Posted inଖେଳ

IPL ମହାମୁକାବିଲା: ପଞ୍ଜାବକୁ ମାତ୍ର ଏତିକି ରନ୍‌ର ଟାର୍ଗେଟ ଦେଲା RCB

ଅହମ୍ମଦାବାଦ,୩।୬: ଆଇପିଏଲ୍‌ ୨୦୨୫ ଫାଇନାଲ ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୯ ଉଇକେଟ ହରାଇ ୧୯୦ ରନ୍‌ କରିଛି। ଫଳରେ ପଞ୍ଜାବ କିଙ୍ଗ୍ସକୁ ୧୯୧ ରନ୍‌ର ଟାର୍ଗେଟ ମିଳିଛି। ଆର୍‌ସିବି ପକ୍ଷରୁ ବିରାଟ କୋହଲି ସର୍ବାଧିକ ରନ୍‌ କରିଛନ୍ତି। ସେ ୩୫ ବଲ୍‌ରେ ୪୩ ରନ୍‌ କରିଛନ୍ତି। ଏହାଛଡ଼ା ଜିତେଶ ଶର୍ମା ୧୦ ବଲ୍‌ରେ ୨୪ ରନ୍‌ର ଦ୍ରୁତ ଇନିଂସ ଖେଳିଛନ୍ତି। ପଞ୍ଜାବ ପକ୍ଷରୁ କାଇଲ ଜେମିସନ ଏବଂ ଅର୍ଶଦୀପ ସିଂ ୩ ଉଇକେଟ ଲେଖାଏ ନେଇଛନ୍ତି।

IPLରେ କେଉଁ ଦଳ ଚାମ୍ପିଅନ ହୋଇଛନ୍ତି?
ଏହା IPLର ୧୮ତମ ସିଜିନ ଏବଂ ଗତ ୧୭ ସିଜିନ ମଧ୍ୟରେ ୩ଟି ଦଳ ପ୍ରାଧାନ୍ୟ ବିସ୍ତାର କରିଛନ୍ତି। ଚେନ୍ନାଇ ସୁପର କିଙ୍ଗସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ପ୍ରତ୍ୟେକ ୫ଟି ଲେଖାଏ ଟାଇଟଲ ଜିତିଛନ୍ତି। ସେହିଭଳି କୋଲକାତା ନାଇଟ ରାଇଡର୍ସ ୩ ଥର ଟ୍ରଫି ଉଠାଇଛନ୍ତି। ଏଗୁଡ଼ିକ ବ୍ୟତୀତ ବାକି ୪ଟି ଦଳ IPL ଟ୍ରଫି ଜିତିଛନ୍ତି।

ରାଜସ୍ଥାନ ରୟାଲ୍ସ- ୨୦୦୮
ଡେକାନ ଚାର୍ଜର୍ସ- ୨୦୦୯
ସନରାଇଜର୍ସ ହାଇଦ୍ରାବାଦ- ୨୦୧୬
ଗୁଜରାଟ ଟାଇଟନ୍ସ- ୨୦୨୨


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ନିରାଶ କଲା ରୁଷିଆ, ଖାମେନେଇ ଆମେରିକା ବିରୁଦ୍ଧରେ ଅଧିକ ସମର୍ଥନ ପାଇଁ ପୁଟିନଙ୍କୁ ଲେଖିଲେ ଚିଠି

ନୂଆଦିଲ୍ଲୀ,୨୩।୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକାର ସାମ୍ପ୍ରତିକ ସାମରିକ କାର୍ଯ୍ୟାନୁଷ୍ଠାନ ପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଅଧିକ ସମର୍ଥନ ପାଇଁ...

ଟି୨୦ ବିଶ୍ୱକପ୍‌ ଖେଳିବ କାନାଡା

ଓଣ୍ଟାରିଓ(କାନାଡା),୨୩ା୬: ଆମେରିକାରେ ଅନୁଷ୍ଠତି କ୍ୱାଲିଫାୟର୍ସରେ ବାହାମାସକୁ ୭ଉଇକେଟରେ ପରାସ୍ତ କରି କାନାଡାର ପୁରୁଷ କ୍ରିକେଟ ଦଳ ଆସନ୍ତା ବର୍ଷ ଭାରତ ଓ ଶ୍ରୀଲଙ୍କାରେ ଅନୁଷ୍ଠିତ ହେବାକୁଥିବା...

