Posted inଖେଳ

ସିଏସ୍‌କେ ପାଇଁ ଖେଳିବେ ପନ୍ତ! ଧୋନୀଙ୍କ ନିକଟତର ଖୋଲିଦେଲେ ବଡ଼ ରାଜ୍‌

ନୂଆଦିଲ୍ଲୀ,୧।୧୧: ଆଇପିଏଲ ୨୦୨୫ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ରିଷଭ ପନ୍ତଙ୍କୁ ମୁକ୍ତ କରିଛି। ପନ୍ତ ୨୦୧୬ରେ ଆଇପିଏଲ ଡେବ୍ୟୁ କରିଥିଲେ ଏବଂ ସେବେଠାରୁ ସେ ଦିଲ୍ଲୀର ଏକ ଅଂଶ ହୋଇ ରହିଥିଲେ। କିନ୍ତୁ ବର୍ତ୍ତମାନ ଫ୍ରାଞ୍ଚାଇଜ ତାଙ୍କ ହାତ ଛାଡି ଦେଇଛି। ପନ୍ତଙ୍କ ରିଲିଜ୍‌ ପରେ ତୁରନ୍ତ ଏହା ସ୍ପଷ୍ଟ ହୋଇଗଲା ଯେ ସେ ୨୦୨୫ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳୁଥିବା ଦେଖିବାକୁ ମିଳିବ। ଏମଏସ ଧୋନୀଙ୍କ ନିକଟତର ଜଣେ ଏହା ପ୍ରକାଶ କରିଛନ୍ତି।

ସେ ଅନ୍ୟ କେହି ନୁହନ୍ତି ବରଂ ଧୋନୀଙ୍କ ଅତି ଘନିଷ୍ଠ ତଥା ପ୍ରିୟ ବନ୍ଧୁ ସୁରେଶ ରାଇନା ଏହି ଖବରର ରାଜ୍‌ ଖୋଲି କହିଛନ୍ତି, ପନ୍ତ ଖୁବ ଶୀଘ୍ର ଚେନ୍ନାଇର ହଳଦିଆ ଜର୍ସି ପିନ୍ଧିଥିବାର ନଜର ଆସିବେ। ରାଇନା କହିଛନ୍ତି, “ମୁଁ ଦିଲ୍ଲୀରେ ଧୋନୀଙ୍କୁ ଭେଟିଥିଲି ଏବଂ ପନ୍ତ ମଧ୍ୟ ସେଠାରେ ଥିଲେ। କେହି ଜଣେ ଶୀଘ୍ର ହଳଦିଆ ଜର୍ସି ପିନ୍ଧିବେ।

ରାଇନାଙ୍କ ଏହି ବିବୃତ୍ତି ସ୍ପଷ୍ଟ କରୁଛି ଯେ ଚେନ୍ନାଇ ଆଇପିଏଲ ୨୦୨୫ର ମେଗା ନିଲାମରେ ପନ୍ତଙ୍କୁ କିଣିବା ପାଇଁ ସମସ୍ତ ପ୍ରକାର ଉଦ୍ୟମ କରିବ । ପ୍ରକାଶ ଥାଉକି, ରଖାଯାଇଥିବା ଖେଳାଳିଙ୍କ ତାଲିକା ପ୍ରକାଶ ପାଇବା ପୂର୍ବରୁ ମଧ୍ୟ ଅନେକ ରିପୋର୍ଟ ଦାବି କରିଥିଲେ ଯେ ପନ୍ତଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସରୁ ମୁକ୍ତ କରାଯିବ ଏବଂ ତାଙ୍କୁ ଆଗାମୀ ସିଜନରେ ଚେନ୍ନାଇ ସୁପର କିଙ୍ଗ୍ସର ଜର୍ସିରେ ଦେଖିବାକୁ ମିଳିବ। ବର୍ତ୍ତମାନ ଆଇପିଏଲ ୨୦୨୫ ରେ କେଉଁ ଦଳରେ ପନ୍ତଙ୍କୁ ଦେଖିବାକୁ ମିଳିବ ତାହା ଆକର୍ଷଣୀୟ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri