Posted inଖେଳ

IPL 2025 Ishan Kishan: ସନରାଇଜର୍ସ ପାଇଁ ଡେବ୍ୟୁ ମ୍ୟାଚ୍‌ରେ ଇଶାନ କିଶନଙ୍କ ବିସ୍ଫୋରକ ଇନିଂସ, ହାସଲ କଲେ ଐତିହାସିକ ଶତକ

ନୂଆଦିଲ୍ଲୀ,୨୩।୩: ଭାରତୀୟ ଦଳର ଷ୍ଟାର ଉଇକେଟ କିପର ବ୍ୟାଟର ଈଶାନ କିଷାନ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ) ୨୦୨୫ ସିଜିନ୍ ଆରମ୍ଭରୁ ଧମାଲ ମଚାଇ ଦେଇଛନ୍ତି। ଚଳିତ ବର୍ଷ ଈଶାନ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ପାଇଁ ଡେଭ୍ୟୁ କରିଥିଲେ ଏବଂ ନିଜର ପ୍ରଥମ ମ୍ୟାଚରେ ଧୂଆଁଧାର ବ୍ୟାଟିଂ କରି ଶତକ ହାସଲ କରିଛନ୍ତି।

ଆଇପିଏଲ ୨୦୨୫ ସିଜିନରେ ରବିବାରରେ, ହାଇଦ୍ରାବାଦ ଦଳ ରାଜସ୍ଥାନ ରୟାଲ୍ସ ସହିତ ମୁକାବିଲା କରିଥିଲା। ମ୍ୟାଚ୍‌ରେ ରାଜସ୍ଥାନ ଦଳ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଏହା ପରେ ହାଇଦ୍ରାବାଦ ବ୍ୟାଟିଂ କରିବାକୁ ଆସି ବହୁତ ରନ ସଂଗ୍ରହ କରିଥିଲା ​​ଏବଂ ୬ ୱିକେଟ ହରାଇ ୨୮୬ ରନ କରିଥିଲା।

ହାଇଦ୍ରାବାଦ ଦଳ ପାୱାର ପ୍ଲେରେ ଅର୍ଥାତ୍ ପ୍ରଥମ ୬ ଓଭରରେ ୯୪ ରନ କରିଥିଲା। ଏହି ମ୍ୟାଚ୍‌ରେ ଇଶାନ କିଷନ ୪୫ ବଲ୍‌ରେ ଶତକ ହାସଲ କରିଥିଲେ। ସେ ମ୍ୟାଚ୍‌ରେ ମୋଟ ୪୭ ବଲ୍‌ରେ ୧୦୬ ରନ୍‌ର ଏକ ଇନିଂସ ଖେଳିଥିଲେ। ଏଥିରେ ସେ ୬ଟି ଛକା ଏବଂ ୧୧ଟି ଚୌକା ମାରିଥିଲେ। ତାଙ୍କର ଷ୍ଟ୍ରାଇକ୍ ରେଟ୍ ମଧ୍ୟ ୨୨୫.୫୩ ଥିଲା।

ଏହା ଆଇପିଏଲରେ ଇଶାନ କିଶନଙ୍କ ପ୍ରଥମ ଶତକ। ଏହା ସହିତ, ସେ ସନରାଇଜର୍ସ ହାଇଦ୍ରାବାଦ ପାଇଁ ଆଇପିଏଲରେ ଶତକ ମାରିବାରେ ପ୍ରଥମ ଭାରତୀୟ ହୋଇଛନ୍ତି। ଏହା ବ୍ୟତୀତ, ଏହା ଏହି ଆଇପିଏଲ ୨୦୨୫ ସିଜିନର ମଧ୍ୟ ଏହା ପ୍ରଥମ ଶତକ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?