Posted inଖେଳ

ଫେବୃୟାରୀ ୭ରେ ହୋଇପାରେ ମେଗା ଆଇପିଏଲ୍‌ ଅକ୍‌ଶନ

ନୂଆଦିଲ୍ଲୀ,୨୨।୧୨: ଆସନ୍ତା ଫେବୃୟାରୀ ୭ ଓ ୮ ତାରିଖ ବେଙ୍ଗାଲୁରୁଠାରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ମେଗା ଅକ୍‌ଶନ ହୋଇପାରେ। ଏ ନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଯୋଜନା କରୁଥିବା ଜଣେ ଅଧିକାରୀ ବୁଧବାର କହିଛନ୍ତି।

“ଆଇପିଏଲର ମୂଳ ଫ୍ରାଞ୍ଚାଇଜ ଅରାଜି ହେଉଥିବାରୁ ଏହା ଅନ୍ତିମ ମେଗା ଅକଶନ ହୋଇପାରେ। ଯଦି କୋଭିଡ୍‌-୧୯ ମହାମାରୀ ସ୍ଥିତି ନିୟନ୍ତ୍ରଣରେ ରୁହେ, ତେବେ ଭାରତରେ ହିଁ ଆଇପିଏଲ ମେଗା ଅକ୍‌ଶନ ହେବ। ଏହି ଦୁଇ ଦିନିଆ ଇଭେଣ୍ଟ ଫେବୃୟାରୀ ୭ ଓ ୮ ତାରିଖରେ ହେବ। ପୂର୍ବ ବର୍ଷ ଭଳି ଏଥର ମଧ୍ୟ ବେଙ୍ଗାଲୁରୁରେ ଅକଶନ ଆୟୋଜନ କରିବାକୁ ଯୋଜନା କରୁଛୁ” ବୋଲି ଜଣେ ବରିଷ୍ଠ ଅଧିକାରୀ ନା ନ କହିବା ସର୍ତ୍ତରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri