Posted inଖେଳ

ବିଜୟ ପରେ ସମସ୍ତଙ୍କଠାରୁ ଦୂରରେ ଛିଡ଼ା ହୋଇଥିଲେ ଅଧିନାୟକ ରୋହିତ ଶର୍ମା: ଜାଣନ୍ତୁ କାହିଁକି…

ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ର ୧୩ତମ ସଂସ୍କରଣରେ ବାଜି ମାରିଛି ମୁମ୍ବାଇ ଇଣ୍ଡିଆନ୍ସ। ଉଭୟ ବୋଲିଂ ଓ ବ୍ୟାଟିଂରେ ଚମତ୍କାରିତା ଦେଖାଇ ଏହି ଦଳ ମଙ୍ଗଳବାର ଅନୁଷ୍ଠିତ ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୫ ଓ୍ବିକେଟରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ୨୦୧୩, ୨୦୧୫, ୨୦୧୭, ୨୦୧୯ରେ ଚାମ୍ପିୟନ୍‌ ଏବଂ ୨୦୧୦ରେ ରନର୍ସଅପ୍‌ ହୋଇଥିଲା। ମୁମ୍ବାଇ ଇଣ୍ଡିଆନ୍ସ ବିଜୟର ଅବଦାନ ସମସ୍ତ ଖେଳାଳିକୁ ଯାଉଛି। କିନ୍ତୁ ଅଧିନାୟକ ରୋହିତ ଶର୍ମାଙ୍କ କ୍ରମାଗତ ଭାବରେ ଭଲପ୍ରଦର୍ଶନ ଏବଂ ଉନ୍ନତ ଦଳ ପରିଚାଳନା ଯୋଗୁ ଏହି ସଫଳତା ମିଳିପାରିଛି। ଖାଲି ସେତିକି ନୁହେଁ, ସିରିଜ୍‌ ଜିତିବା ପରେ ମଧ୍ୟ ରୋହିତ ନିଜର ମହାନତା ଦେଖାଇଥିଲେ। ନିଜେ ଏକ କୋଣରେ ଛିଡାହୋଇ ୟଙ୍ଗ୍‌ ପ୍ଲେୟରମାନଙ୍କୁ ଆଗକୁ ଯିବାକୁ ସୁଯୋଗ ଦେଇଥିଲେ। ପ୍ରାୟତଃ ଦେଖାଯାଏ, କୌଣସି ଟିମ୍‌ ଜିତିବା ପରେ ଅଧିନାୟକ ସବୁବେଳେ ଟିମ୍‌ ମଝିରେ ଟ୍ରଫି ସହ ଛିଡା ହୋଇଥାନ୍ତି। କିନ୍ତୁ ରୋହିତ ଏପରି କରି ନ ଥିଲେ। ଅଧିନାୟକଙ୍କର ଏପରି ନିଷ୍ପତ୍ତି ସମସ୍ତଙ୍କର ହୃଦୟ ଜିତିପାରିଛି। ରୋହିତ ଏହି ସଫଳତାର ଶ୍ରେୟ ସମସ୍ତଙ୍କୁ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri