ଏମ୍ସରେ ଆଇପିଏସ ଆଶିଷ ସିଂହ; ଚାଲିଛି ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର,୩୦।୫:ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ, ସ୍ବାସ୍ଥ୍ୟାବସ୍ଥାର ଯାଞ୍ଚ କରାଇବା ନିମନ୍ତେ ଗୁରୁବାର ଭୁବନେଶ୍ୱରସ୍ଥିତ ଏମ୍ସରେ ପହଞ୍ଚିଛନ୍ତି ଆଇପିଏସ ଆଶିଷ ସିଂହ । ECIଙ୍କ ନିର୍ଦ୍ଦେଶ କ୍ରମେ AIIMS ଭୁବନେଶ୍ୱର ପକ୍ଷରୁ ଏଥିନିମନ୍ତେ ଏକ ସ୍ବତନ୍ତ୍ର ମେଡିକାଲ ବୋର୍ଡ ଗଠିତ ହୋଇଛି । ଆଜି ପୂର୍ବାହ୍ନ ୮ଟା୩୦ରେ ଆଶିଷ ସିଂହ ଏମ୍ସରେ ପହଞ୍ଚିଥିଲେ। ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ନିମନ୍ତେ ତାଙ୍କ ପାଇଁ ଏକ ପ୍ରାଇଭେଟ କ୍ୟାବିନ ବୁକ ହୋଇଥିବା ଜଣାଯାଇଛି।

AIIMS କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ୱାସଙ୍କ ଅଧ୍ୟକ୍ଷତାରେ ଆଶିଷ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ନିମନ୍ତେ ୬ ଜଣିଆ ବିଶେଷଜ୍ଞଙ୍କୁ ନେଇ ବୋର୍ଡ ଗଠିତ ହୋଇଛି। ବୋର୍ଡରେ ମେଡିସିନ, ସର୍ଜରୀ, ଅର୍ଥୋପେଡିକ ଓ ନ୍ୟୁରୋ ବିଭାଗ ଭଳି ବିଭିନ୍ନ ବିଭାଗର ବିଶେଷଜ୍ଞ ସାମିଲ ଅଛନ୍ତି। ଏହି ବୋର୍ଡ ଆଜି ଆଶିଷ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରୁଥିବା ବେଳେ ଆସନ୍ତାକାଲି ସୁଦ୍ଧା ନିର୍ବାଚନ କମିଶନଙ୍କ ନିକଟରେ ନିଜ ରିପୋର୍ଟ ଦାଖଲ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା, ଶିନ୍ଦେ ସେନା ଛକାପଞ୍ଝା

ମୁମ୍ବାଇ,୨୨ା୧: ଏସିଆର ସବୁଠୁ ଧନୀ ମହାନଗର ନିଗମ ବିଏମ୍‌ସି ନିର୍ବାଚନ ଜାନୁଆରୀ ୧୫ରେ ଅନୁଷ୍ଠିତ ହୋଇଥିଲା। ୨୨୭ ଆସନ ବିଶିଷ୍ଟ ବିଏମ୍‌ସି ଦଖଲ ପାଇଁ ମ୍ୟାଜିକ୍‌...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri