ଆଇପିଏଲ୍‌ ବେଟିଂ, ଜେଲଗଲେ ୬

ଦିଗପହଣ୍ଡି,୨୬ା୯(ଡି.ଏନ.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ଆଇପିଏଲ ବେଟିଂରେ ସମ୍ପୃକ୍ତ ଥିବା ୬ ଅଭିଯୁକ୍ତଙ୍କୁ ପୋଲିସ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଦିଗପହଣ୍ଡି ଥାନା ଫାସିଗୁଡ଼ା ଗ୍ରାମର ରମେଶ ଚନ୍ଦ୍ର ନାୟକ, ମଳାଭଞ୍ଜା ଗ୍ରାମର ଯୋଗୀ ବେହେରା , ପାଟପୁର ଥାନା ପୋଡ଼ାମାରି ଗ୍ରାମର କାଳୀଚରଣ ସାହୁ, ଶିବ ଶଙ୍କର ମହାନ୍ତି, ଧରମପୁର ଗ୍ରାମର ବିଜୟ କୁମାର ପ୍ରଧାନ ଏବଂ ଏ.ବାବୁଲା ଦୋରା। ଥାନା ମାମଲା ନଂ.୩୧୨/୨୧ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ସମସ୍ତ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଯାଇଛି। ସେମାନଙ୍କ ନିକଟରୁ ୮ଟି ମୋବାଇଲ ଫୋନ୍‌ ସମେତ ୧ ଲକ୍ଷ ୬୦,୫୦୦ ଟଙ୍କା ଜବତ କରାଯାଇଛି। ପାଟପୁର ଥାନା ପରିସରରେ ଖବରଦାତା ସମ୍ମିଳନୀରେ ଆସିକା ଏସ୍‌ଡିପିଓ ଉମାଶଙ୍କର ସିଂ ଏହି ସୂଚନା ଦେଇଛନ୍ତି।

ବେଆଇନ କାରବାରରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କୁ ତୁରନ୍ତ ଗିରଫ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri