Posted inଖେଳ

ରବି ଶାସ୍ତ୍ରୀଙ୍କ ଭବିଷ୍ୟବାଣୀ: ୧୦ ଟିମ ମଧ୍ୟରୁ ଏହି ଟିମ ହେବ ୨୦୨୩ ଆଇପିଏଲର ଚାମ୍ପିୟନ

ନୂଆଦିଲ୍ଲୀ,୫।୫: ଆଇପିଏଲର ଡିଫେଣ୍ଡିଂ ଚାମ୍ପିୟନ ଗୁଜରାଟ ଟାଇଟଂସର ଜଲଓ୍ବା ଏହି ସିଜନରେ ବି ରହିଛି। ଏପଟେ ସଂଞ୍ଜୁ ସ୍ୟାମସନର ଅନୁଗାମୀ ରାଜସ୍ଥାନ ଟିମ ବି ଭଲ ପରଫରମାନ୍ସ କରୁଛି। ଏହି ସିଜନର ପ୍ଲେ ଅଫ ରେସରେ ଉଭୟ ଟିମ ଖୁବ ଆଗରେ ରହିଛନ୍ତି।
ପ୍ଲେଅଫର ଆରମ୍ଭ ପୂର୍ବରୁ ଭାରତର ପୂର୍ବତନ କୋଚ ରବି ଶାସ୍ତ୍ରୀ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅନୁଗାମି ଭଲ ପରଫରମାନ୍ସ ଦେଉଥିବା ଗୁଜରାଟ ଟିମକୁ ନେଇ ଏକ ଭବିଷ୍ୟବାଣୀ କରିଛନ୍ତି। ଶାସ୍ତ୍ରୀ କହିଛନ୍ତି, ଏହି ସିଜନରେ ଗୁଜରାଟ ଟାଇଟଂସ ହିଁ ଆଇପିଏଲ ୨୦୨୩ର ବିଜେତା ଟିମ ହେବ।
ଷ୍ଟାର ସ୍ପୋର୍ଟସର କାର୍ଯ୍ୟକ୍ରମ କ୍ରିକେଟ ଲାଇଭରେ କହିବା ସମୟରେ ରବି ଶାସ୍ତ୍ରୀ କହିଛନ୍ତି, ବର୍ତ୍ତମାନର ଫର୍ମ ଓ ଟିମରେ ଥିବା ଖେଳାଳିଙ୍କ ପରଫରମାନ୍ସକୁ ଦେଖିଲେ ମୋତେ ଲାଗୁଛି କି ଏହି ସିଜନରେ ଗୁଜରାଟ ଟ୍ରଫି ହାତେଇପାରେ। ଏଥିରେ ୭-୮ଜଣ ଖେଳାଳି ଭଲ ପରଫରମାନ୍ସ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri