ଈପ୍‌ସିତାଙ୍କୁ ପର୍ସନାଲିଟି ୱିଙ୍ଗ୍‌ ଟାଇଟଲ

ଭଦ୍ରକ ଅଫିସ, ୩୧।୪: ଅନ୍‌ଲାଇନରେ ହୋଇଥିବା ମିସେସ୍‌ ଫେମିନା-୨୦୨୧ ପ୍ରତିଯୋଗିତାରେ ଓଡ଼ିଶାର ଈପ୍‌ସିତା ପ୍ରିୟଦର୍ଶିନୀ(୨୭) ପର୍ସନାଲିଟି ୱିଙ୍ଗ୍‌ରେ ବିଜୟୀ ହୋଇଛନ୍ତି। ମଙ୍ଗଳବାର ଫ୍ୟାଶନ, ବିୟୁଟି, କୁକିଙ୍ଗ୍‌ ଓ ପର୍ସନାଲିଟି ୱିଙ୍ଗ୍‌ ପ୍ରତିଯୋଗିତା କରାଯାଇଥିଲା। ପର୍ସନାଲିଟି ୱିଙ୍ଗ୍‌ ଟାଇଟଲ୍‌ ବିଜୟିନୀ ଈପ୍‌ସିତା ଭବିଷ୍ୟତରେ ଓଡ଼ିଶାରେ ମଡେଲିଂ ଓ ଅଭିନୟ ଭଳି କଳା ପ୍ରତି ଆଗ୍ରହ ରଖୁଥିବା ମହିଳାମାନଙ୍କୁ ମାର୍ଗ ପ୍ରଦର୍ଶନ କରିବେ ଓ ଏଥିପାଇଁ ଏକ କେନ୍ଦ୍ର ଖୋଲିବେ। ନିଜ କ୍ୟାରିୟର ସାଙ୍ଗକୁ ଓଡ଼ିଶାରେ ଅଧିକରୁ ଅଧିକ ମହିଳାଙ୍କୁ ଏହି ଦିଗ ପ୍ରତି ରୁଚି ବଢ଼ାଇବା ପାଇଁ ଦୃଷ୍ଟି ଦେବେ ବୋଲି ସେ କହିଛନ୍ତି।
ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଜୟ ସାହୁ ଓ ବବିତା ମହାନ୍ତିଙ୍କ ଝିଅ ଈପ୍‌ସିତା। ଘର କଟକ ସହର ମଙ୍ଗଳାବାଗ ଅଞ୍ଚଳରେ ହୋଇଥିବା ବେଳେ ଭୁବନେଶ୍ୱରରେ ତାଙ୍କ ଶାଶୁଘର। ସେ ୨୦୧୫ରେ ଜୀ ଟିଭିର ମିସ୍‌ ଏଥ୍‌ନିକ୍‌ରେ ୫ମ ସ୍ଥାନ ଅଧିକାର କରିବା ସହ ଇଣ୍ଡିଆ ସିଟି ଲାଇଟ୍‌ ମିସେସ୍‌ ସୁପର ମଡେଲରେ ୨ୟ ରନର୍ସଅପ୍‌ ହୋଇଥିଲେ। ୨୦୧୫ରେ ସାରଳା ପ୍ରତିଭା ସମ୍ମାନ ମଧ୍ୟ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri