Posted inଖେଳ

୨୦୨୫ ଆଇପିଏଲରେ ଆରସିବି ପାଇଁ ଖେଳିବେ ରାହୁଲ! ବଡ଼ ସଙ୍କେତ ଦେଲା ଫ୍ରାଞ୍ଚାଇଜ୍‌

ନୂଆଦିଲ୍ଲୀ,୧।୧୦: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ୨୭ ସେପ୍ଟେମ୍ବରରୁ ଖେଳାଯାଉଛି, କିନ୍ତୁ ଭାରତ ଏହି ମ୍ୟାଚ ପାଇଁ ଚତୁର୍ଥ ଦିନ ବ୍ୟାଟିଂ କରିବାର ସୁଯୋଗ ମିଳିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଏହି ମ୍ୟାଚ ସମୟରେ ଏକ ସୋସିଆଲ ମିଡିଆରେ ଏକ ଫଟୋ ପୋଷ୍ଟ କରିଛି। ଯାହା ପରେ ଏବେ ଅନୁମାନ କରାଯାଉଛି ଯେ ଲକ୍ଷ୍ନୌ ସୁପର ଜାଏଣ୍ଟସ (ଏଲଏସ୍‌ଜି) ଅଧିନାୟକ କେ.ଏଲ ରାହୁଲ ଆଇପିଏଲ ୨୦୨୫ରେ ଆରବିସି ପାଇଁ ଖେଳିପାରନ୍ତି।

ଆରସିବି  ଏହାର ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ଫଟୋ ପୋଷ୍ଟ କରିଛି । ଯେଉଁଥିରେ ବିରାଟ କୋହଲି ଏବଂ କେ.ଏଲ ରାହୁଲ ଏକ ଟିଭି ଭିତରେ ଏକାଠି ନଜର ଆସିଛନ୍ତି। ଏହି ଫଟୋ କୋହଲି ଏବଂ ରାହୁଲଙ୍କ ମଧ୍ୟରେ ଚାଲିଥିବା ସହଭାଗୀତାର ଅଟେ। ଏହି ପୋଷ୍ଟର କ୍ୟାପଶନରେ ଲେଖା ଅଛି, ପ୍ରିୟ ପଡ଼ୋଶୀମାନେ, ଆଜି ଟିମ ଇଣ୍ଡିଆର ପ୍ରଦର୍ଶନ ଦେଖିବା ପରେ ଆପଣଙ୍କର ଟିଭି ଭାଙ୍ଗିବେ ନାହିଁ। ଶାନ୍ତି ବଜାୟ ରଖନ୍ତୁ! ଏହି ପୋଷ୍ଟ ପରେ, କଳ୍ପନାଜଳ୍ପନା ଆରମ୍ଭ ହୋଇଛି ଯେ ଆଇପିଏଲ ୨୦୨୫ରେ କେ.ଏଲ ରାହୁଲ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପାଇଁ ଖେଳିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri