Posted inଖେଳ

ଆଇପିଏଲ୍‌ ଗ୍ରାଣ୍ଡ ଫିନାଲେ: ଟସ୍‌ ଜିତିଲା ହାଇଦ୍ରାବାଦ୍‌

ଚେନ୍ନାଇ,୨୬।୫: ଆଇପିଏଲର ୧୭ତମ ସିଜନର ଫାଇନାଲ୍‌ ମ୍ୟାଚ ଚେନ୍ନାଇର ଚେପାକ ଷ୍ଟାଡିୟମରେ ସନରାଇଜର୍ସ ହାଇଦ୍ରାବାଦ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯାଉଛି। ହାଇଦ୍ରାବାଦ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି।
ଫାଇନାଲ୍‌ ପାଇଁ ୨ ଦଳ
ରହମାନୁଲ୍ଲା ଗୁରୁବାଜ (ଉଇକେଟ ରକ୍ଷକ), ସୁନୀଲ ନାରିନ, ଭେଙ୍କଟେଶ ଆୟର, ଶ୍ରେୟସ ଆୟର (ଅଧିନାୟକ), ରିଙ୍କୁ ସିଂ, ଆନ୍ଦ୍ରେ ରସେଲ, ରମଣଦୀପ ସିଂ, ମିଚେଲ ଷ୍ଟାର୍କ, ବୈଭବ ଆରୋରା, ହର୍ଷିତ ରାଣା, ବରୁଣ ଚକ୍ରବର୍ତ୍ତୀ।

ସନରାଇଜର୍ସ ହାଇଦ୍ରାବାଦ: ଟ୍ରାଭିସ ହେଡ, ଅଭିଷେକ ଶର୍ମା, ରାହୁଲ ତ୍ରିପାଠୀ, ଆଡେନ ମାର୍କ୍ରାମ, ନୀତୀଶ ରେଡ୍ଡୀ, ହେନ୍ରିଚ କ୍ଲାସେନ (ଉଇକେଟ ରକ୍ଷକ), ଶାହାବାଜ ଅହମ୍ମଦ, ପ୍ୟାଟ କମିନ୍ସ (ଅଧିନାୟକ), ଭୁବନେଶ୍ୱର କୁମାର, ଜୟଦେବ ଉନାଦକତ, ଟି ନଟରାଜନ।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ

ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ବିସିସିଆଇରୁ ଏତେ ଟଙ୍କା ପେନସନ ପାଆନ୍ତି ଏମଏସ ଧୋନୀ, ପ୍ରତି ମାସରେ ଆସୁଛି…

ନୂଆଦିଲ୍ଲୀ,୨।୧: ଭାରତକୁ ଦୁଇଟି ବିଶ୍ୱକପ ବିଜୟୀ କରାଇଥିବା ମହେନ୍ଦ୍ର ସିଂ ଧୋନୀ ହୁଏତ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, କିନ୍ତୁ ଭାରତୀୟ କ୍ରିକେଟ ସହିତ ତାଙ୍କର...

ନୂଆବର୍ଷରେ ମାଙ୍କଡ଼ କିଣିବା ପାଇଁ ମାଡ଼ପିଟ୍‌, ଗୋଟିକର ଦାମ୍‌…

ବେଜିଂ,୨ା୧: ନୂଆବର୍ଷ ପାଇଁ ଚାଇନାରେ ମାଙ୍କଡ଼ର ପ୍ରବଳ ଚାହିଦା ବଢ଼ିଛି। ପୂର୍ବରୁ କିଛି ହଜାର ଟଙ୍କାରେ ବିକ୍ରି ହେଉଥିବା ମାଙ୍କଡ଼ଗୁଡ଼ିକ ଏବେ ବେଜିଂରେ ୨୫ ଲକ୍ଷ...

IND vs BAN: ଚଳିତ ବର୍ଷ ବାଂଲାଦେଶ ଗସ୍ତ କରିପାରେ ଭାରତୀୟ ଟିମ, BCCIକୁ ନିମନ୍ତ୍ରଣ, ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨।୧: ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଶୁକ୍ରବାର ଘୋଷଣା କରିଛି ଯେ ଭାରତୀୟ ଦଳ ଚଳିତ ବର୍ଷ ସେପ୍ଟେମ୍ବରରେ ବାଂଲାଦେଶ ଗସ୍ତ କରିବ, ଯେଉଁଠାରେ ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri