Posted inଖେଳ

IPL Auction: ଏହି ସମସ୍ତ ଷ୍ଟାର ଖେଳାଳିଙ୍କୁ କିଣିଲେନି କୌଣସି ଟିମ୍

ଜେଦାହ,୨୪ା୧୧: ଇଣ୍ଡିଆନ ପରିମିୟର ଲିଗ୍ (ଆଇପିଏଲ) ୨୦୨୫ ସିଜିନ୍ ମେଗା ନିଲାମୀରେ ସମସ୍ତ ପୂର୍ବ ରେକର୍ଡ ଭାଙ୍ଗି ଯାଇଛି। ଋଷଭ ପନ୍ତ ଆଇପିଏଲ ଇତିହାସର ସବୁଠୁ ମହଙ୍ଗା ଖେଳାଳି ହୋଇଛନ୍ତି। ତାଙ୍କୁ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ୨୭ କୋଟି ଟଙ୍କାରେ କିଣିଲା ବେଳେ ଶ୍ରେୟସ୍‌ ଆୟରଙ୍କୁ ଦିଲ୍ଲୀ ୨୬.୭୫ କୋଟି ଟଙ୍କାରେ କିଣିଥିଲା।

ତେବେ ଏହି ନିଲାମୀରେ ଅନେକ ଷ୍ଟାର ଖେଳାଳିଙ୍କୁ କ୍ରେତା ମିଳିନାହାନ୍ତି। ଅର୍ଥାତ ସେମାନଙ୍କୁ କିଣିବାକୁ କୌଣସି ଟିମ୍ ଆଗ୍ରହ ଦେଖାଇ ନାହାନ୍ତି। ଏଥିରେ ସବୁଠାରୁ ବଡ଼ ନାଁ ହେଉଛି ଅଷ୍ଟ୍ରେଲର ଡେଭିଡ ୱାର୍ନର। ତାଙ୍କର ମୂଳ ମୂଲ୍ୟ ୨ କୋଟି ଟଙ୍କା ଥିଲା। କେହି ଆଶା କରୁ ନ ଥିଲେ କି ୱାର୍ନରଙ୍କୁ କୌଣସି ଟିମ୍ କିଣିବେ ନାହିଁ।

ସେହିପରି ଇଂଲଣ୍ଡର ଉଇକେଟ କିପର ବ୍ୟାଟର ଜନି ବେୟାରଷ୍ଟୋ ଏବଂ ଭାରତୀୟ ଯୁବ ବ୍ୟାଟର ଦେବଦତ୍ତ ପାଡିକଲ, ୟଶ ଧୂଲ, ଅନମୋଲପ୍ରୀତ ସିଂହ, କାର୍ତ୍ତିକ ତ୍ୟାଗୀଙ୍କ ସହିତ ମଧ୍ୟ ସମାନ ଘଟଣା ଘଟିଛି। ସେମାନଙ୍କୁ ମଧ୍ୟ କୌଣସି ଟିମ୍ କିଣି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri