Posted inଖେଳ

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ କରି ୬ ଉଇକେଟ୍‌ରେ ଚମତ୍କାର ବିଜୟ ପଞ୍ଜିକରଣ କରିଛି। ଚଳିତ ସିଜନରେ ଚେନ୍ନାଇ ବିପକ୍ଷରେ ଲକ୍ଷ୍ନୌର ଏହା କ୍ରମାଗତ ଦ୍ୱିତୀୟ ବିଜୟ ଥିଲା। ଏହି ପରାଜୟ ପରେ ଚେନ୍ନାଇ ଦଳ ପଏଣ୍ଟ ଟେବୁଲର ଟପ୍‌ -୪ରୁ ବାହାର ହୋଇଯାଇଛି। ଏହା ବ୍ୟତୀତ ଅରେଞ୍ଜ ଏବଂ ପର୍ପଲ କ୍ୟାପ୍‌ ଦୌଡ଼ରେ ଏକ ନୂଆ ମୋଡ଼ ଆସିଛି।

ଲକ୍ଷ୍ନୌ ସୁପର ଜାଏଣ୍ଟସ ବିପକ୍ଷ ମ୍ୟାଚ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ ଦଳ ପଏଣ୍ଟ ଟେବୁଲର ଟପ୍‌ -୪ରେ ଥିଲା। କିନ୍ତୁ ପରାଜୟ ପରେ ଦଳ ଟପ୍‌ -୪ବାହାରେ ରହିଛି। ଚେନ୍ନାଇ ଚଳିତ ସିଜନରେ ଏ ପର୍ଯ୍ୟନ୍ତ ୮ ଟି ମ୍ୟାଚ ଖେଳିଛି, ଯେଉଁଥିରେ ସେମାନେ ୪ଟି ଜିତିଛନ୍ତି। ୪ଟି ବିଜୟ ସହିତ ଦଳ ୮ ପଏଣ୍ଟ ଏବଂ ନେଟ ରନରେଟ୍‌ +୦.୪୧୫ ସହିତ ପଞ୍ଚମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ହର୍ମୁଜ ପ୍ରଣାଳୀରେ ଇରାନ ଅଭିମୁଖେ ଯାଉଥିବା ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ; ଆମେରିକା କଲାଣି ଏମିତି ଦାବି ଚିନ୍ତାରେ ପଡ଼ିଲାଣି ସାରା ବିଶ୍ୱ

ତେହରାନ,୩୧।୫: ଶନିବାର ଆମେରିକା ଚେତାବନୀ ଦେଇଛି ଯେ ଆବଶ୍ୟକ ହେଲେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର କହିଛନ୍ତି…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri