Posted inଖେଳ

IPL 2025 ପ୍ରଥମ କ୍ୱାଲିଫାୟାର: ପଞ୍ଜାବ କିଙ୍ଗ୍ସର ବ୍ୟାଟିଂ ବିପର୍ଯ୍ୟୟ, ବାଙ୍ଗାଲୋର ଆଗରେ ୧୦୨ ରନର ଟାର୍ଗେଟ

ନୂଆଦିଲ୍ଲୀ,୨୯।୫: ଚଣ୍ଡିଗଡ଼ର ମୁଲ୍ଲାନପୁରରେ ଖେଳାଯାଉଥିବା IPL 2025 ର ପ୍ରଥମ କ୍ୱାଲିଫାୟାର ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (PBKS) ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (RCB) ବିପକ୍ଷରେ ମାତ୍ର ୧୪.୧ ଓଭରରେ ୧୦୧ ରନରେ ଅଲଆଉଟ ହୋଇଛି। ଫଳରେ, RCB କୁ ଫାଇନାଲରେ ପ୍ରବେଶ କରିବା ପାଇଁ ୧୦୨ ରନର ଟାର୍ଗେଟ ମିଳିଛି।

ମ୍ୟାଚରେ RCB ଅଧିନାୟକ ରଜତ ପାଟିଦାର ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। ଏହି ନିଷ୍ପତ୍ତି RCB ପାଇଁ ସଠିକ ପ୍ରମାଣିତ ହେଲା, କାରଣ ତାଙ୍କ ବୋଲରମାନେ ପଞ୍ଜାବ ବ୍ୟାଟିଂ ଲାଇନଅପକୁ ଧ୍ୱସ୍ତ କରି ଦେଇଥିଲେ। ହାଜେଲଉଡ଼ ଓ ସୁୟଶ ଶର୍ମା ପ୍ରତ୍ୟେକେ ୩ଟି ଲେଖାଏଁ ଉଇକେଟ ନେଇ ପଞ୍ଜାବକୁ ବଡ଼ ସ୍କୋର କରିବାରୁ ରୋକିଥିଲେ। ଏହା ସହିତ ୟଶ ଦୟାଲ ମଧ୍ୟ ୨ଟି ଗୁରୁତ୍ୱପୂର୍ଣ୍ଣ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri