Posted inଖେଳ

IPL Auction: ୧୩ ବର୍ଷୀୟ ବ୍ୟାଟରଙ୍କ ଉପରେ ଟଙ୍କା ବର୍ଷା, ଏତେ କୋଟି ଟଙ୍କାରେ କିଣିଲା ଏହି ଟିମ୍

ନୂଆଦିଲ୍ଲୀ, ୨୫।୧୧: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୫ ସିଜିନ୍ ପାଇଁ ଦୁଇ ଦିନିଆ ମେଗା ନିଲାମ ୨୪ ଏବଂ ୨୫ ନଭେମ୍ବରରେ ସାଉଦି ଆରବରରେ ଅନୁଷ୍ଠିତ ହୋଇଛି। ଏଥିରେ ୧୩ ବର୍ଷ ବୟସ୍କା ବୈଭବ ସୂର୍ୟ୍ୟବଂଶୀ ଆଲୋଡ଼ନ ସୃଷ୍ଟି କରିଛନ୍ତି।

ଏଥର ସେ ଆଇପିଏଲ ମେଗା ନିଲାମରେ ପ୍ରବେଶ କରିଥିବା ସର୍ବ କନିଷ୍ଠ କ୍ରିକେଟର ହୋଇଛନ୍ତି। ବୈଭବ ସୂର୍ୟ୍ୟବଂଶୀ ମୂଳ ମୂଲ୍ୟ ୩୦ ଲକ୍ଷ ଟଙ୍କା ଥିଲା। କିନ୍ତୁ ତାଙ୍କୁ ରାଜସ୍ଥାନ ରୟାଲ୍ସ ୧.୧୦ କୋଟି ଟଙ୍କାରେ କିଣିଛି।

ବୈଭବଙ୍କୁ କିଣିବା ପାଇଁ ରାଜସ୍ଥାନ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ କଡ଼ା ସଂଘର୍ଷ ଦେଖିବାକୁ ମିଳିଥିଲା। ଏହା ସହ ଆଇପିଏଲ୍‌ ଇତିହାସର ସର୍ବକନିଷ୍ଠ ଖେଳାଳି ରହିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ବୈଭବ ୧୨ ବର୍ଷ ବୟସରେ ରଣଜୀ ଟ୍ରଫିରେ ପଦାର୍ପଣ କରିଥିଲେ। ୧୯ ବର୍ଷରୁ କମ୍‌ ଭାରତୀୟ ଦଳର ପ୍ରତିନିଧିତ୍ୱ କରି ଅଷ୍ଟ୍ରେଲିଆ ବିପକ୍ଷରେ ମାତ୍ର ୫୮ ବଲ୍‌ରେ ଶତକ ରେକର୍ଡ କରିଥିଲେ ବୈଭବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଅଲରାଉଣ୍ଡରଙ୍କ ପାଇଁ ଗୌତମ ଗମ୍ଭୀରଙ୍କ ଉପରେ ବର୍ଷିଲେ ରବିଚନ୍ଦ୍ରନ ଅଶ୍ୱିନ

ନୂଆଦିଲ୍ଲୀ,୬।୧୨: ପୂର୍ବତନ ଭାରତୀୟ ସ୍ପିନ ବୋଲର ରବିଚନ୍ଦ୍ରନ ଅଶ୍ୱିନ ପୁଣି ଥରେ ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କରିଛନ୍ତି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ରେଞ୍ଜ ରୋଭର୍‌ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ...

ପୁଟିନଙ୍କୁ ରିଟର୍ନ ଉପହାର ଦେଲେ ମୋଦି: ରୁଷିଆ ନାଗରିକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦିଲ୍ଲୀର ହାଇଦ୍ରାବାଦ ହାଉସରେ ସାକ୍ଷାତ ହୋଇଛି। ବୈଠକ ସମୟରେ ଏକ ପ୍ରମୁଖ ଭୂରାଜନୈତିକ...

ପ୍ରଶଂସକଙ୍କ ପାଇଁ ଖୁସିଖବର: ଦକ୍ଷିଣ ଆଫ୍ରିକା ODI ସିରିଜ ପରେ ଟି-୨୦କୁ ଫେରିବେ ରୋହିତ!

ନୂଆଦିଲ୍ଲୀ,୫।୧୨: ରୋହିତ ଶର୍ମା ଭାରତୀୟ ଘରୋଇ କ୍ରିକେଟ ପ୍ରତି ଏତେ ପ୍ରତିବଦ୍ଧତା ଦେଖାଉଛନ୍ତି ଯେ ସେ କେବଳ ଲିଷ୍ଟ ଏ କ୍ରିକେଟ ନୁହେଁ ବରଂ ଟି-୨୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri