Posted inଖେଳ

ଆଇପିଏଲର ଷଷ୍ଠ ମ୍ୟାଚ: ସିଏସକେ ବନାମ ଏଲଏସଜି…

ଚେନ୍ନାଇ,୩।୪ : ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୩ର ଷଷ୍ଠ ମ୍ୟାଚ୍‌ ଚେନ୍ନାଇ ସୁପର କିଙ୍ଗସ(ସିଏସକେ) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି) ମଧ୍ୟରେ ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ସୋମବାର ସନ୍ଧ୍ୟା ୭ଟା ୩୦ରେ ଖେଳାଯିବ। ସିଏସକେ ଅଧିନାୟକ ଏମଏସ ଧୋନି ଏବଂ ଏଲଏସଜି ଅଧିନାୟକ କେଏଲ ରାହୁଲ ମୁକାବିଲା ପାଇଁ ପ୍ରସ୍ତୁତି ଶେଷ କରିଛନ୍ତି।

ସିଏସକେ ପ୍ଲେଇଙ୍ଗ ୧୧ରେ ଏମଏସ ଧୋନି(ଅଧିନାୟକ ,ଓ୍ବିକେଟ କିପର), ଋତୁରାଜ ଗାଏକ୍ୱାଡ, ମୋଇନ ଅଲ୍ଲୀ, ବେନ ଷ୍ଟୋକସ, ଅବାନ୍ତି ରାୟଡୁ, ଶିବମ ଦୁବେ, ରବୀନ୍ଦ୍ର ଜାଡେଜା, ମିଚେଲ ସେଣ୍ଟନର, ଦୀପକ ଚାହର, ରାଜବର୍ଦ୍ଧନ ହେଙ୍ଗରଗେକର ଅଛନ୍ତି।

ସେହିପରି ଏଲଏସଜି ପ୍ଲେଇଙ୍ଗ ୧୧ରେ କେଏଲ ରାହୁଲ(ଅଧିନାୟକ), କାଇଲ ମେୟର୍ସ, ମାର୍କସ ଷ୍ଟୋଇନିସ, ଦୀପକ ହୁଡ୍ଡା, କୃଣାଳ ପାଣ୍ଡ୍ୟା, ନିକୋଲସ ପୁରନ(ଓ୍ବିକେଟ କିପର), ଆୟୁଷ ବଡ଼ୋନି, ମାର୍କ ଉଡ୍‌,ଜୟଦେବ ଅନାଦକଟ,ରବି ବିଶ୍ନୋଇ,ଆବେଶ ଖାନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri