Posted inଖେଳ

କ୍ୱାଲିଫାୟର ମ୍ୟାଚ ନ ଖେଳି ଏହିଭଳି ଭାବେ ଫାଇନାଲରେ ପ୍ରବେଶ କରିବ କେକେଆର, ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୦।୫: ଆଇପିଏଲ ୨୦୨୪ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଲିଗ ପର୍ଯ୍ୟାୟର ସମସ୍ତ ୭୦ଟି ମ୍ୟାଚ ଖେଳାଯାଇସାରିଛି। ବର୍ତ୍ତମାନ ପ୍ଲେ ଅଫ୍‌ ମଙ୍ଗଳବାର ମେ ୨୧ରୁ ଆରମ୍ଭ ହେବ। ପ୍ଲେ ଅଫରେ ପ୍ରଥମ କ୍ୱାଲିଫାୟର ମ୍ୟାଚ ମେ ୨୧ରେ କୋଲକାତା ନାଇଟ ରାଇଡର୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯିବ। ଏହା ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଦୁଇ ଦଳ ମଧ୍ୟରେ ଖେଳାଯିବ। ଆପଣ ଜାଣନ୍ତି କି ଯଦି ଏହି ମ୍ୟାଚରେ ବର୍ଷା ହୁଏ ଏବଂ ଏହି ମ୍ୟାଚ ବାତିଲ ହୁଏ, ତେବେ କେକେଆର ଦଳ କ୍ୱାଲିଫାୟର ମ୍ୟାଚ ନ ଖେଳି ଫାଇନାଲରେ ପ୍ରବେଶ କରିବ।

ଆସନ୍ତୁ ଆପଣଙ୍କୁ କହିବା ଯେ କ୍ୱାଲିଫାୟର -୧, କ୍ୱାଲିଫାୟର-୨ ଏବଂ ଏଲିମିନେଟର ମ୍ୟାଚ ପାଇଁ ରିଜର୍ଭ ଡେ’ ରଖାଯାଇନାହିଁ । କେବଳ ଫାଇନାଲ ମ୍ୟାଚ ପାଇଁ ରିଜର୍ଭ ଡେ’ ରଖାଯାଇଛି । ଆଇପିଏଲ ୨୦୨୪ର ଫାଇନାଲ ମ୍ୟାଚ ୨୬ ମେ’ ରବିବାର ଚେନ୍ନାଇର ଏମ୍‌ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri