Posted inଖେଳ

ଆଇପିଏଲ ୨୦୨୪: ପ୍ରଥମ ମ୍ୟାଚରେ ମୁହାଁମୁହିଁ ହେବେ ଧୋନି-କୋହଲି

ନୂଆଦିଲ୍ଲୀ,୨୨।୨: ଆଇପିଏଲ ୨୦୨୪ ପ୍ରଥମ ପର୍ଯ୍ୟାୟ ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ମାର୍ଚ୍ଚ ୨୨ରୁ ଏହି ଟୁର୍ନାମେଣ୍ଟ ଆରମ୍ଭ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯିବ । ଏହି ଟୁର୍ନାମେଣ୍ଟ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ବର୍ତ୍ତମାନ କେବଳ ଆଇପିଏଲ ୨୦୨୪ର ପ୍ରଥମ ୨୧ ମ୍ୟାଚର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି ।

ଚଳିତ ବର୍ଷ ହେବାକୁ ଥିବା ଲୋକ ସଭା ନିର୍ବାଚନ ମତଦାନ ତାରିଖ ପରେ ହିଁ ଟୁର୍ନାମେଣ୍ଟର ଅବଶିଷ୍ଟ ମ୍ୟାଚଗୁଡିକର କାର୍ଯ୍ୟସୂଚୀ ପ୍ରକାଶ ପାଇବ। ବର୍ତ୍ତମାନ କେବଳ ଏପ୍ରିଲ ୭ ପର୍ଯ୍ୟନ୍ତ ଖେଳାଯିବାକୁ ଥିବା ମ୍ୟାଚଗୁଡିକର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।

ଆଇପିଏଲ ୨୦୨୪ର ପ୍ରଥମ ମ୍ୟାଚ ଚେନ୍ନାଇରେ ଖେଳାଯିବ । ଏହାର ଅର୍ଥ ଚେନ୍ନାଇ ସୁପର କିଙ୍ଗ୍ସ ନିଜ ଘରୋଇ ମଇଦାନ ସହିତ ଟୁର୍ନାମେଣ୍ଟ ଆରମ୍ଭ କରିବ। ପ୍ରଥମ ମ୍ୟାଚରେ ଧୋନି-କୋହଲିଙ୍କ ମଧ୍ୟରେ ଟକ୍କର ହେବ।


Enter your email to get our daily news in your inbox.

All Right Reserved By Dharitri.Com

୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍‌ଫୁସ୍‌, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…

ଗ୍ଲୋବାଲ୍‌ CEO ରାଉଣ୍ଡଟେବୁଲ୍‌ ବୈଠକରେ ବଡ଼ ଘୋଷଣା କଲେ ମୋଦି, ୧ କୋଟି ଲୋକଙ୍କୁ…

ନୂଆଦିଲ୍ଲୀ,୧୬।୯: ‘ସେବା ତୀର୍ଥ’ରେ ବିଶ୍ୱର ପ୍ରମୁଖ ସେମିକଣ୍ଡକ୍ଟର କମ୍ପାନୀଗୁଡ଼ିକର CEOଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶର ବୈଷୟିକ ଭବିଷ୍ୟତ ଗଠନ…

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?