Posted inଖେଳ

ହାଦ୍ଦିକ ପାଣ୍ଡ୍ୟାଙ୍କ ଖୁସି କହିଲେ ନ ସରେ

ମୁମ୍ବାଇ,୨୭।୧୧: ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ମୁମ୍ବାଇ ଇଣ୍ଡିଆନ୍ସରେ ଯୋଗ ଦେଇଛନ୍ତି। ମୁମ୍ବାଇ ପାଣ୍ଡ୍ୟାଙ୍କୁ ଆଇପିଏଲ ୨୦୨୪ ପାଇଁ ଦଳରେ ସାମିଲ କରିଛି। ହାର୍ଦ୍ଦିକ ପୂର୍ବରୁ ଗୁଜରାଟ ଟାଇଟନ୍ସ ସହିତ ଥିଲେ। ଅଧିନାୟକ ଭାବେ ସେ ଦଳକୁ ଚାମ୍ପିୟନ କରିଥିଲେ। କିନ୍ତୁ ସେ ଏବେ ମୁମ୍ବାଇ ଫେରି ବେଶ୍‌ ଖୁସି ଅଛନ୍ତି। ସେ ଟିମ ଜର୍ସି ପିନ୍ଧି ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଛନ୍ତି। ଏଥିରେ ଲେଖିଛନ୍ତି, ହୋମ୍‌ ମୁମ୍ବାଇ ଇଣ୍ଡିଆନ୍ସ ହୋମ।
୨୦୨୨ରେ ହାର୍ଦ୍ଦିକଙ୍କୁ ଗୁଜରାଟର ଅଧିନାୟକ କରାଯାଇଥିଲା। ଏହି ସିଜିନ୍‌ ତାଙ୍କ ପାଇଁ ବହୁତ ଭଲ ଥିଲା। ପାଣ୍ଡ୍ୟା ୧୫ଟି ମ୍ୟାଚରେ ୪୮୭ ରନ ସଂଗ୍ରହ କରିଥିଲେ। ସେ ୪ ଅର୍ଦ୍ଧଶତକ ହାସଲ କରିଥିଲେ। ଏହା ପରେ ପାଣ୍ଡ୍ୟା ୨୦୨୩ରେ ୧୬ଟି ମ୍ୟାଚ ଖେଳିଥିଲେ ଏବଂ ଏହି ସମୟ ମଧ୍ୟରେ ୩୪୬ ରନ ସ୍କୋର କରିଥିଲେ। ପାଣ୍ଡ୍ୟା ଅର୍ଦ୍ଧଶତକ ହାସଲ କରିଥିଲେ। ଅଧିନାୟକ ଭାବରେ ୨୦୨୨ରେ ଗୁଜରାଟ ଚାମ୍ପିଅନ ହୋଇଥିଲେ। ୨୦୨୩ରେ ଦଳ ଫାଇନାଲରେ ପ୍ରବେଶ କରିଥିଲା। ଆଇପିଏଲ ୨୦୨୩ର ଫାଇନାଲ ମ୍ୟାଚ ଗୁଜରାଟ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ ଗଜରାଟ ପରାସ୍ତ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri