Posted inଖେଳ

IPL 2024: IPL ର ଏଭଳି ଏକ ଟିମ୍‌, ଯେଉଁଥିରେ ନାହାନ୍ତି ଅଷ୍ଟ୍ରେଲିଆ-ଦକ୍ଷିଣ ଆଫ୍ରିକା-ୱେଷ୍ଟଇଣ୍ଡିଜ ଖେଳାଳି

ଚେନ୍ନାଇ,୨୩।୩: ଏପରି ଏକ ଦଳ ଯିଏ ୫ଥର ଆଇପିଏଲ ଜିତିଥିବାବେଳେ ଦଳରେ ଅଷ୍ଟ୍ରେଲିଆ, ଦକ୍ଷିଣ ଆଫ୍ରିକା, ୱେଷ୍ଟଇଣ୍ଡିଜ ଏବଂ ଆଫଗାନିସ୍ତାନରୁ କୌଣସି ଖେଳାଳି ନାହାଁନ୍ତି। ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ଆମେ କହୁଛୁ ଆଇପିଏଲର ସବୁଠାରୁ ଲୋକପ୍ରିୟ ଦଳ ଚେନ୍ନାଇ ସୁପର କିଙ୍ଗ୍ସ (CSK)। ଏହି ଦଳରେ ଉପର ଲିଖିତ ଦେଶଗୁଡିକର ଜଣେ ବି ଖେଳାଳି ନାହାନ୍ତି। ୨୨ ମାର୍ଚ୍ଚ ଶୁକ୍ରବାର CSK ର ପ୍ରଥମ ମ୍ୟାଚ୍‌ରେ ଦଳ RCB କୁ ଚିତ୍‌ପଟାଙ୍ଗ କରିଛି।

CSK ଦଳରେ ସମୁଦାୟ ୮ ଜଣ ବିଦେଶୀ ଖେଳାଳି ଅଛନ୍ତି, ସେମାନଙ୍କ ମଧ୍ୟରୁ ୪ ଜଣ ନ୍ୟୁଜିଲ୍ୟାଣ୍ଡର । ଏହି ୪ ଜଣ ଖେଳାଳି ହେଉଛନ୍ତି- ଡିଭନ କନୱେ, ରଚିନ ରବିନ୍ଦ୍ର, ଡାରିଲ ମିଚେଲ, ମିଚେଲ ସାଣ୍ଟନର୍‌ । ଚେନ୍ନାଇ ସୁପର କିଙ୍ଗ୍ସ ଦଳର ଅବଶିଷ୍ଟ ଚାରିଜଣ ବିଦେଶୀ କ୍ରିକେଟର ଶ୍ରୀଲଙ୍କା, ବାଂଲାଦେଶ ଏବଂ ଇଂଲଣ୍ଡର। ନ୍ୟୁଜିଲ୍ୟାଣ୍ଡ ପରେ ସିଏସକେ ଦଳର ସର୍ବାଧିକ ଦୁଇ ଖେଳାଳି ଶ୍ରୀଲଙ୍କାରୁ ଆସିଛନ୍ତି। ଏହି ଦଳରେ ଶ୍ରୀଲଙ୍କାର ମାଥିଶା ପାଥିରାନା ଏବଂ ମହେଶ ତେକ୍ଷାନା ଅଛନ୍ତି। ଏହା ବ୍ୟତୀତ ଚେନ୍ନାଇ ସୁପର କିଙ୍ଗ୍ସ ଦଳରେ ଇଂଲଣ୍ଡର ମୋଏନ ଅଲି ଏବଂ ବାଂଲାଦେଶର ମୁସ୍ତାଫିଜୁର ରହମାନ ମଧ୍ୟ ଅଛନ୍ତି।

ଅନ୍ୟପକ୍ଷରେ, ଆଇପିଏଲର ଅବଶିଷ୍ଟ ୯ ଟି ଦଳରେ ଅଷ୍ଟ୍ରେଲିଆ, ଦକ୍ଷିଣ ଆଫ୍ରିକା, ୱେଷ୍ଟଇଣ୍ଡିଜ କିମ୍ବା ଆଫଗାନିସ୍ତାନର ଖେଳାଳି ଅଛନ୍ତି। ସନରାଇଜର୍ସ ହାଇଦ୍ରାବାଦର ଅଧିନାୟକ ହେଉଛନ୍ତି ଅଷ୍ଟ୍ରେଲିଆର ପ୍ୟାଟ କମିନ୍ସ।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?