍ବୁଲା,୨୬ା୭: ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ କରି ଗତଥରର ଚାମ୍ପିୟନ ଭାରତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ...

‘କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ…’ ଅଧିନାୟକ ହେବା ପରେ…

ନୂଆଦିଲ୍ଲୀ,୨୬।୭:ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ କ୍ରିକେଟ ଟିମ୍‌ ପ୍ରଥମ ମ୍ୟାଚ୍‌ ଜୁଲାଇ ୨୭,୨୦୨୪ରୁ ଖେଳିବ। ମ୍ୟାଚ୍‌ ପୂର୍ବରୁ ଭାରତୀୟ ଟି୨୦ ଟିମ୍‌ର ନବନିଯୁକ୍ତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

କ୍ୟାପ୍ଟେନ୍‌ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧

ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍‌ରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍‌ ହରମନ୍‌ପ୍ରୀତ କୌରଙ୍କ ନାମରେ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri