ଆଇପିଏଲ୍‌: ଟସ୍‌ ଜିତି ପ୍ରଥମେ କେକେଆର୍‌କୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କଲା ରାଜସ୍ଥାନ

ଦୁବାଇ, ୩୦।୯: ଆଇପିଏଲ୍‌-୧୩ତମ ସିଜନର ଦ୍ୱାଦଶ ମୁକାବିଲାରେ ବୁଧବାର ରାଜସ୍ଥାନ ରୟାଲ୍ସ ଓ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମୁକାବିଲାରେ ଟସ୍‌ ଜିତି ରାଜସ୍ଥାନ ପ୍ରଥମେ କେକେଆର୍‌କୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଛି। ରାଜସ୍ଥାନ ବର୍ତ୍ତମାନ ସୁଦ୍ଧା ୨ ମ୍ୟାଚ୍‌ ଖେଳି ୨ ବିଜୟ ସହ ୪ ପଏଣ୍ଟ ପାଇ ଟେବୁଲ ଶୀର୍ଷରେ ରହିଛି। ଅପରପକ୍ଷରେ କେକେଆର୍‌ ୨ ମ୍ୟାଚ୍‌ରୁ ଗୋଟିଏ ଲେଖାଏ ବିଜୟ ଓ ପରାଜୟ ସହ ୨ ପଏଣ୍ଟ ପାଇ ଟେବୁଲର ୭ମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି, ୨୪ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର,୫ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗର ୫୦ କିମି ଦୂରରେ ଅବପାତ ହୋଇଥିବାବେଳେ ଚାନ୍ଦବାଲିର ଉତ୍ତରପୂର୍ବ ଦିଗର ୬୦ କିମି ଦୂରରେ କେନ୍ଦ୍ରୀଭୂତ…

ବିଦ୍ୟାଳୟ ଭିତରେ ପଶିଲା ପାଣି, ପିଲା ପାଠ ପଢ଼ିବାରେ ବ୍ୟାହତ

କର୍ଲାମୁଣ୍ଡା,୫ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତ ବାଞ୍ଜିପଦର୍‌ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଫୁଟ ବର୍ଷା ପାଣି ଜମି ରହିଥିବା ଦେଖିବାକୁ ମିଳିଛି।…

ଶୋଇଥିବାବେଳେ ହତ୍ୟା: ବ୍ୟବଚ୍ଛେଦ ପାଇଁ ଖଟିଆରେ ବୁହା ହୋଇ ଆସିଲା ମୃତଦେହ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୫ା୭(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ନିରାକାର ପରିଡ଼ାଭ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ପଇତାପାଣି ଗ୍ରାମରେ ଗତ ଜୁଲାଇ ୩ ତାରିଖ ରାତିରେ ଶୋଇଥିବାବେଳେ ଏକ…

ଡ୍ରେନେଜ ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ: ଅସମ୍ପୁର୍ଣ୍ଣ କାମ ସାରିବାକୁ ନିର୍ଦ୍ଦେଶ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷା ଯୋଗୁ ବରଗଡ଼ ସହରସ୍ଥିତ ସରକାରୀ ବସଷ୍ଟାଣ୍ଡ ସମେତ ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇ ପଡ଼ିଥିଲା। ଡ୍ରେନେଜ ଅବ୍ୟବସ୍ଥା ଯୋଗୁ ପ୍ରଥମ ବର୍ଷାରେ…

ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ: ମା’ ଅଣ୍ଡାଦାନସ୍ଥଳରେ ଜଗି ରହିଥିବାବେଳେ ପୁରୁଷ କୁମ୍ଭୀର…

ମହାକାଳପଡ଼ା,୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ମହାନଦୀ ତ୍ରିକୋଣଭୂମି ଅବବାହିକା ଶାଖା ନଦୀ, ନାଳ ଘେରାରେ ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା…

ପୁଣି ଅଡୁଆରେ ଜଳସମ୍ପଦ ବିଭାଗ :ବ୍ରିଜ ନିର୍ମାଣରେ ତ୍ରୁଟି ଅଭିଯୋଗ, ତେଜିଲା ଅସନ୍ତୋଷ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟକରଣ ପାଇଁ ତିଆରି ହୋଇଥିବା କାର୍ଯ୍ୟ) ନିର୍ମାଣରେ ଅନିୟମିତତା…

ସ୍ୱାସ୍ଥ୍ୟ ବ୍ୟବସ୍ଥାର ବିକଳ ଚିତ୍ର: ବାଇକ୍‌ରେ ଗଲା ମୃତଦେହ

ଲଇକେରା, ୫।୭ (ରଞ୍ଜନ କୁମାର ମେହେର): ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକ ଅନ୍ତର୍ଗତ ଭାତଲଇଡା ପଞ୍ଚାୟତର ଉଡ଼ିଆପାଲି ଗ୍ରାମରୁ ସ୍ୱାସ୍ଥ୍ୟ ବ୍ୟବସ୍ଥାର ଏକ ହୃଦୟବିଦାରକ ଓ ଲଜ୍ଜାଜନକ…

ବିଶିଷ୍ଟ ଲୋକ ଗାୟିକା ତୀଜନ ବାଈଙ୍କ ପରଲୋକ: ୭୦ ବର୍ଷ ବୟସରେ ଏମ୍ସ ରାୟପୁରରେ ଛାଡିଲେ ଶେଷ ନିଶ୍ୱାସ…

ନୂଆଦିଲ୍ଲୀ,୫/୭: ଖ୍ୟାତନାମା ଲୋକ ଗାୟିକା ତୀଜନ ବାଈଙ୍କର ପରଲୋକ ହୋଇଯାଇଛି। ୭୦ ବର୍ଷ ବୟସରେ ସେ ରାୟପୁର ଏମ୍ସ (AIIMS)ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri