ବାରବାଟୀ ଷ୍ଟାଡିୟମରେ ହେବ ଆଇପିଏଲ ମ୍ୟାଚ!

କଟକ,୨୨।୨: କଟକ ବାରବାଟୀ ଷ୍ଟାଡିୟମରେ ଆଇପିଏଲ ମ୍ୟାଚ ହୋଇପାରେ। ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମ ୨ଟି ମ୍ୟାଚ କଟକ ଏବଂ ପୁଣେରେ ଖେଳିପାରେ। ଅରୁଣ ଜେଟଲୀ ଷ୍ଟାଡିୟମ ପ୍ରସ୍ତୁତ ନ ଥିବାରୁ ଅନ୍ୟତ୍ର ମ୍ୟାଚ ହେବା ନେଇ ସୂତ୍ରରୁ ପ୍ରକାଶ ପାଇଛି।

ବିଗତ ଦିନରେ ମଧ୍ୟ ଏଠାରେ ଆଇପିଏଲ ମ୍ୟାଚ ଆୟୋଜିତ ହୋଇଛି । ବାରବାଟୀ ଷ୍ଟାଡିୟମରେ ମୋଟ ୭ଟି ଆଇପିଏଲ ମ୍ୟାଚ ଖେଳାଯାଇଛି। ତେବେ ୨୦୧୪ରେ ଶେଷଥର ପାଇଁ ବାରବାଟୀ ଷ୍ଟାଡିୟମରେ ଆଇପିଏଲ ମ୍ୟାଚ ଖେଳାଯାଇଥିଲା । ଇଣ୍ଡିଆନ ପ୍ରିମିୟର ଲିଗ୍‌ର ପୂର୍ବତନ ଫ୍ରାଞ୍ଚାଇଜ ଡେକାନ ଚାର୍ଜର୍ସ, ପଞ୍ଜାବ କିଙ୍ଗ୍ସ ମଧ୍ୟ ବାରବାଟୀକୁ ନିଜର ହୋମ ଗ୍ରାଉଣ୍ଡ କରିଥିଲେ। ଏହା ପରେ ଦୀର୍ଘ ୧୦ ବର୍ଷ ବିତି ଯାଇଥିଲେ ମଧ୍ୟ ବାରବାଟୀକୁ ଗୋଟିଏ ହେଲେ ବି ଆଇପିଏଲ ମ୍ୟାଚ ମିଳିପାରିନାହିଁ ।

 


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ଡପ୍‌ଲର ୱେଦର ରାଡାରର ଉଦ୍‌ଘାଟନ

ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ…

୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି…

ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍‌ଫୁସ୍‌, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…

ଗ୍ଲୋବାଲ୍‌ CEO ରାଉଣ୍ଡଟେବୁଲ୍‌ ବୈଠକରେ ବଡ଼ ଘୋଷଣା କଲେ ମୋଦି, ୧ କୋଟି ଲୋକଙ୍କୁ…

ନୂଆଦିଲ୍ଲୀ,୧୬।୯: ‘ସେବା ତୀର୍ଥ’ରେ ବିଶ୍ୱର ପ୍ରମୁଖ ସେମିକଣ୍ଡକ୍ଟର କମ୍ପାନୀଗୁଡ଼ିକର CEOଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶର ବୈଷୟିକ ଭବିଷ୍ୟତ ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?