ଓଡ଼ିଶାରେ IPL ଟ୍ରଫି: ଶ୍ରୀମନ୍ଦିରରେ ହେଲା ପୂଜା

ପୁରୀ,୧୬।୨: ଶ୍ରୀକ୍ଷେତ୍ର ପୁରୀରେ ଏକ ବିରଳ ଘଟଣା ଦେଖିବାକୁ ମିଳିଛି। ରବିବାର ଆଗାମୀ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) କ୍ରିକେଟ୍ ମ୍ୟାଚ୍ ର ଟ୍ରଫି ମହାପ୍ରଭୁ ଜଗନ୍ନାଥ ମନ୍ଦିରକୁ ନିଆଯାଇଥିଲା। ସେଠାରେ ସେବାୟତମାନେ ଟ୍ରଫିକୁ ପୂଜାର୍ଚ୍ଚନା କରିଥିଲେ। ଟ୍ରଫି ଦେଖିବା ପାଇଁ ସେଠାରେ ବହୁ ସଂଖ୍ୟାରେ ଲୋକ ଜମା ହୋଇଥିଲେ।

ମାର୍ଚ୍ଚ ମାସରୁ IPL ମ୍ୟାଚ୍ ଅନୁଷ୍ଠିତ ହେବାକୁ ଥିବାରୁ, ରବିବାର ପୁରୀର ଶ୍ରୀମନ୍ଦିରକୁ IPL ଟ୍ରଫି ଅଣାଯାଇଛି ଏବଂ ପୂଜାର୍ଚ୍ଚନା କରାଯାଇଛି। ଦେଶର ପ୍ରସିଦ୍ଧ ମନ୍ଦିରଗୁଡ଼ିକୁ IPL ଟ୍ରଫି ନିଆଯାଇ ପୂଜାର୍ଚ୍ଚନା କରାଯିବ ବୋଲି ସୂଚନା ମିଳିଛି।

ଉଲ୍ଲେଖଯୋଗ୍ୟ ଯେ କୋଲକାତା ନାଇଟ୍ ରାଇଡର୍ସ ଗତବର୍ଷ IPL ଟ୍ରଫି ଜିତିଥିଲେ ମଧ୍ୟ, ଦଳର ସଦସ୍ୟମାନେ ବର୍ତ୍ତମାନର IPL ଟ୍ରଫିକୁ କିପରି ନିଜ ପାଖରେ ରଖିବେ ସେ ବିଷୟରେ ଆଶାବାଦୀ ଅଛନ୍ତି। ଅନ୍ୟପକ୍ଷରେ, ଶ୍ରୀମନ୍ଦିରର ସେବାୟତମାନେ IPL ଟ୍ରଫି ଦେଖିବା ପରେ ବହୁତ ଉତ୍ସାହିତ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri