Posted inଖେଳ

ଏହି ଦେଶରେ ହେବନାହିଁ ଆଇପିଏଲ୍‌ ପ୍ରସାରଣ, କାହିଁକି ଜାଣନ୍ତୁ…

ଢାକା,୩୧ା୩: ଭାରତର ପ୍ରସାରଣକାରୀ ସଂସ୍ଥା ଜିଓଷ୍ଟାର ବାଂଲାଦେଶରେ ଚଳିତ ବର୍ଷର ଆଇପିଏଲ୍‌ ପ୍ରସାରଣ ଚୁକ୍ତିକୁ ବରଖାସ୍ତ କରିଛି। ସ୍ଥାନୀୟ ସାଥି କମ୍ପାନୀ ପାଉଣା ଦେବାରେ ବିଫଳ ହୋଇଥିବାରୁ ଜିଓଷ୍ଟାର ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି।

ଗତ ଜାନୁଆରୀରେ ବିସିସିଆଇର ନିର୍ଦ୍ଦେଶକ୍ରମେ କୋଲକାତା ନାଇଟ୍‌ ରାଇଡର୍ସ ମୁସ୍ତାଫିଜୁର ରହମାନଙ୍କୁ ବାଦ୍‌ ଦେବା ପରେ ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣକୁ ବ୍ୟାନ କରାଯାଇଥିଲା। ମାତ୍ର ବର୍ତ୍ତମାନ ବାଂଲାଦେଶ ବ୍ୟାନ ନିଷ୍ପତ୍ତିକୁ ପୁନଃ ବିଚାର କରୁଛି। ହେଲେ ଜିଓଷ୍ଟାର ଚୁକ୍ତିକୁ ବାତିଲ କରିଥିବାରୁ ଚଳିତ ଆଇପିଏଲ୍‌କୁ କୌଣସି ସ୍ଥାନୀୟ ଚ୍ୟାନେଲ ପ୍ରସାରଣ କରିପାରିବେ ନାହିଁ।

ପ୍ରସାରଣକାରୀ ଚ୍ୟାନେଲ ଟିସ୍ପୋଟର୍‌ସକୁ ଗତ ଫେବୃଆରୀ ୧୭ ତାରିଖରେ ଜିଓ ଷ୍ଟାର ପକ୍ଷରୁ ପଠାଯାଇଥିବା ମେଲରେ ଚୁକ୍ତିକୁ ତୁରନ୍ତ ବରଖାସ୍ତ କରାଯାଉଥିବା ଉଲ୍ଲେଖ ରହିଥିଲା। ଟିସ୍ପୋଟର୍‌ସ ୨୦୨୩ରୁ ୨୦୨୭ ପର୍ଯ୍ୟନ୍ତ ବାଂଲାଦେଶରେ ଆଇପିଏଲ ପ୍ରସାରଣ ଲାଗି ଜିଓଷ୍ଟାରଠାରୁ ଲାଇସେନ୍ସ ନେଇଥିଲା। ହେଲେ ଟିସ୍ପୋଟର୍‌ସ ଚୁକ୍ତି ଅନୁଯାୟୀ, ନିର୍ଦ୍ଧାରିତ ସମୟରେ ପାଉଣା ଦେବାରେ ବିଫଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?