ଦାରିଙ୍ଗବାଡି ଅଞ୍ଚଳରେ ପ୍ରବଳ ବର୍ଷା, ଫୁଲିଲାଣି ଗୁମାଡ଼ି , ଯୋଗାଯୋଗ ବିଚ୍ଛିନ୍ନ

ଦାରିଙ୍ଗବାଡି,୨୩।୬(ଅରୁଣ ସାହୁ):  କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ସୋମବାର ଭୋର ସମୟରୁ ପ୍ରବଳ ବର୍ଷା ଜାରିରହିଛି। ଫଳରେ ଅଞ୍ଚଳରେ ବୋହିଯାଉଥିବା ଏକାଧିକ ନଦୀରେ ଜଳସ୍ତର...

ଯୁବପିଢ଼ିଙ୍କୁ ପଛରେ ପକାଇଦେବେ ୮୦ ବର୍ଷୀୟା ବୃଦ୍ଧା, ଶାଢ଼ି ପିନ୍ଧି ଚଲାଇଲେ ଟ୍ରାକ୍ଟର, ଭିଡିଓ ଦେଖିଲେ…

ସୋସିଆଲ ମିଡିଆ ପୁଣିଥରେ ଏକ ହୃଦୟସ୍ପର୍ଶୀ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ଜଣେ ୮୦ ବର୍ଷୀୟା ବୃଦ୍ଧା ତାଙ୍କ ବୟସକୁ ପଛରେ ପକାଇବା ସହ ଆଜିର...

ଯୁଦ୍ଧ ମଧ୍ୟରେ ତେଲ ଉପରେ ନିର୍ଭରଶୀଳତା ହ୍ରାସ କରିବା ପାଇଁ ବଡ଼ ନିଷ୍ପତି ନେଲା ମଧ୍ୟପ୍ରାଚ୍ୟର ଏହି ଦେଶ…

ନୂଆଦିଲ୍ଲୀ,୨୩ା୬: ଓମାନ ଉପସାଗରୀୟ ରାଷ୍ଟ୍ରମାନଙ୍କ ମଧ୍ୟରେ ପ୍ରଥମ ଦେଶ ଭାବେ ଆୟକର ଲାଗୁ କରିବାକୁ ଯାଉଛି, ଯାହା ତେଲ ଉପରେ ନିର୍ଭରଶୀଳତା ହ୍ରାସ କରି ସରକାରୀ...

ପୁରାତନ କଳା-ସଂସ୍କୃତି-ପରମ୍ପରାରେ ହେବ ରଥଯାତ୍ରା, ୨୭ରେ ରଥଟଣା

ଧର୍ମଶାଳା,୨୩ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଭାଲୁଖାଇ ଜଗନ୍ନାଥ ମନ୍ଦିରରେ ଆସନ୍ତା ୨୭ ତାରିଖରେ ଏକାଦଶ ବାର୍ଷିକ ଶ୍ରୀ ଗୁଣ୍ଡିଚା ରଥଯାତ୍ରା ମହାଆଡ଼ମ୍ବର ସହକାରେ ପାଳିତ...

ପୂର୍ବ ସରକାରଙ୍କୁ ସିଧା ସିଧା ଏମିତି ଶୁଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ୨୪ ବର୍ଷ ଶାସନ ଭିତରେ…

ଆସିକା,୨୩ା୬(ସୁରେନ୍ଦ୍ର ନାଥ ସାହୁ): ଭାଜପା ସରକାର ଶାସନର ଏକ ବର୍ଷ ପୂର୍ତ୍ତି ଉତ୍ସବ ଅବସରରେ ସୋମବାର ଗଞ୍ଜାମ ଜିଲା ଆସିକା ବିଜ୍ଞାନ ମହାବିଦ୍ୟାଳୟ ପଡ଼ିଆରେ ରାଜ୍ୟ...

ଚିକିତ୍ସା ଅବହେଳାରୁ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଅଭିଯୋଗ

କଟକ,୨୩।୬: ଚିକିତ୍ସାରେ ଅବହେଳାରୁ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଥିବା ସୋମବାର ଅଭିଯୋଗ ହୋଇଛି। ମୃତ ବିଚାରାଧୀନ ବନ୍ଦୀ ହରିୟାଣାର। ସେ ବ୍ରହ୍ମପୁର ଜେଲରେ ବିଚାରାଧୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri