Posted inଖେଳ

IPL 2025 Final: କିଏ ହେବ ଚାମ୍ପିୟନ, AI କହିଲା…, ପ୍ରଶଂସକ କଲେଣି ପୂଜାର୍ଚ୍ଚନା

ନୂଆଦିଲ୍ଲୀ,୩।୬: ଆଜି ଅର୍ଥାf ଜୁନ ୩ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (RCB) ଏବଂ ପଞ୍ଜାବ କିଙ୍ଗ୍ସ (PBKS) ମଧ୍ୟରେ IPL 2025ର ଫାଇନାଲ ମ୍ୟାଚ ଖେଳାଯିବ। ଉଭୟ ଦଳ ସେମାନଙ୍କର ପ୍ରଥମ ଟାଇଟଲ ପାଇଁ ବ୍ୟାକୁଳ।
ଏହି ଟାଇଟଲ ମୁକାବିଲା ପୂର୍ବରୁ, କ୍ରିକେଟ ବିଶେଷଜ୍ଞ ଏବଂ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (AI) ପ୍ଲାଟଫର୍ମଗୁଡ଼ିକ ବିଜୟୀ ଦଳ ବିଷୟରେ ଭବିଷ୍ୟବାଣୀ କରିବା ଆରମ୍ଭ କରିଦେଇଛନ୍ତି। ପ୍ରଶଂସକମାନେ AI ପ୍ଲାଟଫର୍ମରେ ଖୋଜୁଛନ୍ତି ଯେ ଏଥର IPL 2025ର ବିଜେତା କିଏ ହେବ? ତଥ୍ୟ, ଆଲଗୋରିଦମ ଏବଂ ମେଶିନ ଲର୍ଣ୍ଣିଂ ଉପରେ ଆଧାର କରି, AI IPLର ଏହି ସିଜିନର ବିଜେତା ବିଷୟରେ ଭବିଷ୍ୟବାଣୀ କରିଛି।
ପ୍ରକୃତରେ, ChatGPT, Google Gemini ଏବଂ Grok ଭଳି ବିଭିନ୍ନ AI ପ୍ଲାଟଫର୍ମ ସମାନ ଫଳାଫଳ ଦେଇଛନ୍ତି। ଏହି ପ୍ଲାଟଫର୍ମଗୁଡ଼ିକ ଅନୁସାରେ, RCB IPL 2025ର ଫାଇନାଲ ମ୍ୟାଚ ଜିତିବାର ସମ୍ଭାବନା ଅଧିକ। କିଛି AI ପ୍ଲାଟଫର୍ମ ପଞ୍ଜାବ କିଙ୍ଗ୍ସକୁ ମଧ୍ୟ କମ ଆକଳନ କରୁନାହାଁନ୍ତି, କିନ୍ତୁ RCB ଟିକିଏ ଉପରେ ରହିଛି।
AI ସ୍ବୀକାର କରିଛି ଯେ RCB (RCB Final Match) ଦଳ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟାର୍ଦ୍ଧରେ ଚମତ୍କାର ପ୍ରଦର୍ଶନ କରିଥିଲା। ବିଶେଷକରି କ୍ୱାଲିଫାୟର-୧ରେ, ସେମାନେ ପଞ୍ଜାବ କିଙ୍ଗସକୁ ୮ ୱିକେଟରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲେ। ସେହି ସମୟରେ, ସିଜିନରେ ୬୦୦ରୁ ଅଧିକ ରନ କରିଥିବା ବିରାଟ କୋହଲି, ଏକ ଭଲ ଆରମ୍ଭ କରୁଥିବା ଫିଲ ସଲ୍ଟ ଏବଂ ରଜତ ପାଟିଦାର ଅଧିନାୟକତ୍ୱ ଏବଂ ବ୍ୟାଟିଂ ଉଭୟରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ସମୟରେ ନଦୀରେ ଭାସି ଜଣେ ନିଖୋଜ

ଗୁଣପୁର,୨ା୯(ସୁଜାତା ପାଢ଼ୀ): ଗାଧୋଇବା ସମୟରେ ନଦୀରେ ଭାସିଯାଇ ଜଣେ ଯୁବକ ନିଖୋଜ ହୋଇଥିବା ଜଣାପଡ଼ିଛି। ଘଟଣାଟି ଘଟିଛି ଗୁଣପୁର ବଂଶଧାରା ନଦୀରେ। ନିଖୋଜ ଯୁବକ ଓ ତାଙ୍କ…

ସାବଧାନ! UPI ଓ QR କୋଡ୍‌ ବ୍ୟବହାରକାରୀ ତୁରନ୍ତୁ କରନ୍ତୁ ଏହି କାମ, ୧୫ ସେପ୍ଟେମ୍ୱର ଡେଡ୍‌ଲାଇନ

ନୂଆଦିଲ୍ଲୀ,୨।୯: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ (ମର୍ଚାଣ୍ଟ) ଏବଂ QR କୋଡ କିମ୍ୱା UPI ମାଧ୍ୟମରେ ଡିଜିଟାଲ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଆପଣଙ୍କ ପାଇଁ…

ସ୍କୁଲରେ ବାଜିବ ବେଲ, ହେଲେ ଆଉ ବଜାଇବେନି ସନ୍ତୋଷ

ଭଞ୍ଜନଗର,୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂସ୍ଥିତ କାହ୍ନୁ ରାଉତ ଉଚ୍ଚ ବିଦ୍ୟାଳୟର ପିଅନ ସନ୍ତୋଷ ଗୌଡ଼ (୫୮)ଙ୍କ ବୁଧବାର ଅକାଳ ବିୟୋଗରେ ବିଦ୍ୟାଳୟ…

ଭାରତର ଏହି ବଜାରରେ ବିକ୍ରି ହେଉଛି ଅଜଗର ଅଣ୍ଡା, ଦାମ୍‌ ଜାଣିଲେ…

ଭାରତର ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକ ସେମାନଙ୍କର ଅନନ୍ୟ ଖାଦ୍ୟ ପାଇଁ ସାରା ଦେଶରେ ଜଣାଶୁଣା। ନାଗାଲାଣ୍ଡ, ମଣିପୁର, ମିଜୋରାମ ଏବଂ ଅରୁଣାଚଳ ପ୍ରଦେଶର ଲୋକମାନେ ମାଛ, ମାଂସ ବ୍ୟତୀତ…

ସମସ୍ତଙ୍କ ହୃଦୟ ଜିଣିଲେ ସୋନୁ ସୁଦ: କାଠମାଣ୍ଡୁରେ ପହଞ୍ଚି…

କାଠମାଣ୍ଡୁ,୨।୯:ନେପାଳରେ ଭୟଙ୍କର ବନ୍ୟା ଶହ ଶହ ଲୋକଙ୍କ ଜୀବନକୁ ଭାଙ୍ଗି ଦେଇଛି। ଘରଗୁଡ଼ିକ ବାଲି ପରି ଭାସି ଯାଇଛି ଏବଂ ଶହ ଶହ ଲୋକ ପ୍ରାଣ ହରାଇଛନ୍ତି।…

ଗିଲ୍‌-ବୁମ୍‌ରାଙ୍କୁ ବଡ଼ ଝଟକା! ICC ଟେଷ୍ଟ ରାଙ୍କିଙ୍ଗ୍‌ରେ ବଡ଼ ଓଲଟପାଲଟ, ନୂଆ ତାଲିକା ଦେଖି ଚମକିଯିବେ!

ନୂଆଦିଲ୍ଲୀ,୨।୯: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ନୂଆ ଟେଷ୍ଟ ରାଙ୍କିଙ୍ଗ୍‌ ଜାରି ହୋଇଛି। ବିଶ୍ୱର ବିଭିନ୍ନ ସ୍ଥାନରେ ଟେଷ୍ଟ କ୍ରିକେଟ ଚାଲିଥିବା ବେଳେ ଏହାର ପ୍ରଭାବ…

‘ଆମେରିକାର ରାଷ୍ଟ୍ରପତି ବି ହୋଇପାରନ୍ତି ବିଜୟ! ଡୋନାଲ୍ଡ ଟ୍ରମ୍ପଙ୍କ ସ୍ଥାନ ନେଇପାରନ୍ତି’, ଏମିତି କହିଲେ…

ଚେନ୍ନାଇ,୨।୯: ତାମିଲନାଡୁରେ ଟିଭିକେ (TVK) ସରକାରକୁ ନେଇ ଏଆଇଏଡିଏମ୍‌କେ ମହାସଚିବ ଏଡାପ୍ପାଡି କେ. ପଲାନିସ୍ବାମୀ ତୀବ୍ର କଟାକ୍ଷ କରିଛନ୍ତି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଦାମୀ ଚାର୍ଟର୍ଡ…

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri