Posted inଖେଳ

IPL 2025: ପ୍ରଥମ କ୍ୱାଲିଫାୟାରରେ ପଞ୍ଜାବକୁ ହରାଇ ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ

ଚଣ୍ଡୀଗଡ଼,୨୯।୫: ଚଣ୍ଡିଗଡ଼ର ମୁଲ୍ଲାନପୁରରେ ଖେଳାଯାଇଥିବା IPL 2025ର ପ୍ରଥମ କ୍ୱାଲିଫାୟାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପଞ୍ଜାବ କିଙ୍ଗ୍ସ (PBKS) ବିପକ୍ଷରେ ୮ ଉଇକେଟରେ ବିଜୟୀ ହୋଇ ଚତୁର୍ଥ ଥର ପାଇଁ IPL ଫାଇନାଲରେ ପ୍ରବେଶ କରିଛି। ୨୦୧୬ ପରେ ଏହା ହେଉଛି RCBର ପ୍ରଥମ ଫାଇନାଲ। ପଞ୍ଜାବ ମାତ୍ର ୧୪.୧ ଓଭରରେ ୧୦୧ ରନରେ ଅଲଆଉଟ ହେବା ପରେ RCB ମାତ୍ର ୧୦ ଓଭରରେ ଏହି ଟାର୍ଗେଟ ହାସଲ କରି ନେଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri