Categories: Home Leftଖେଳ

ଦିଲ୍ଲୀକୁ ୧୮୬ ରନର ଟାର୍ଗେଟ୍‌ ଦେଲା ରାଜସ୍ଥାନ

ଜୟପୁର,୨୮।୩: ଦିଲ୍ଲୀ କ୍ୟାପିଟାଲ ଏବଂ ରାଜସ୍ଥାନ ରୟାଲ ମଧ୍ୟରେ ଖେଳାଯାଉଥିବା ୯ମ ମ୍ୟାଚରେ ଦିଲ୍ଲୀକୁ ୧୮୬ ରନର ଲକ୍ଷ୍ୟ ଦେଇଛି ରାଜସ୍ଥାନ। ଏହି ମ୍ୟାଚ ଜୟପୁରର ସଓ୍ବାଇ ମାନ ସିଂ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ରାଜସ୍ଥାନ ପ୍ରଥମେ ବ୍ୟାଟିଂ କରିଥିଲା। ନିର୍ଦ୍ଧାରିତ ୨୦ ଓଭରରେ ରାଜସ୍ଥାନ ୫ ଉଇକେଟ୍‌ ହରାଇ ୧୮୫ ରନ୍‌ କରିଥିଲା । ଫଳରେ
ଦିଲ୍ଲୀ ଆଗରେ ୧୮୬ ରନର ଟାର୍ଗେଟ୍‌ ରହିଛି।

Share