Posted inଖେଳ

IPL ମହାମୁକାବିଲା: ପଞ୍ଜାବକୁ ମାତ୍ର ଏତିକି ରନ୍‌ର ଟାର୍ଗେଟ ଦେଲା RCB

ଅହମ୍ମଦାବାଦ,୩।୬: ଆଇପିଏଲ୍‌ ୨୦୨୫ ଫାଇନାଲ ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୯ ଉଇକେଟ ହରାଇ ୧୯୦ ରନ୍‌ କରିଛି। ଫଳରେ ପଞ୍ଜାବ କିଙ୍ଗ୍ସକୁ ୧୯୧ ରନ୍‌ର ଟାର୍ଗେଟ ମିଳିଛି। ଆର୍‌ସିବି ପକ୍ଷରୁ ବିରାଟ କୋହଲି ସର୍ବାଧିକ ରନ୍‌ କରିଛନ୍ତି। ସେ ୩୫ ବଲ୍‌ରେ ୪୩ ରନ୍‌ କରିଛନ୍ତି। ଏହାଛଡ଼ା ଜିତେଶ ଶର୍ମା ୧୦ ବଲ୍‌ରେ ୨୪ ରନ୍‌ର ଦ୍ରୁତ ଇନିଂସ ଖେଳିଛନ୍ତି। ପଞ୍ଜାବ ପକ୍ଷରୁ କାଇଲ ଜେମିସନ ଏବଂ ଅର୍ଶଦୀପ ସିଂ ୩ ଉଇକେଟ ଲେଖାଏ ନେଇଛନ୍ତି।

IPLରେ କେଉଁ ଦଳ ଚାମ୍ପିଅନ ହୋଇଛନ୍ତି?
ଏହା IPLର ୧୮ତମ ସିଜିନ ଏବଂ ଗତ ୧୭ ସିଜିନ ମଧ୍ୟରେ ୩ଟି ଦଳ ପ୍ରାଧାନ୍ୟ ବିସ୍ତାର କରିଛନ୍ତି। ଚେନ୍ନାଇ ସୁପର କିଙ୍ଗସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ପ୍ରତ୍ୟେକ ୫ଟି ଲେଖାଏ ଟାଇଟଲ ଜିତିଛନ୍ତି। ସେହିଭଳି କୋଲକାତା ନାଇଟ ରାଇଡର୍ସ ୩ ଥର ଟ୍ରଫି ଉଠାଇଛନ୍ତି। ଏଗୁଡ଼ିକ ବ୍ୟତୀତ ବାକି ୪ଟି ଦଳ IPL ଟ୍ରଫି ଜିତିଛନ୍ତି।

ରାଜସ୍ଥାନ ରୟାଲ୍ସ- ୨୦୦୮
ଡେକାନ ଚାର୍ଜର୍ସ- ୨୦୦୯
ସନରାଇଜର୍ସ ହାଇଦ୍ରାବାଦ- ୨୦୧୬
ଗୁଜରାଟ ଟାଇଟନ୍ସ- ୨୦୨୨


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri