Posted inଖେଳ

ଆଇପିଏଲର ଏହି ଦଳରେ ଅଛନ୍ତି ୪ ଅଧିନାୟକ

ନୂଆଦିଲ୍ଲୀ,୧୧।୧୧: ମୁମ୍ବାଇ ଇଣ୍ଡିଆନ୍ସ ପାଞ୍ଚ ଥର ଆଇପିଏଲ ଚାମ୍ପିୟନ ହୋଇଛି ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଏମଆଇ ପ୍ରତ୍ୟେକ ଥର ଟାଇଟଲ ଜିତିଛି। କିନ୍ତୁ ବର୍ତ୍ତମାନ ମୁମ୍ବାଇ ଦଳ ମଧ୍ୟରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି କାରଣ ବର୍ତ୍ତମାନ ଅଧିନାୟକ ରୋହିତ ଶର୍ମା ନୁହଁନ୍ତି ହାର୍ଦ୍ଦିକ ପାଣ୍ଡ୍ୟା। ଆଇପିଏଲ ୨୦୨୫ ପାଇଁ, ରୋହିତ ଶର୍ମା ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମେତ ମୋଟ ପାଞ୍ଚ ଖେଳାଳିଙ୍କ ପାଇଁ ଏମଆଇ ୭୫ କୋଟି ଟଙ୍କା ଖର୍ଚ୍ଚ କରିଛି। କିନ୍ତୁ ଆପଣ ଜାଣନ୍ତି କି ଗତ ସିଜନରେ ଚାରି କ୍ୟାପଟେନ ଏମଆଇ ପାଇଁ ଖେଳିବାକୁ ଯାଉଛନ୍ତି ।

ସର୍ବପ୍ରଥମେ, ଆସନ୍ତୁ ଜାଣିବା ଆଇପିଏଲ ୨୦୨୫ ପାଇଁ କେଉଁ ଖେଳାଳିଙ୍କୁ ମୁମ୍ବାଇ ଇଣ୍ଡିଆନ୍ସ ରିଟେନ କରିଛି। ସେମାନେ ହେଲେ ଜସପ୍ରୀତ ବୁମ୍‌ରା (୧୮ କୋଟି), ସୂର୍ଯ୍ୟକୁମାର ଯାଦବ (୧୬.୩୫ କୋଟି), ହାର୍ଦ୍ଦିକ ପାଣ୍ଡ୍ୟା (୧୬.୩୫ କୋଟି), ରୋହିତ ଶର୍ମା (୧୬.୩୦ କୋଟି) ଏବଂ ତିଳକ ବର୍ମା (୮ କୋଟି)। ଏହି ୫ ଜଣ ଖେଳାଳିଙ୍କ ମଧ୍ୟରୁ ୪ ଜଣ ଅଛନ୍ତି ଯେଉଁମାନେ ଭାରତୀୟ କ୍ରିକେଟ ଦଳରେ ଅଧିନାୟକ ରହିସାରିଛନ୍ତି ।

ଜସପ୍ରୀତ ବୁମ୍‌ରା ଭାରତ ପାଇଁ ଟେଷ୍ଟ ଏବଂ ଟି -୨୦ ଦଳର ଅଧିନାୟକତ୍ୱ କରିଛନ୍ତି। ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କ କହିବାନୁସାରେ, ଅଷ୍ଟ୍ରେଲିଆ ବିପକ୍ଷରେ ବର୍ଡର- ଗାଭାସ୍କର ଟ୍ରଫିର ପ୍ରଥମ ଟେଷ୍ଟ ମ୍ୟାଚରେ ବୁମରାଙ୍କୁ ମଧ୍ୟ ଅଧିନାୟକ ଦେଖିବାକୁ ମିଳିବ। ସୁର୍ଯ୍ୟକୁମାର ଯାଦବ ଭାରତର ଟି -୨୦ଦଳର ଅଧିନାୟକ ହୋଇଥିବାବେଳେ ରୋହିତ ଶର୍ମା ଦିନିକିଆ ଏବଂ ଟେଷ୍ଟ ଦଳର ନିୟମିତ ଅଧିନାୟକ ଅଟନ୍ତି। ହାର୍ଦ୍ଦିକ ପାଣ୍ଡ୍ୟା ମଧ୍ୟ ଦିନିକିଆ ଏବଂ ଟି -୨୦ ଦଳର ଦାୟିତ୍ୱ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri