Posted inଖେଳ

ଟସ୍‌ ଜିତିଲା ବେଙ୍ଗାଲୁରୁ, ବ୍ୟାଟିଂ କରିବ…

ବେଙ୍ଗାଲୁରୁ,୨୫।୩: ଆଇପିଏଲ ୨୦୨୪ର ଷଷ୍ଠ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟସ୍‌ ଜିତି ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଉଭୟ ଦଳ ଟୁର୍ନାମେଣ୍ଟରେ ଦ୍ୱିତୀୟ ମ୍ୟାଚ ଖେଳୁଛନ୍ତି। ଚେନ୍ନାଇ ବିପକ୍ଷରେ ପଞ୍ଜାବ ପ୍ରଥମ ମ୍ୟାଚ ଜିତିଥିବାବେଳେ ଆରସିବି ପ୍ରଥମ ମ୍ୟାଚ ହାରିଛି। ଏହି ମ୍ୟାଚ ବେଙ୍ଗାଲୁରୁର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି।

ଆରସିବି ପ୍ଲେ-୧୧: ଫାଫ ଡୁ ଫ୍ଲେସିସ (ଅଧିନାୟକ), ବିରାଟ କୋହଲି, ରଜତ ପାଟିଦାର, ଗ୍ଲେନ ମ୍ୟାକ୍ସୱେଲ, କ୍ୟାମେରନ ଗ୍ରୀନ, ଦୀନେଶ କାର୍ତ୍ତିକ, ଅନୁଜ ରାୱତ (ଉଇକେଟ୍‌ କିପର), ଅଲଜାରୀ ଜୋସେଫ, ମୟଙ୍କ ଡାଗର, ମହମ୍ମଦ ସିରାଜ, ୟଶ ଦୟାଲ।

ପଞ୍ଜାବ ପ୍ଲେ-୧୧: ଶିଖର ଧାୱନ (ଅଧିନାୟକ), ଜନି ବେୟାରଷ୍ଟୋ, ପ୍ରଭାସିମରନ ସିଂ, ସାମ କୁରାନ, ଜିତେଶ ଶର୍ମା (ଉଇକେଟ୍‌ କିପର), ଲିଆମ ଲିଭିଙ୍ଗଷ୍ଟୋନ, ଶଶାଙ୍କ ସିଂ, ହରପ୍ରୀତ ବରାଡ, ହର୍ଷଲ ପଟେଲ, କାଗିସୋ ରାବାଡା, ରାହୁଲ ଚହର।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri