Posted inଖେଳ

IPL 2025: ଦ୍ୱିତୀୟ ବିଜୟ ସହ ୨ୟରେ ଦିଲ୍ଲୀ, ଷ୍ଟାର୍କଙ୍କୁ ୫ ଉଇକେଟ

ବିଶାଖାପାଟଣା, ୩୦।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ରବିବାର ଅନୁଷ୍ଠିତ ଡବଲ ହେଡରର ପ୍ରଥମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୭ ଉଇକେଟରେ ସନ୍‌ରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି। ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ଅପ୍‌ ଯୋଗୁ ଚର୍ଚ୍ଚାରେ ରହିଥିବା ସନ୍‌ରାଇଜର୍ସ କ୍ରମାଗତ ଦ୍ୱିତୀୟ ଥରପାଇଁ ବଡ଼ ସ୍କୋର କରିବାରେ ବିଫଳ ହୋଇ ଏଠାରେ ୧୮.୪ ଓଭରରେ ୧୬୩ ରନରେ ଅଲ୍‌ଆଉଟ ହୋଇଯାଇଥିଲା।

ଜବାବରେ ଦିଲ୍ଲୀ ଦଳ ୧୬ ଓଭରରେ ୩ ଉଇକେଟ ହରାଇ ୧୬୬ ରନକରି ସହଜ ବିଜୟ ହାସଲ କରିଥିଲା। ୨ ମ୍ୟାଚରୁ ଦ୍ୱିତୀୟ ବିଜୟ ସହ କ୍ୟାପିଟାଲ୍ସ ୪ ପଏଣ୍ଟରେ ପହଞ୍ଚତ୍ବା ସହ ଟେବୁଲର ଦ୍ୱିତୀୟ ସ୍ଥାନକୁ ଉନ୍ନୀତ ହୋଇଛି। ଅନ୍ୟ ପକ୍ଷରେ ସନ୍‌ରାଇଜର୍ସ ୩ ମ୍ୟାଚରୁ କ୍ରମାଗତ ଦ୍ୱିତୀୟ ପରାଜୟ ବରଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri