Posted inରାଜ୍ୟ

ଦୁବାଇରୁ ଓଡ଼ିଶା ଯାଏ ଚାଲିଛି ଆଇପିଏଲ୍‌ ବେଟିଂ

ଝାରସୁଗୁଡ଼ା ଅଫିସ,୨୩ା୯: ଦୁବାଇରେ ଆଇପିଏଲ୍‌ କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ପୂରା ଦେଶରେ ସକ୍ରିୟ ହୋଇ ଉଠିଛି ବେଟିଂ ର଼୍ୟାକେଟ୍‌। ଝାରସୁଗୁଡ଼ାରେ ଏହାର ଲିଙ୍କ୍‌ ଉନ୍ମୋଚନ କରିବାରେ ସଫଳ ହୋଇଛି ପୋଲିସ। ବେଟିଂରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଝାରସୁଗୁଡ଼ା ଟାଟାଗଳିର ମହମ୍ମଦ ଅକିଲ୍‌ ଆଜିଜ୍‌ ମୋତିବାଲା(୩୨) ଓ ଗୋଶାଳାର ହରିଶ ସାହୁ(୩୪)। ଏମାନଙ୍କ ନିକଟରୁ ପୋଲିସ ୬ଲକ୍ଷ ୮୦ହଜାର ଟଙ୍କା, ଏକ ନୋଟ୍‌ବୁକ୍‌ ଓ ୫ ମୋବାଇଲ୍‌ ଜବତ କରିଛି। ଏ ନେଇ ପୋଲିସ ଝାରସୁଗୁଡା ଥାନା (କେସ୍‌ ନଂ୪୭୨/୨୧)ରେ ଏକ ମାମଲା ରୁଜୁକରି ତଦନ୍ତ ଚଳାଇଛି ା

ଏସ୍‌ପି ବିକାଶ ଚନ୍ଦ୍ର ଦାସ, ଏସ୍‌ଡିପିଓ ନିର୍ମଳ ମହାପାତ୍ର ଓ ଆଇଆଇସି ସାବିତ୍ରୀ ବଳଙ୍କ ଉପସ୍ଥିତିରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଏସ୍‌ପି ଦାସ କହିଛନ୍ତି, ଝାରସୁଗୁଡ଼ାରେ ଆଇପିଏଲ୍‌ ବେଟିଂ ର଼୍ୟାକେଟ୍‌ ଚାଲିଛି ବୋଲି ବିଶେଷ ସୂତ୍ରରୁ ଖବର ମିଳିଥିଲା। ପରେ ଏସ୍‌ଡିପିଓ ମହାପାତ୍ରଙ୍କ ନେତୃତ୍ୱରେ ଆଇଆଇସି ବଳ ଏହାର ତଦନ୍ତ କରି ର଼୍ୟାକେଟ୍‌ ଠାବ କରିବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri