Posted inଖେଳ

IPL 2025: ୧୩ ସହରରେ ଖେଳାଯିବ ୭୪ ମ୍ୟାଚ୍‌, ଦେଖନ୍ତୁ କାର୍ଯ୍ୟସୂଚୀ

ନୂଆଦିଲ୍ଲୀ,୨୨।୩: ଇଣ୍ଡିଆନ ପ୍ରିମିୟର ଲିଗ ଅର୍ଥାତ୍‌ IPL 2025ର ୧୮ତମ ସିଜିନ ଆଜିଠୁ ଆରମ୍ଭ ହେବ। ଏହି ସିଜିନର ପ୍ରଥମ ମ୍ୟାଚ ଡିଫେଣ୍ଡିଂ ଚାମ୍ପିଅନ କୋଲକାତା ନାଇଟ ରାଇଡର୍ସ (କେକେଆର) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ମଧ୍ୟରେ ଖେଳାଯିବ। ଆଇପିଏଲ ୨୦୨୫ ମାର୍ଚ୍ଚ ୨୨ରୁ ଆରମ୍ଭ ହେବ, ଯେତେବେଳେ ଫାଇନାଲ ମ୍ୟାଚ ମଇ ୨୫ରେ ଖେଳାଯିବ।

ଆଇପିଏଲ ୨୦୨୫ରେ ମୋଟ ୭୪ଟି ମ୍ୟାଚ ଖେଳାଯିବ। ଲିଗ ପର୍ଯ୍ୟାୟରେ ୭୦ଟି ମ୍ୟାଚ ହେବ। ଲିଗ ପର୍ଯ୍ୟାୟରେ ସମସ୍ତ ୧୦ଟି ଦଳ ପ୍ରତ୍ୟେକ ୧୪ଟି ମ୍ୟାଚ ଖେଳିବେ। ଆଇପିଏଲ ୨୦୨୫ର ସମସ୍ତ ମ୍ୟାଚ ମୋଟ ୧୩ଟି ସହରରେ ଖେଳାଯିବ। IPL 2025ର ଲକ୍ଷ୍ନୌ, ହାଇଦ୍ରାବାଦ, ଦିଲ୍ଲୀ, ମୁମ୍ବାଇ, ଚେନ୍ନାଇ, ଅହମ୍ମଦାବାଦ, ବିଶାଖାପାଟଣା, ଗୌହାଟି, ବେଙ୍ଗାଲୁରୁ, ନ୍ୟୁ ଚଣ୍ଡିଗଡ଼, ଜୟପୁର, କୋଲକାତା ଏବଂ ଧର୍ମଶାଳାରେ ଖେଳାଯିବ।

IPL 2025ର ସମ୍ପୂର୍ଣ୍ଣ ସୂଚୀ

ମାର୍ଚ୍ଚ ୨୨- କୋଲକାତା ନାଇଟ ରାଇଡର୍ସ ବନାମ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ

ମାର୍ଚ୍ଚ ୨୩-ସନରାଇଜର୍ସ ହାଇଦ୍ରାବାଦ ବନାମ ରାଜସ୍ଥାନ ରୟାଲ୍ସ

ମାର୍ଚ୍ଚ ୨୩- ଚେନ୍ନାଇ ସୁପର କିଙ୍ଗ୍ସ ବନାମ ମୁମ୍ବାଇ ଇଣ୍ଡିଆନ୍ସ

ମାର୍ଚ୍ଚ ୨୪ – ଦିଲ୍ଲୀ କ୍ୟାପିଟାଲ୍ସ ବନାମ ଲକ୍ଷ୍ନୌ ସୁପରଜିଆଣ୍ଟସ

ମାର୍ଚ୍ଚ ୨୫ ଗୁଜରାଟ ଟାଇଟାନ୍ସ ବନାମ ପଞ୍ଜାବ କିଙ୍ଗ୍ସ

ମାର୍ଚ୍ଚ ୨୬- ରାଜସ୍ଥାନ ରୟାଲ୍ସ ବନାମ କୋଲକାତା ନାଇଟ ରାଇଡର୍ସ

ମାର୍ଚ୍ଚ ୨୭- ସନରାଇଜର୍ସ ହାଇଦ୍ରାବାଦ ବନାମ ଲକ୍ଷ୍ନୌ ସୁପରଜାଏଣ୍ଟସ

ମାର୍ଚ୍ଚ ୨୮- ଚେନ୍ନାଇ ସୁପର କିଙ୍ଗ୍ସ ବନାମ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ

ମାର୍ଚ୍ଚ ୨୯- ଗୁଜରାଟ ଟାଇଟାନ୍ସ ବନାମ ମୁମ୍ବାଇ ଇଣ୍ଡିଆନ୍ସ

ମାର୍ଚ୍ଚ ୩୦ – ଦିଲ୍ଲୀ କ୍ୟାପିଟାଲ୍ସ ବନାମ ସନରାଇଜର୍ସ ହାଇଦ୍ରାବାଦ

ମାର୍ଚ୍ଚ ୩୧ – ରାଜସ୍ଥାନ ରୟାଲ୍ସ ବନାମ ଚେନ୍ନାଇ ସୁପର କିଙ୍ଗ୍ସ

ମାର୍ଚ୍ଚ ୩୧ – ମୁମ୍ବାଇ ଇଣ୍ଡିଆନ୍ସ ବନାମ କୋଲକାତା ନାଇଟ ରାଇଡର୍ସ

ଏପ୍ରିଲ ୧ – ଲକ୍ଷ୍ନୌ ସୁପରଜାଏଣ୍ଟସ ବନାମ ପଞ୍ଜାବ କିଙ୍ଗ୍ସ

୨ ଏପ୍ରିଲ – ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବନାମ ଗୁଜରାଟ ଟାଇଟାନ୍ସ

ଏପ୍ରିଲ ୩ – କୋଲକାତା ନାଇଟ ରାଇଡର୍ସ ବନାମ ସନରାଇଜର୍ସ ହାଇଦ୍ରାବାଦ

ଏପ୍ରିଲ ୪ – ଲକ୍ଷ୍ନୌ ସୁପରଜାଏଣ୍ଟସ ବନାମ ମୁମ୍ବାଇ ଇଣ୍ଡିଆନ୍ସ

ଏପ୍ରିଲ ୫ – ଚେନ୍ନାଇ ସୁପର କିଙ୍ଗ୍ସ ବନାମ ଦିଲ୍ଲୀ କ୍ୟାପିଟାଲ୍ସ

ଏପ୍ରିଲ ୫ – ପଞ୍ଜାବ କିଙ୍ଗସ ବନାମ ରାଜସ୍ଥାନ ରୟାଲ୍ସ

ଏପ୍ରିଲ ୬ – କୋଲକାତା ନାଇଟ ରାଇଡର୍ସ ବନାମ ଲକ୍ଷ୍ନୌ ସୁପରଜାଏଣ୍ଟସ

ଏପ୍ରିଲ ୬ – ସନରାଇଜର୍ସ ହାଇଦ୍ରାବାଦ ବନାମ ଗୁଜରାଟ ଟାଇଟାନ୍ସ

ଏପ୍ରିଲ ୭ – ମୁମ୍ବାଇ ଇଣ୍ଡିଆନ୍ସ ବନାମ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର

ଏପ୍ରିଲ ୮ – ପଞ୍ଜାବ କିଙ୍ଗ୍ସ ବନାମ ଚେନ୍ନାଇ ସୁପର କିଙ୍ଗ୍ସ

ଏପ୍ରିଲ ୯ – ଗୁଜରାଟ ଟାଇଟାନ୍ସ ବନାମ ରାଜସ୍ଥାନ ରୟାଲ୍ସ

ଏପ୍ରିଲ ୧୦ – ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବନାମ ଦିଲ୍ଲୀ କ୍ୟାପିଟାଲ୍ସ

ଏପ୍ରିଲ ୧୧ – ଚେନ୍ନାଇ ସୁପର କିଙ୍ଗ୍ସ ବନାମ କୋଲକାତା ନାଇଟ ରାଇଡର୍ସ

ଏପ୍ରିଲ ୧୨ – ଲକ୍ଷ୍ନୌ ସୁପରଜିଆଣ୍ଟସ ବନାମ ଗୁଜରାଟ ଟାଇଟାନ୍ସ

ଏପ୍ରିଲ ୧୨ – ସନରାଇଜର୍ସ ହାଇଦ୍ରାବାଦ ବନାମ ପଞ୍ଜାବ କିଙ୍ଗ୍ସ

୧୩ ଏପ୍ରିଲ – ରାଜସ୍ଥାନ ରୟାଲ୍ସ ବନାମ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ

୧୩ ଏପ୍ରିଲ – ଦିଲ୍ଲୀ କ୍ୟାପିଟାଲ୍ସ ବନାମ ମୁମ୍ବାଇ ଇଣ୍ଡିଆନ୍ସ

ଏପ୍ରିଲ ୧୪ – ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବନାମ ଚେନ୍ନାଇ ସୁପର କିଙ୍ଗସ

୧୫ ଏପ୍ରିଲ – ପଞ୍ଜାବ କିଙ୍ଗସ ବନାମ କୋଲକାତା ନାଇଟ ରାଇଡର୍ସ

ଏପ୍ରିଲ ୧୬ – ଦିଲ୍ଲୀ କ୍ୟାପିଟାଲ୍ସ ବନାମ ରାଜସ୍ଥାନ ରୟାଲ୍ସ

୧୭ ଏପ୍ରିଲ – ମୁମ୍ବାଇ ଇଣ୍ଡିଆନ୍ସ ବନାମ ସନରାଇଜର୍ସ ହାଇଦ୍ରାବାଦ

୧୮ ଏପ୍ରିଲ – ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବନାମ ପଞ୍ଜାବ କିଙ୍ଗ୍ସ

୧୯ ଏପ୍ରିଲ – ଗୁଜରାଟ ଟାଇଟାନ୍ସ ବନାମ ଦିଲ୍ଲୀ କ୍ୟାପିଟାଲ୍ସ

ଏପ୍ରିଲ ୧୯ – ରାଜସ୍ଥାନ ରୟାଲ୍ସ ବନାମ ଲକ୍ଷ୍ନୌ ସୁପରଜାଏଣ୍ଟ୍ସ

ଏପ୍ରିଲ ୨୦ – ପଞ୍ଜାବ କିଙ୍ଗସ ବନାମ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ

ଏପ୍ରିଲ ୨୦ – ମୁମ୍ବାଇ ଇଣ୍ଡିଆନ୍ସ ବନାମ ଚେନ୍ନାଇ ସୁପର କିଙ୍ଗ୍ସ

ଏପ୍ରିଲ ୨୧ – କୋଲକାତା ନାଇଟ ରାଇଡର୍ସ ବନାମ ଗୁଜରାଟ ଟାଇଟାନ୍ସ

୨୨ ଏପ୍ରିଲ – ଲକ୍ଷ୍ନୌ ସୁପରଜିଆଣ୍ଟସ ବନାମ ଦିଲ୍ଲୀ କ୍ୟାପିଟାଲ୍ସ

୨୩ ଏପ୍ରିଲ – ସନରାଇଜର୍ସ ହାଇଦ୍ରାବାଦ ବନାମ ମୁମ୍ବାଇ ଇଣ୍ଡିଆନ୍ସ

୨୪ ଏପ୍ରିଲ – ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବନାମ ରାଜସ୍ଥାନ ରୟାଲ୍ସ

୨୫ ଏପ୍ରିଲ – ଚେନ୍ନାଇ ସୁପର କିଙ୍ଗ୍ସ ବନାମ ସନରାଇଜର୍ସ ହାଇଦ୍ରାବାଦ

୨୬ ଏପ୍ରିଲ – କୋଲକାତା ନାଇଟ ରାଇଡର୍ସ ବନାମ ପଞ୍ଜାବ କିଙ୍ଗସ

ଏପ୍ରିଲ ୨୭ – ମୁମ୍ବାଇ ଇଣ୍ଡିଆନ୍ସ ବନାମ ଲକ୍ଷ୍ନୌ ସୁପରଜିଆଣ୍ଟସ

ଏପ୍ରିଲ ୨୭- ଦିଲ୍ଲୀ କ୍ୟାପିଟାଲ୍ସ ବନାମ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ

ଏପ୍ରିଲ ୨୮- ରାଜସ୍ଥାନ ରୟାଲ୍ସ ବନାମ ଗୁଜରାଟ ଟାଇଟାନ୍ସ

ଏପ୍ରିଲ ୨୯- ଦିଲ୍ଲୀ କ୍ୟାପିଟାଲ୍ସ ବନାମ କୋଲକାତା ନାଇଟ ରାଇଡର୍ସ

ଏପ୍ରିଲ ୩୦ – ଚେନ୍ନାଇ ସୁପର କିଙ୍ଗ୍ସ ବନାମ ପଞ୍ଜାବ କିଙ୍ଗ୍ସ

ମେ ୧- ରାଜସ୍ଥାନ ରୟାଲ୍ସ ବନାମ ମୁମ୍ବାଇ ଇଣ୍ଡିଆନ୍ସ

ମେ ୨- ଗୁଜରାଟ ଟାଇଟାନ୍ସ ବନାମ ସନରାଇଜର୍ସ ହାଇଦ୍ରାବାଦ

ମେ ୩- ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବନାମ ଚେନ୍ନାଇ ସୁପର କିଙ୍ଗ୍ସ

ମେ ୪- କୋଲକାତା ନାଇଟ ରାଇଡର୍ସ ବନାମ ରାଜସ୍ଥାନ ରୟାଲ୍ସ

ମେ ୪- ପଞ୍ଜାବ କିଙ୍ଗସ ବନାମ ଲକ୍ଷ୍ନୌ ସୁପରଜାଏଣ୍ଟସ

ମେ ୫- ସନରାଇଜର୍ସ ହାଇଦ୍ରାବାଦ ବନାମ ଦିଲ୍ଲୀ କ୍ୟାପିଟାଲ୍ସ

ମେ ୬- ମୁମ୍ବାଇ ଇଣ୍ଡିଆନ୍ସ ବନାମ ଗୁଜରାଟ ଟାଇଟାନ୍ସ

ମେ ୭- କୋଲକାତା ନାଇଟ ରାଇଡର୍ସ ବନାମ ଚେନ୍ନାଇ ସୁପର କିଙ୍ଗସ

ମେ ୮- ପଞ୍ଜାବ କିଙ୍ଗ୍ସ ବନାମ ଦିଲ୍ଲୀ କ୍ୟାପିଟାଲ୍ସ

ମେ ୯- ଲକ୍ଷ୍ନୌ ସୁପରଜିଆଣ୍ଟସ ବନାମ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ

ମେ ୧୦- ସନରାଇଜର୍ସ ହାଇଦ୍ରାବାଦ ବନାମ କୋଲକାତା ନାଇଟ ରାଇଡର୍ସ

ମେ ୧୧ – ପଞ୍ଜାବ କିଙ୍ଗ୍ସ ବନାମ ମୁମ୍ବାଇ ଇଣ୍ଡିଆନ୍ସ

ମେ ୧୧- ଦିଲ୍ଲୀ କ୍ୟାପିଟାଲ୍ସ ବନାମ ଗୁଜରାଟ ଟାଇଟାନ୍ସ

ମେ ୧୨ – ଚେନ୍ନାଇ ସୁପର କିଙ୍ଗ୍ସ ବନାମ ରାଜସ୍ଥାନ ରୟାଲ୍ସ

ମେ ୧୩- ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବନାମ ସନରାଇଜର୍ସ ହାଇଦ୍ରାବାଦ

ମେ ୧୪- ଗୁଜରାଟ ଟାଇଟାନ୍ସ ବନାମ ଲକ୍ଷ୍ନୌ ସୁପରଜାଏଣ୍ଟସ

ମେ ୧୫- ମୁମ୍ବାଇ ଇଣ୍ଡିଆନ୍ସ ବନାମ ଦିଲ୍ଲୀ କ୍ୟାପିଟାଲ୍ସ

ମେ ୧୬- ରାଜସ୍ଥାନ ରୟାଲ୍ସ ବନାମ ପଞ୍ଜାବ କିଙ୍ଗ୍ସ

ମେ ୧୭- ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବନାମ କୋଲକାତା ନାଇଟ ରାଇଡର୍ସ

ମେ ୧୮- ଗୁଜରାଟ ଟାଇଟାନ୍ସ ବନାମ ଚେନ୍ନାଇ ସୁପର କିଙ୍ଗ୍ସ

ମେ ୧୮- ଲକ୍ଷ୍ନୌ ସୁପରଜାଏଣ୍ଟସ ବନାମ ସନରାଇଜର୍ସ ହାଇଦ୍ରାବାଦ

ମେ ୨୦- କ୍ୱାଲିଫାୟର୍‌ ୧

ମେ ୨୧- ଏଲିମିନେଟର

ମେ ୨୩- କ୍ୱାଲିଫାୟର ୨

ମେ ୨୫ – ଫାଇନାଲ


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri