ଆଇପିଏଲ୍‌: ଦିଲ୍ଲୀ ସାମ୍ନାରେ ୧୬୩ ରନ୍‌ ଟାର୍ଗେଟ୍‌ ରଖିଲା ହାଇଦ୍ରାବାଦ୍‌

ଆବୁଧାବି, ୨୯।୯: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣର ୧୧ତମ ମୁକାବିଲାରେ ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍‌ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ପରସ୍ପର ସାମ୍ନା ସାମ୍ନି ହୋଇଛନ୍ତି। ସ୍ଥାନୀୟ ଶେଖ୍‌ ଜାୟେଦ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ଜିତି ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ସନ୍‌ରାଇଜର୍ସକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ହାଇଦ୍ରାବାଦ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ୍‌ ହରାଇ ୧୬୨ ରନ୍‌ ସଂଗ୍ରହ କରିଛି। ଦଳ ପକ୍ଷରୁ ଅଧିନାୟକ ଡେଭିଡ୍‌ ଓ୍ବାର୍ନର ୪୫, ଜନ୍ନୀ ବେୟାରଷ୍ଟୋ ୫୩ ଓ କେନ୍‌ ଓ୍ବିଲିୟମସନ ୪୧ ରନ କରିଥିଲେ। ସଫଳ ବୋଲର ଭାବେ ଦିଲ୍ଲୀ ପକ୍ଷରୁ କାଗିସୋ ରାବାଡା ଓ ଅମିତ୍‌ ମିଶ୍ରା ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଷ୍ଟ ଜୋନ୍‌ ସ୍ନୁକର: ଶ୍ୟାମ, ଉଦ୍ଭାସଙ୍କ ପ୍ରଭାବୀ ପ୍ରଦର୍ଶନ

ଭୁବନେଶ୍ୱର, ୭।୯(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ ପଟିଆ ସ୍ଥିତ ୬ ପକେଟ୍ସଠାରେ ଚାଲିଥିବା ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌ର ଦ୍ୱିତୀୟ ଦିବସରେ ଶ୍ୟାମ ଅଗ୍ରଓ୍ବାଲ ଓ ଉଦ୍ଭାସ...

ପୂର୍ବତନ ହକି ଖେଳାଳି ବଲ୍‌ବୀରଙ୍କ ପରଲୋକ

ନୂଆଦିଲ୍ଲୀ, ୧ା୩ (ପି.ଟି.)-ଭାରତର ପୂର୍ବତନ ହକି ଖେଳାଳି ବଲ୍‌ବୀର ସିଂ କୁଲାରଙ୍କ ଦୃଦ୍‌ଘାତରେ ପରଲୋକ ଘଟିଛି। ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ୧୯୬୮ ଅଲିମ୍ପିକ୍ସ...

ବିସିସିଆଇ ସିଏଫ୍‌ଓଙ୍କ ଇସ୍ତଫା

ନୂଆଦିଲ୍ଲୀ, ୯ା୧୧ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଚିଫ୍‌ ଫାଇନାନ୍‌ସିଆଲ ଅଫିସର (ସିଏଫ୍‌ଓ) ସନ୍ତୋଷ ରାଙ୍ଗନେକର ଶୁକ୍ରବାର ତାଙ୍କ ପଦବୀରୁ ଇସ୍ତଫା ପ୍ରଦାନ...

ଏହି ଖେଳନା ଧରି ପିଲାବେଳେ ଖେଳୁଥିଲେ ବିରାଟ କୋହଲି

ଭାରତୀୟ କ୍ରିକେଟ୍‌ ଟିମ୍‌ର ଜଣେ ଆଗଧାଡ଼ିର ଖେଳାଳି ବିରାଟ କୋହଲିଙ୍କର ଜନ୍ମ ୫ ନଭେମ୍ବର ୧୯୮୮ ମସିହାରେ ଦିଲ୍ଲୀର ପଞ୍ଜାବୀ ପରିବାରରେ ହୋଇଥିଲା। ତାଙ୍କର ପିତା...

ଇନ୍ଦୋର ଟେଷ୍ଟ: ଭାରତର ଇନିଂସ ବିଜୟ: ୩ ଦିନରେ ଖେଳ ଶେଷ, ଅଗ୍ରଓ୍ବାଲ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌

ଇନ୍ଦୋର,୧୬।୧୧(ପି.ଟି.): ଯୁବ ଓପନର ମୟଙ୍କ ଅଗ୍ରଓ୍ବାଲଙ୍କ ଦ୍ୱିଶତକ ଓ ପରେ ଦ୍ରୁତ ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ ବଳରେ ଭାରତୀୟ କ୍ରିକେଟ ଦଳ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ...

ଏଫସି ଗୋଆରେ ମୁର୍ଗାଓକର

ମୁମ୍ବାଇ, ୨।୧୦(ପି.ଟି.):ଗୋଆ ଫରଓ୍ବାର୍ଡ ଦେବେନ୍ଦ୍ର ମୁର୍ଗାଓକର ଇଣ୍ଡିଆନ ସୁପରଲିଗ୍‌(ଆଇଏସ୍‌ଏଲ) ଫ୍ରାଞ୍ଚାଇଜ୍‌ ଏଫସି ଗୋଆ ଦଳରେ ଯୋଗ ଦେଇଛନ୍ତି। ୨୧ ବର୍ଷୀୟ ଦେବେନ୍ଦ୍ର ପୂର୍ବରୁ ସାଲଗାଓକର ଦଳରେ...

ଅଲ୍‌ ଇଂଲଣ୍ଡ ଚାମ୍ପିୟନଶିପ୍‌: ଏକ୍ସେଲସେନ୍‌, ତାଇ ଜୁଙ୍କୁ ଟାଇଟଲ

ବର୍ମିଂହାମ୍‌,୧୬ା୩ (ପି.ଟି.)-ଅଲ୍‌ ଇଂଲଣ୍ଡ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ରେ ଡେନମାର୍କର ଭିକ୍ଟର ଏକ୍ସେଲସେନ୍‌ ପ୍ରଥମଥର ପୁରୁଷ ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ଅନ୍ୟପକ୍ଷରେ ପୂର୍ବରୁ ଏଠାରେ ଦୁଇଥର ଚାମ୍ପିୟନ...

ପୂର୍ବତନ ଇଂଲଣ୍ଡ ଡିଫେଣ୍ଡର ସାନ୍‌ସୋମ ହସ୍ପିଟାଲରେ ଭର୍ତ୍ତି

ଲଣ୍ଡନ,୧୬।୫(ଏଏଫ୍‌ପି): ଇଂଲଣ୍ଡର ପୂର୍ବତନ ଫୁଟବଲର କେନି ସାନସୋମ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ୧୯୮୬ରେ ‘ହ୍ୟାଣ୍ଡ ଅଫ୍‌ ଓ୍ବାଲର୍‌ଡ କପ୍‌ କ୍ୱାର୍ଟର ଫାଇନାଲ’ ଖେଳିଥିବା ଏହି ପୂର୍ବତନ...


Coronavirus Update

Archives

Model This Week

Why Dharitri