Posted inଖେଳ

ଟି୨୦ ବିଶ୍ୱକପ୍‌ ପରେ ବାଜିବ ଆଇପିଏଲ୍‌ ବିଗୁଲ୍‌

ନୂଆଦିଲ୍ଲୀ,୨୩।୯: ଟି୨୦ ବିଶ୍ୱକପ୍‌ ପରେ ବାଜିପାରେ ଆଇପିଏଲ୍‌ର ଆଗାମୀ ସିଜନର ବିଗୁଲ୍‌। ଡିସେମ୍ବରରେ ଆଇପିଏଲ୍‌-୨୦୨୩ ଲାଗି ଅକ୍ସନ କରାଯାଇପାରେ। ଏହା ଏକ ମିନି ଅକ୍ସନ ହେବାକୁ ଯାଉଥିବା ବେଳେ ଏହା କେଉଁଠି ହେବ ତାହା ସ୍ଥିର କରାଯାଇନାହିଁ।

ଡିସେମ୍ବର ଦ୍ୱିତୀୟ ଅଥବା ତୃତୀୟ ସପ୍ତାହରେ ଏହି ଅକ୍ସନ ହୋଇପାରେ। ଚଳିତ ଥର ଅକ୍ସନ ଲାଗି ପ୍ରତି ଟିମ୍‌ ପାଖରେ ୯୫ କୋଟି ଟଙ୍କା ରହିଛି। ଯଦି କୌଣସି ଖେଳାଳି ଦଳ ଛାଡେ ତେବେ ଏହି ରାଶି ବୃଦ୍ଧି ହୋଇପାରେ।

ତେବେ ପୂର୍ବରୁ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ପୂର୍ବରୁ ଘୋଷଣା କରିଛନ୍ତି ଯେ ଆଇପିଏଲ୍‌ ୨୦୨୩ରେ ପୂର୍ବ ଦିନର ଝଲକ ଦେଖିବାକୁ ମିଳିବ। ଅର୍ଥାତ ଏହା ଭାରତରେ ଅନୁଷ୍ଠିତ ହେବ। ପ୍ରତିଟି ଟିମ୍‌ ହୋମ ଗ୍ରାଉଣ୍ଡରେ ମ୍ୟାଚ୍‌ ଖେଳିବ, ଯେଉଁଭଳି କରୋନା ପୂର୍ବରୁ ହୋଇ ଆସୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଂଲଣ୍ଡ ଗସ୍ତ: ଭାରତ ୨ଟି ଇଣ୍ଟ୍ରା ସ୍କ୍ବାଡ୍‌ ଗେମ୍‌ ଖେଳିବ

ନୂଆଦିଲ୍ଲୀ,୨୬।୬: ଇଂଲଣ୍ଡ ଗସ୍ତରେ ଯାଇଥିବା ଭାରତୀୟ କ୍ରିକେଟ ଦଳ ଘରୋଇ ଇଂଲଣ୍ଡ ବିପକ୍ଷରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବା ପୂର୍ବରୁ ୨ଟି ଇଣ୍ଟ୍ରା...

ରୋହିତଙ୍କୁ ଦିନିକିଆ କ୍ରିକେଟର ପୁରସ୍କାର; କୋହଲିଙ୍କୁ ‘ସ୍ପିରିଟ୍‌ ଅଫ୍‌ ଦି କ୍ରିକେଟ’ ସମ୍ମାନ

ଦୁବାଇ,୧୬।୧(ପି.ଟି.)- ଭାରତୀୟ ତାରକା ଓପନର ରୋହିତ ଶର୍ମା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ‘୨୦୧୯ ଦିନିକିଆ କ୍ରିକେଟର ଅଫ୍‌ ଦି ଇୟର’ ବିବେଚିତ ହୋଇଛନ୍ତି। ଗତବର୍ଷ...

କ୍ରିକେଟରେ ହିଟ୍‌, ଏବେ ଅଭିନୟ ଦୁନିଆରେ ପାଦ ଥାପିବେ ଏହି କ୍ରିକେଟର…

ଇସଲାମାବାଦ,୨୪।୧୧: ପାକିସ୍ତାନର ଲୋକପ୍ରିୟ କ୍ରିକେଟରଙ୍କ ମଧ୍ୟରୁ ନସିମ ଶାହା ଜଣେ। ସେ ନିଜର ଦ୍ରୁତ ବୋଲିଂ ସହ ସୁନ୍ଦର ଚେହେରାକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏବେ...

ରୋହିତଙ୍କୁ ୧୨ ଲକ୍ଷ ଜରିମାନା

ଚେନ୍ନାଇ, ୨୨।୪(ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ମଙ୍ଗଳବାର ଅନୁଷ୍ଠିତ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚରେ ସ୍ଲୋ ଓଭରରେଟ୍‌ ବୋଲିଂ ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ...

ଲଙ୍କା ପ୍ରିମିୟର ଲିଗ୍‌ ଖେଳିବା ଲାଗି ଇରଫାନ ଆଗ୍ରହୀ

ନୂଆଦିଲ୍ଲୀ, ୨ା୮ (ପି.ଟି.)-ଅଗଷ୍ଟ ୨୮ରୁ ଆରମ୍ଭ ହେବାକୁ ଥିବା ଲଙ୍କା ପ୍ରିମିୟର ଲିଗ୍‌ (ଏଲ୍‌ପିଏଲ୍‌) ଅଂଶଗ୍ରହଣ କରିବା ଲାଗି ୭୦ ବିଦେଶୀ ଖେଳାଳି ଆଗ୍ରହୀ ଅଛନ୍ତି।...

କ୍ରିକେଟ ଅଷ୍ଟ୍ରେଲିଆର ୫୦ ନିୟୁତ ଡଲାର ଋଣ

ମେଲବୋର୍ନ, ୪ା୫ (ପି.ଟି.): କୋଭିଡ୍‌-୧୯ ଯୋଗୁ ଯଦି ଭାରତ ଟୁର୍‌ରେ ନ ଆସେ ତେବେ କ୍ରିକେଟ ଅଷ୍ଟ୍ରେଲିଆକୁ ବିପୁଳ ଆର୍ଥିକ କ୍ଷତି ସହିବାକୁ ପଡ଼ିବ। ଏଥିପାଇଁ...

‘କେବେ ଭାବି ନ ଥିଲି ପୁଣି ଥରେ ନିଜ ଦେଶ ପାଇଁ ଖେଳିବାର ସୁଯୋଗ ମିଳିବ’

ଲଣ୍ଡନ,୧୭।୯: ପୁଣି ଥରେ ନିଜ ଦେଶର ଜର୍ସି ପିନ୍ଧି ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିବି ବୋଲି କେବେ ବି ଭାବି ନ ଥିଲି। କିଛି ଏଭଳି କହି...

ଆଇପିଏଲ୍‌ ସମାପନ ସମାରୋହ: ଜଲଓ୍ବା ଦେଖାଇଲେ ରଣବୀର

ଅହମ୍ମଦାବାଦ୍‌,୨୯।୫: ଆଇପିଏଲ ୧୫ର ଫାଇନାଲ ଆଜି ରାଜସ୍ଥାନ ରୟାଲ୍ସ (ଆରଆର) ଏବଂ ଗୁଜରାଟ ଟାଇଟାନ୍ସ (ଜିଟି) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ ପୂର୍ବରୁ ଅହମ୍ମଦାବାଦର ନରେନ୍ଦ୍ର...

Advertisement
Archives

Model This Week