ଆଇପିଏଲ୍‌: ଦିଲ୍ଲୀ ସାମ୍ନାରେ ୧୬୩ ରନ୍‌ ଟାର୍ଗେଟ୍‌ ରଖିଲା ହାଇଦ୍ରାବାଦ୍‌

ଆବୁଧାବି, ୨୯।୯: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣର ୧୧ତମ ମୁକାବିଲାରେ ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍‌ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ପରସ୍ପର ସାମ୍ନା ସାମ୍ନି ହୋଇଛନ୍ତି। ସ୍ଥାନୀୟ ଶେଖ୍‌ ଜାୟେଦ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ଜିତି ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ସନ୍‌ରାଇଜର୍ସକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ହାଇଦ୍ରାବାଦ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ୍‌ ହରାଇ ୧୬୨ ରନ୍‌ ସଂଗ୍ରହ କରିଛି। ଦଳ ପକ୍ଷରୁ ଅଧିନାୟକ ଡେଭିଡ୍‌ ଓ୍ବାର୍ନର ୪୫, ଜନ୍ନୀ ବେୟାରଷ୍ଟୋ ୫୩ ଓ କେନ୍‌ ଓ୍ବିଲିୟମସନ ୪୧ ରନ କରିଥିଲେ। ସଫଳ ବୋଲର ଭାବେ ଦିଲ୍ଲୀ ପକ୍ଷରୁ କାଗିସୋ ରାବାଡା ଓ ଅମିତ୍‌ ମିଶ୍ରା ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri