Posted inଖେଳ

ଆଇପିଏଲରେ ଖେଳିବେନି ଏହି ସବୁ ଖେଳାଳି, ସାମ୍ନାକୁ ଆସିଲା ଲିଷ୍ଟ

ନୂଆଦିଲ୍ଲୀ,୧୪।୩: ମାର୍ଚ୍ଚ ୨୨ରୁ ଆଇପିଏଲ ଆରମ୍ଭ ହେବ । ଏହାପୂର୍ବରୁ ଜଣଙ୍କ ପରେ ଜଣେ ଖେଳାଳି ବ୍ୟକ୍ତିଗତ କାରଣ ଦର୍ଶାଇ ଟୁର୍ନାମେଣ୍ଟରୁ ଓହରି ଯାଉଛନ୍ତି। ଏବେ ହ୍ୟାରୀ ବ୍ରୁକ ଏହି ତାଲିକାରେ ଯୋଡି ହୋଇଛନ୍ତି। ଜେଜେ ମା’ଙ୍କ ମୃତ୍ୟୁ ଯୋଗୁ ସେ ଆଇପିଏଲରୁ ନିଜର ନାଁ ପ୍ରତ୍ୟାହାର କରି ନେଇଥିବା ଜଣାପଡିଛି। ଆଇପିଏଲ ନିଲାମ ବେଳେ ଦିଲ୍ଲୀ କ୍ୟାପିଟାଲ୍ସ ବ୍ରୁକଙ୍କୁ ୪ କୋଟି ଟଙ୍କାରେ କିଣିଥିଲା।

ଏହା ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସର ଓପନର ଡେଭୋନ କନୱେ ଆହତ ସମସ୍ୟା ଯୋଗୁ ଆଇପିଏଲରୁ ବାଦ୍‌ ପଡିଥିବା ବେଳେ ଗୁଜରାଟ ଟାଇଟନ୍ସ ପାଇଁ ଖେଳୁଥିବା ମହମ୍ମଦ ଶାମି ମଧ୍ୟ ନ ଖେଳିବା ଜଣାପଡିଛି। ଗୋଇଠି ସମସ୍ୟା ଯୋଗୁ ଶାମିଙ୍କ ସର୍ଜରୀ ହୋଇଛି। କୋଲକାତା ନାଇଟ ରାଇଡର୍ସର ଦୁଇ ଖେଳାଳି ଜେସନ ରୟ ଓ ଗସ ଅଟକିନସନ ମଧ୍ୟ ଆଇପିଏଲରୁ ଓହରି ଯାଇଛନ୍ତି। ସେହିପରି ରାଜସ୍ଥାନ ରୟାଲ୍ସର ପ୍ରମୁଖ ସଦସ୍ୟ ପ୍ରସିଦ୍ଧ କ୍ରିଷ୍ଣା ମଧ୍ୟ ଆଇପିଏଲ ଖେଳିବେ ନାହିଁ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri