Posted inଖେଳ

IPL 2025 Qualifier 2: ଅହମଦାବାଦରେ ପ୍ରବଳ ବର୍ଷା ଯୋଗୁଁ ମ୍ୟାଚ୍ ଆରମ୍ଭ ବିଳମ୍ବ, ମୁମ୍ବାଇ ପାଇଁ ବିପଦ…

ଅହମଦାବାଦର,୧।୬: ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ପ୍ରବଳ ବର୍ଷା ହେଉଛି ଏବଂ ଏହା ଯୋଗୁଁ ପଞ୍ଜାବ ବନାମ ମୁମ୍ବାଇ ମ୍ୟାଚ୍ ଆରମ୍ଭ ବିଳମ୍ବ ହେଉଛି। ପଞ୍ଜାବ କିଙ୍ଗ୍ସ ଖେଳାଳିମାନେ ମଇଦାନକୁ ଯାଉଥିବା ବେଳେ ବର୍ଷା ଆରମ୍ଭ ହୋଇଥିଲା ଏବଂ ସମସ୍ତ ଖେଳାଳି ଓ ଆମ୍ପାୟାରମାନେ ଫେରିବାକୁ ବାଧ୍ୟ ହୋଇଥିଲେ।

ବର୍ତ୍ତମାନ ମଇଦାନକୁ କଭର ଦିଆଯାଇଛି। ଉଲ୍ଲେଖନୀୟ, ଯଦି ବର୍ଷା ଯୋଗୁଁ ଏହି ମ୍ୟାଚ୍ ବାତିଲ ହୁଏ, ତେବେ ପଞ୍ଜାବ କିଙ୍ଗ୍ସ ପଏଣ୍ଟ ଟେବୁଲରେ ଉଚ୍ଚ ସ୍ଥାନ ହାସଲ କରିଥିବାରୁ ଫାଇନାଲକୁ ଯିବ। PBKS ପଏଣ୍ଟ ଟେବୁଲରେ ପ୍ରଥମ ସ୍ଥାନରେ ରହିଥିବା ବେଳେ MI ଚତୁର୍ଥ ସ୍ଥାନରେ ରହିଛି। ମ୍ୟାଚରେ PBKS ଅଧିନାୟକ ଶ୍ରେୟସ ଆୟାର ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଭାରତ: ଟ୍ରଫିଠାରୁ ଆଉ ଗୋଟିଏ ପାଦ ଦୂରରେ

ଦୁବାଇ,୧୧/୯: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ଖେଳାଯାଇଥିବା ସେମିଫାଇନାଲରେ ବାଂଲାଦେଶକୁ ୪୦ ରନରେ ପରାସ୍ତ କରି ଭାରତ ଫାଇନାଲରେ ପ୍ରବେଶ କରିଛି। ଭାରତ ପକ୍ଷରୁ…

ଟିମ୍ ଇଣ୍ଡିଆକୁ ବଡ଼ ଝଟକା, BCCIକୁ ଇସ୍ତଫା ପତ୍ର ପଠାଇଲେ….

ନୂଆଦିଲ୍ଲୀ,୧୧ା୯: ଆଫଗାନିସ୍ତାନ ବିପକ୍ଷ T୨୦ ସିରିଜ୍‌ ପୂର୍ବରୁ ଭାରତୀୟ କ୍ରିକେଟ୍ ଟିମ୍‌ର ସପୋର୍ଟ ଷ୍ଟାଫ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ଟିମ୍ ଇଣ୍ଡିଆର ଫିଜିଓ କମଲେଶ…

ଓରାଙ୍ଗ୍‌ଉଟାନ ଶାବକଙ୍କ ଡିଏନ୍‌ଏ ପରୀକ୍ଷାକୁ ନେଇ ଉଠୁଛି ପ୍ରଶ୍ନବାଚୀ: ଜାଣନ୍ତୁ କାହିଁକି

ଭୁବନେଶ୍ୱର,୧୧ା୯(ରବିନାରାୟଣ ଜେନା):ବାଲେଶ୍ୱର ଜଙ୍ଗଲ ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗ୍‌ଉଟାନ ଶାବକଙ୍କୁ ନେଇ ସବୁ ପ୍ରକାର ତଦନ୍ତ ପ୍ରକ୍ରିୟା ଜାରି ରହିଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଉପନିର୍ଦ୍ଦେଶକ…

ଲଘୁଚାପ ସକ୍ରିୟ: ଏହି ୧୦ ଜିଲାରେ ଛେଚିବ ବର୍ଷା, ସତର୍କ ସୂଚନା ଜାରି

ଭୁବନେଶ୍ୱର, ୧୧ା୯:ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଫଳରେ ଗୁରୁବାର ଅଧିକାଂଶ ଜିଲାରେ ବର୍ଷା ହୋଇଥିବାବେଳେ କଟକ ଜିଲା ବାଙ୍କୀଠାରେ ସର୍ବାଧିକ ୧୦୪ ମି.ମି. ବର୍ଷ…

ଭାରତରେ ପହଞ୍ଚିଲେ ପୁଟିନ: ଜୋରଦାର ସ୍ବାଗତ, ଜିନ୍‌ପିଙ୍ଗଙ୍କୁ ଅପେକ୍ଷା

ନୂଆଦିଲ୍ଲୀ,୧୧।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଶୁକ୍ରବାର ସକାଳେ ଭାରତରେ ପହଞ୍ଚିଥିଲେ। ନୂଆଦିଲ୍ଲୀରେ ପହଞ୍ଚିବା ପରେ ଭାରତୀୟ ଅଧିକାରୀମାନେ…

ଭାଙ୍ଗିଲା ସବୁ ରେକର୍ଡ: ସବୁଠୁ ଉତ୍ତପ୍ତ ମାସ ସାଜିଲା ଅଗଷ୍ଟ ୨୦୨୬

ନୂଆଦିଲ୍ଲୀ,୧୧।୯(ପି.ଟି.): ‘ଅଗଷ୍ଟ ୨୦୨୬’ ବିଶ୍ୱ ଇତିହାସରେ ସବୁଠାରୁ ଉତ୍ତପ୍ତ ମାସ ଭାବେ ରେକର୍ଡ କରିଛି। ବିଶ୍ୱର ହାରାହାରି ଭୂପୃଷ୍ଠ ବାୟୁ ତାପମାତ୍ରା ୧୬.୯୬ ଡିଗ୍ରୀ ସେଲ୍‌ସିୟସ ରହିବା…

ନନ୍ଦନକାନନରେ କେମିତି କଟୁଛି ଓରଙ୍ଗ୍‌ଉଟାନଙ୍କ ଜୀବନ: କିଏ କଣ୍ଢେଇ ଧରି ଶୋଉଛି ତ ଆଉ କାହାକୁ ଜ୍ୱର, ଦେଖନ୍ତୁ Video

ବାରଙ୍ଗ/ ତ୍ରିଶୁଳିଆ, ୧୧ା୯ (ଲିଙ୍ଗରାଜ ରାଉତ/ ତୁଷାରକାନ୍ତ ବେହରା):ମା’ଠାରୁ ଅଲଗା ହେବା ପରେ ବାଲେଶ୍ୱର ଜିଲା ରଣକଠା ସଂରକ୍ଷିତ ଜଙ୍ଗଲରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ୫…

ଆଫଗାନିସ୍ତାନ-ଭାରତ ପ୍ରଥମ ମ୍ୟାଚ୍‌କୁ ନେଇ ହଟିଲା ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୧୦ା୯: ରାଜଧାନୀରେ ବ୍ରିକ୍ସ ସମିଟ କାରଣରୁ ଆସନ୍ତା ୧୩ରେ ଆଫଗାନିସ୍ତାନ ଓ ଭାରତ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ଦିନକ ପାଇଁ ସ୍ଥଗିତ ରଖାଯିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri