Posted inଖେଳ

ବାୟୋ ବବଲ ଅଧିକ ସୁରକ୍ଷିତ : ଏମ୍‌ଆଇ ଖେଳାଳି

ମୁମ୍ବାଇ,୨୬।୪ : ଅଷ୍ଟ୍ରେଲିଆର ୩ ଖେଳାଳି ଭାରତରେ ବଢ଼ୁଥିବା ସଂକ୍ରମଣ ହାର ଭୟରେ ଆଇପିଏଲରୁ ଓହରି ଯାଇଛନ୍ତି। କିନ୍ତୁ ବର୍ତ୍ତମାନ ଘରକୁ ଫେରିବାଠାରୁ ବାୟୋ ବବଲରେ ଅଧିକ ସୁରକ୍ଷିତ ଅନୁଭବ କରୁଥିବା କହିଛନ୍ତି ଅଷ୍ଟ୍ରଲିଆନ ପେସର ନାଥନ କୁଲ୍ଟର-ନାଇଲ।

କୋଭିଡ୍‌-୧୯ ସଂକ୍ରମଣ ଯୋଗୁ ନିଜ ଦେଶରେ ଲକଡ୍‌ ଆଉଟ୍‌ ହେବା ଭୟରେ ରାଜସ୍ଥାନର ଆଣ୍ଡ୍ର୍ୟୁ ଟାଇ ଆଇପିଏଲରେ ଓହରି ଯାଇଛନ୍ତି। ତାଙ୍କ ପରେ ସମାନ କାରଣ ଦର୍ଶାଇ ସ୍ବଦେଶ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦୁଇ ଖେଳାଳି କେନ ରିଚାର୍ଡସନ ଓ ଆଡମ ଝାମ୍ପା।

ପ୍ରତ୍ୟେକଙ୍କ ବ୍ୟକ୍ତିଗତ ମତାମତ ଅଛି ଓ ସେମାନଙ୍କ ପରିସ୍ଥିତି ମଧ୍ୟ ଭିନ୍ନ ହୋଇପାରେ। ଅଷ୍ଟ୍ରେଲିଆର ୩ ଖେଳାଳି ଘରକୁ ଫେରୁଥିବା ଖବର ମୋତେ ଚକିତ କରିଛି। ମାତ୍ର ଘରେ ରହିବା ବଦଳରେ ବାୟୋ ବବଲ ମୋ ମତରେ ବେଶ୍‌ ସୁରକ୍ଷିତ। ଖେଳାଳିଙ୍କ ସେମେତ ହୋଟେଲ ଷ୍ଟାଫ, ଲଣ୍ଡ୍ରି, କ୍ଲିନର, ପ୍ରତ୍ୟେକଙ୍କ ଦିନକୁ ୩ ଥର କୋଭିଡ୍‌ ଟେଷ୍ଟ କରାଯାଉଛି। ଏହା ଠାରୁ ଅଧିକ ସୁରକ୍ଷା ଅନ୍ୟ କୌଣସି ସ୍ଥାନରେ ମିଳିବ ନାହିଁ। ଆମକୁ ଘରକୁ ଫେରିବା ଲାଗି ଦୁବାଇରେ ଦୁଇ ସପ୍ତାହ କ୍ୱାରାଣ୍ଟାଇନରେ ରହିବାକୁ ପଡ଼ିବ। କିନ୍ତୁ ମୁଁ ନିଶ୍ଚିତ ଯେ, ଏହାର ସମାଧାନ ହୋଇଯିବ ବୋଲି ୫ କୋଟି ଟଙ୍କାରେ ମୁମ୍ବାଇ ଇଣ୍ଡିଆନ୍ସ କିଣିଥିବା ବୋଲର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ସୃଷ୍ଟି ହେଲା ୪ ବଡ଼ ରାଜଯୋଗ: କନ୍ୟା ସମେତ ଏହି ସବୁ ରାଶିଙ୍କର ସୁବର୍ଣ୍ଣ ସମୟ ଆରମ୍ଭ, ଧନବର୍ଷା ସହ ଚାକିରିରେ ପଦୋନ୍ନତି

ଭୁବନେଶ୍ୱର: ଆଜି ୧୪ ସେପ୍ଟେମ୍ବର ୨୦୨୬, ସୋମବାର। ଭାଦ୍ରବ ମାସ ଶୁକ୍ଳପକ୍ଷ ତୃତୀୟା ତିଥି ସହ ଚତୁର୍ଥୀ ତିଥି ମଧ୍ୟ ରହିଛି। ଏହି କାରଣରୁ ଆଜି ଗଣେଶ…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

AIକୁ ନେଇ ବିଶ୍ୱକୁ ସତର୍କବାଣୀ ଶୁଣାଇଲେ ସତ୍ୟ ନାଡେଲା; ଜାଣନ୍ତୁ…

ଓ୍ବାଶିଂଟନ,୧୪।୯: ବିଶ୍ୱସ୍ତରୀୟ ଆଇଟି ମହାକୁମ୍ଭ ମାଇକ୍ରୋସଫ୍ଟର ଅଧ୍ୟକ୍ଷ ଏବଂ ସିଇଓ ସତ୍ୟ ନାଡେଲା AI ସହିତ ଜଡିତ ବଢୁଥିବା ବିପଦ ମଧ୍ୟରେ ଚିନ୍ତା ପ୍ରକାଶ କରିଛନ୍ତି। ସେ…

ଗୁରୁ-ଚନ୍ଦ୍ରଙ୍କ ନବପଞ୍ଚମ ଯୋଗ: ଆଜିଠୁ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଆର୍ଥିକ ଲାଭ ସହ ହେବ ମାଲାମାଲ

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଗ୍ରହ ଓ ନକ୍ଷତ୍ରଙ୍କ ଚଳନର ପ୍ରଭାବ ମଣିଷର ଜୀବନ ଉପରେ ପଡ଼ିଥାଏ। ଚନ୍ଦ୍ରଙ୍କ ଗୋଚର ପରେ ବିଛା ରାଶିରେ ଥିବା ଚନ୍ଦ୍ର…

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?