Posted inଖେଳ

ଏହି ୧୨ ଖେଳାଳିଙ୍କ ଉପରେ ହେଲା ଟଙ୍କା ବର୍ଷା: ଜାଣନ୍ତୁ କେଉଁ ଦଳକୁ ଗଲେ କେଉଁ ଖେଳାଳି

ଦୁବାଇ,୧୯।୧୨: ଆଇପିଏଲ୍‌ ୨୦୨୪ ପାଇଁ ନିଲାମ ମଙ୍ଗଳବାର ଦୁବାଇରେ ଅନୁଷ୍ଠିତ ହୋଇଛି। ଏହି ନିଲାମରେ ଖେଳାଳିଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ପ୍ରଥମ ନିଲାମ ୱେଷ୍ଟଇଣ୍ଡିଜ ଖେଳାଳି ରୋଭମାନ ପାୱେଲଙ୍କ ଉପରେ ଲାଗିଛି। ଇଂଲଣ୍ଡ ବ୍ୟାଟର ହ୍ୟାରି ବ୍ରୁକ, ଅଷ୍ଟ୍ରେଲିୟ ବ୍ୟାଟର ଟ୍ରାଭିସ ହେଡ୍‌ ଏବଂ ଅଧିନାୟକ ପ୍ୟାଟ୍‌ କମିନ୍ସଙ୍କ ଉପରେ ଟଙ୍କା ବର୍ଷିଛି। ପ୍ୟାଟ୍‌ କମିନ୍ସଙ୍କୁ ସନରାଇଜର୍ସ ହାଇଦ୍ରାବାଦ ୨୦.୫୦ କୋଟିରେ କିଣିଛି। ଏହା ସହିତ ଆଇପିଏଲ୍‌ ଇତିହାସରେ ପ୍ୟାଟ କମିନ୍ସ ସବୁଠାରୁ ମହଙ୍ଗା ଖେଳାଳି ହୋଇଛନ୍ତି। ତେବେ କେଉଁ ଖେଳାଳିଙ୍କୁ କେତେ ଟଙ୍କାରେ କେଉଁ ଦଳ କିଣିଛି ତାହା ଏଠରେ ଆମେ ଆପଣଙ୍କୁ କହିବାକୁ ଯାଉଛୁ…

୧. ରୋଭମାନ ପାୱେଲ(ୱେଷ୍ଟଇଣ୍ଡିଜ)- ୭.୪୦ କୋଟିରେ ରାଜସ୍ଥାନ ରୟାଲ୍ସ କିଣିଛି
୨. ହ୍ୟାରି ବ୍ରୁକ(ଇଂଲଣ୍ଡ)- ୪ କୋଟିରେ ଦିଲ୍ଲୀ କ୍ୟାପିଟାଲ୍ସ କିଣିଛି
୩. ଟ୍ରାଭିସ ହେଡ୍‌(ଅଷ୍ଟ୍ରେଲିଆ)- ୬.୮୦ କୋଟିରେ କିଣିଛି ସନରାଇଜର୍ସ ହାଇଦ୍ରାବାଦ
୪. ଓ୍ବାନିନ୍ଦୁ ହାସାରଙ୍ଗା(ଶ୍ରୀଲଙ୍କା)- ୧.୫୦ କୋଟିରେ କିଣିଛି ସନରାଇଜର୍ସ ହାଇଦ୍ରାବାଦ
୫. ରଚିନ ରବିନ୍ଦ୍ର(ନ୍ୟୁଜିଲାଣ୍ଡ)- ୧.୮୦ କୋଟିରେ କିଣିଛି ଚେନ୍ନାଇ ସୁପର କିଙ୍ଗ୍ସ
୬. ଶାର୍ଦ୍ଦୁଲ ଠାକୁର(ଭାରତ)- ୪ କୋଟିରେ କିଣିଛି ଚେନ୍ନାଇ ସୁପର କିଙ୍ଗ୍ସ
୭. ଅଜମତୁଲ୍ଲାହ ଉମରଜଇ(ଆଫଗାନିସ୍ତାନ)- ୫୦ ଲକ୍ଷରେ କିଣିଛି ଗୁଜରାଟ ଟାଇଟନ୍ସ
୮. ପ୍ୟାଟ୍‌ କମିନ୍ସ(ଅଷ୍ଟ୍ରେଲିଆ)- ୨୦.୫୦ କୋଟିରେ କିଣିଛି ସନରାଇଜର୍ସ ହାଇଦ୍ରାବାଦ
୯. ଗେରାଲ୍ଡ କୋଏଟଜି(ଦକ୍ଷିଣ ଆଫ୍ରିକା)- ୫ କୋଟିରେ କିଣିଛି ମୁମ୍ବାଇ ଇଣ୍ଡିଆନ୍ସ
୧୦. ହର୍ଷଲ ପଟେଲ(ଭାରତ)- ୧୧. ୭୫ କୋଟିରେ କିଣିଛି ପଞ୍ଜାବ କିଙ୍ଗ୍ସ
୧୧. ଡେରିଲ ମିଚେଲ(ନ୍ୟୁଜିଲାଣ୍ଡ)- ୧୪ କୋଟିରେ କିଣିଛି ସନରାଇଜର୍ସ ହାଇଦ୍ରାବାଦ
୧୨. କ୍ରିସ୍‌ ଓ୍ବକ୍ସ(ଇଂଲଣ୍ଡ)- ୪.୨୦ କୋଟିରେ କିଣିଛି ପଞ୍ଜାବ କିଙ୍ଗ୍ସ


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ଯୁଦ୍ଧ ସଙ୍କଟକୁ ନେଇ ରାଜ୍ୟ ସଭାରେ ଏମିତି କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସଭାରେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଭାରତର ରଣନୀତିର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି। ପଶ୍ଚିମ…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri