Posted inଖେଳ

ଆଇପିଏଲ୍‌ରେ ଏହି ୨ ମ୍ୟାଚ୍‌ର ତାରିଖ ବଦଳିଲା, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ ମ୍ୟାଚ୍‌ ତାଲିକାରେ ପରିବର୍ତ୍ତନ। ଟୁର୍ନାମେଣ୍ଟର ୨ଟି ମ୍ୟାଚ୍‌ ଘୁଞ୍ଚିବା ନେଇ ବିସିସିଆଇ ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି। କୋଲକାତା ପୋଲିସଠାରୁ ଏକ ଚିଠି ପାଇବା ପରେ ଏଭଳି ନିଷ୍ପତ୍ତି ନିଆଯାଇଛି।

ଇଡେନ୍‌ ଗାର୍ଡେନ୍ସରେ ଏପ୍ରିଲ ୧୭ ତାରିଖରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌) ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ମ୍ୟାଚ୍‌ ଖେଳାଯିବାର ଥିଲା। ତେବେ ସମାନ ଦିନରେ ରାମ ନବମୀ ପଡୁଥିବାରୁ ମ୍ୟାଚ୍‌କୁ ଗୋଟିଏ ଦିନ ପୂର୍ବରୁ ଆୟୋଜନ କରିବାକୁ ବୋର୍ଡ ନିଷ୍ପତ୍ତି ନେଇଛି। ସେହିପରି ଗୁଜରାଟର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଏପ୍ରିଲ ୧୬ରେ ଗୁଜରାଟ ଟାଇଟନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍‌କୁ ଗୋଟିଏ ଦିନ ଆଗକୁ ଘୁଞ୍ଚାଇ ଦିଆଯାଇଛି।

ରାମନବମୀ ଓ ନିର୍ବାଚନ ରହିଥିବାରୁ ଆଇପିଏଲ ମ୍ୟାଚ୍‌ ପାଇଁ ଉପଯୁକ୍ତ ସୁରକ୍ଷା ପ୍ରଦାନ କରିବା ନେଇ କୋଲକାତା ପୋଲିସ ଅକ୍ଷମତା ପ୍ରକାଶ କରିଥିଲା। କ୍ରିକେଟ ଆସୋସିଏଶନ ଅଫ୍‌ ବେଙ୍ଗଲର ସଭାପତି ସ୍ନେହାଶିଷ ଗାଙ୍ଗୁଲି ପତ୍ର ଲେଖି ଅନୁରୋଧ କରିବା ପରେ ମ୍ୟାଚ୍‌ ଗୋଟିଏ ଦିନ ପଛକୁ କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ

ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri